କରୋନା ଭାଇରସ୍‌

ରାଜ୍ୟରେ ବଢୁଛି କରୋନା: ଆଜି ୮୧୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୮୧୬ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୭ ଜଣ ଚିହ୍ନଟ ହୋଇଥିବା ବେଳେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୮୭୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୮୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ୧୨୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୧୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଲୋକାଲ…

ଲକ୍ଷେ ୪୩ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୧୮ ମାସରେ ୨୦୦ କୋଟି ଟିକା, ଭାରତର ରେକର୍ଡ…

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ୧୮ ମାସରେ ୨୦୦ କୋଟି ଟିକା ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ଭାରତ ଏହି ଟିକାକରଣ ଲକ୍ଷ୍ୟ ହାସଲ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୫୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

କରୋନାର ନୂଆ ଲହରକୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୧୬ ।୭: ସାରା ବିଶ୍ୱରେ ପୁଣିଥରେ କରୋନା ମହାମାରୀ ତା’ର ପ୍ରକୋପ ଦେଖାଇବା ଆରମ୍ଭ କଲାଣି । ଯେତେବେଳେ ସ୍ଥିତି ଆୟତ୍ତରେ ଥିଲା ଏବେ କିନ୍ତୁ ଏହା ଅଣାୟତ୍ତ ହେବାକୁ ଯାଉଛି । କେବଳ ସଂକ୍ରମିତ ନୁହେଁ ମୃତକଙ୍କକ ସଂଖ୍ୟା ବି…

ଆଜି ରାଜ୍ୟରେ ୧୦୦୦ ଟପିଲା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଆଜି ରାଜ୍ୟରେ ୧୦୦୦ ଟପିଛି କରୋନା ସଂକ୍ରମଣ। ଶୁକ୍ରବାର ୧୦୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ହସ୍ପିଟାଲ ପକ୍ଷରୁ ପ୍ରକାଶ ପାଇଥିବା ବୁଲେଟିନ୍‌ ଅନୁସାରେ ଷ୍ଟାଲିନ୍‌ଙ୍କଠାରେ ଦେଖାଦେଇଥିବା କରୋନା ଲକ୍ଷଣର…

ସକ୍ରିୟ ମାମଲା ଲକ୍ଷେ ୩୬ ହଜାର ଟପିଲା…

ନୂଆଦିଲ୍ଲୀ, ୧୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?