କରୋନା ଭାଇରସ୍‌

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ହାବିଲଦାର: ପ୍ରଶଂସା କଲେ ଏସ୍‌ପି

ବାରିପଦା ଅଫିସ,୨୦ା୭: ମୟୂଭର ଜିଲା ଉଦଳା ଥାନାର ହାବିଲଦାର କାରୁହରୀ ମାଝୀ କରୋନାକୁ ହରାଇ ସୋମବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ଏସ୍‌୍‌ପି ପି. ସ୍ମିତ ପରମାର୍‌ ଟୁଇଟ୍‌କରି ତାଙ୍କର ପ୍ରଂଶସା କରିଛି। ପ୍ରକାଶ ଯେ, କାରୁହରୀ ଗତ…

ବରଗଡ଼ରେ ଡାକ୍ତରଙ୍କ ସମେତ ୨୨ ଜଣଙ୍କୁ କରୋନା

ବରଗଡ଼ ଅଫିସ,୨୦ା୭: ବରଗଡ଼ ଜିଲାରେ ସୋମବାର ପୁଣି ୨୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ଜିଲା ପୌରାଞ୍ଚଳର ୭ଜଣ, ବରଗଡ଼ ବ୍ଲକ କଟାପାଲି ଗ୍ରାମର ୧୩ଜଣ, ଅତାବିରା ଓ ସୋହେଲା ଅଞ୍ଚଳର ଜଣେ ଲେଖାଏ ଅଛନ୍ତି।…

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୩୮୧

ଭଦ୍ରକ ଅଫିସ, ୨୦।୭: ରାଜ୍ୟରେ ସୋମବାରୁ ୬୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲାରୁ ରହିଛନ୍ତି ୫୮ଜଣ। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭଦ୍ରକ ଜିଲାରେ ମୋଟ ସଂଖ୍ୟା ପହଞ୍ଚିଛି ୩୮୧ରେ। ଜିଲାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା…

ପ୍ରତି କରୋନା ଯୋଦ୍ଧା ପାଇଁ ଆମେ ଗର୍ବିତ : ଡିଜିପି

ଛତ୍ରପୁର, ୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୨ ଜଣ ପୋଲିସ ଯୋଦ୍ଧା କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହେବା ପରେ ରବିବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏମାନେ ଆସିକା ଓ ଭଞ୍ଜନଗର ଥାନାରେ କାର୍ଯ୍ୟ କରୁଥିବାବେଳେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର…

ପ୍ରଥମଥର ଲାଗି ଦେଶରେ କମୁଛି କରୋନା ସଂକ୍ରମିତଙ୍କ ମୃତ୍ୟୁହାର

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ଭିତରେ କିନ୍ତୁ ଆସିଛି ଏକ ଖୁସି ଖବର। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ଶନିବାର ସୁଦ୍ଧା ଦେଶରେ କରୋନା ମୃତ୍ୟୁହାର ୨.୫ ପ୍ରତିଶତରୁ କମ୍‌ ରହିଛି। ଯଦିଓ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା…

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ କେବଳ ଗଞ୍ଜାମରୁ ୫…

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୧ ଲକ୍ଷ

ନୂଆଦିଲ୍ଲୀ, ୨୦।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୮ ହଜାର ୪୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୭ ହଜାର ୪୯୭ ଛୁଇଁଛି। ଗତ ୨୪…

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବା…

୫୫ ପ୍ରତିଶତ ପରିବାରଙ୍କୁ ମିଳୁଛି ଦୁଇବେଳା ଖାଦ୍ୟ

ନୂଆଦିଲ୍ଲୀ, ୨୦।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଅନ୍‌ଲକ୍‌ର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଜାରି ରହିଛି। ତେବେ ବି କାମ ଧନ୍ଦାର ଘୋର ଅଭାବ…

ଗର୍ଭବତୀ ସ୍ତ୍ରୀଙ୍କୁ କରୋନା ହେବାରୁ ସ୍ବାମୀ କଲେ ଏପରି…

ଲକ୍ଷ୍ନୌ, ୨୦।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଲୋକଙ୍କ ମନରେ ମଧ୍ୟ ବଡ଼ ଧରଣର ପରିବର୍ତ୍ତନ ଆସିଛି। ଏହା କରୋନା ସଂକ୍ରମଣ ପ୍ରତି ଭୟ ଯୋଗୁ ସୃଷ୍ଟି ହେଉଥିବା କୁହାଯାଉଛି। ଏହାର ସଦ୍ୟତମ ଉଦାହରଣ…

୩ ଦିନରେ ଲକ୍ଷାଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୦ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଛି। ୩ ଦିନ ମଧ୍ୟରେ ଲକ୍ଷାଧିକ ଲୋକ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୮,୯୦୨ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ମୋଟ ଆକ୍ରାନ୍ତଙ୍କ…

ଗ୍ଲେନ୍‌ମାର୍କକୁ ଡିଜିସିଆଇ ନୋଟିସ

ନୂଆଦିଲ୍ଲୀ,୨୦ା୭(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ ଔଷଧ ଫାବିଫ୍ଲୁ ସମ୍ପର୍କରେ ମିଥ୍ୟା ଦାବି ଓ ଅତ୍ୟଧିକ ମୂଲ୍ୟକୁ ନେଇ ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସ୍‌ସିଓ) ପକ୍ଷରୁ ଏହାର ନିର୍ମାତା ମୁମ୍ବାଇର ଔଷଧ କମ୍ପାନୀ ଗ୍ଲେନ୍‌ମାର୍କକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri