କରୋନା ଆକ୍ରାନ୍ତଙ୍କ ଅନ୍ତିମ ସଂସ୍କାରକୁ ଗ୍ରାମବାସୀଙ୍କ ବିରୋଧ
ଧାନବାଦ, ୧୯।୭- ଭାରତରେ ଗମ୍ଭୀର ରୂପ ଧାରଣ କରିଛି କରୋନା ମହାମାରୀ। କରୋନା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି, ଯାହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏଭଳି ଏକ…
ରାଜ୍ୟରେ ସୁସ୍ଥ ହେଲେ ପୁଣି ୫୧୫ କରୋନା ଆକ୍ରାନ୍ତ: ୧୨ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା
ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୩,…
କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ କରାଯାଇ…
ଭୁବନେଶ୍ୱରରେ କରୋନା ସ୍ଥିତି ସାଂଘାତିକ
ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ପ୍ରତିକ୍ରିୟା ରଖିଛନ୍ତି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ କହିଛନ୍ତି, କରୋନା ସଂକ୍ରମଣ ନ ବ୍ୟାପିବା ଲାଗି ସରକାର ଠିକ୍ ପରିଚାଳନା କରିପାରୁନାହାନ୍ତି। ଭୁବନେଶ୍ୱରରେ ସ୍ଥିତି ସାଂଘାତିକ।…
କଟକରୁ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି
କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ରାଉସପାଟଣାର ୫ ଜଣ।…
୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍ଡାଉନ୍
ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍ଡାଉନ୍ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା…
ଶ୍ମଶାନ ଆଗରେ ଲମ୍ବା ଲାଇନ୍
ବେଙ୍ଗାଲୁରୁ, ୧୯।୭: କରୋନା ମହାମାରୀ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଆଗରେ ଲମ୍ବା ଲାଇନ୍ ଲାଗି ରହୁଛି। ଅନ୍ତିମ ସଂସ୍କାର ପାଇଁ ମୃତକଙ୍କ ପ୍ରିୟପରିଜନଙ୍କୁ ଘଣ୍ଟା ଘଣ୍ଟା…
କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି…
ଅନ୍ତିମ ସଂସ୍କାର ପାଇଁ ଆସିଲେନି ସାହି-ପଡ଼ିଶା: ଦୁଇ ପୁଅଙ୍କୁ ନେଇ ସ୍ତ୍ରୀ କଲେ ଏପରି…
ବେଲଗାମ୍, ୧୯।୭: କରୋନା ମହାମାରୀ ସଙ୍କଟ ସମୟରେ ଲୋକଙ୍କ ମଧ୍ୟରେ ମାନବିକତା ରହୁ ନ ଥିବା ନେଇ ଏବେ ଚର୍ଚ୍ଚା ହେଉଛି। ଏହାର ସଦ୍ୟତମ ଉଦାହରଣ କର୍ନାଟକର ବେଲଗାମ୍ରେ ଘଟିଛି। ଏଠାରେ ୫୫ ବର୍ଷ ବୟସ୍କ ସଦାଶିବ ହିରସ୍ତିଙ୍କ ମୃତ୍ୟୁ ଘଟିଥିଲା।…
ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେମାନେ…
୩୧ ଯାଏ ଭଦ୍ରକ-ଧାମନଗର ଲକ୍ଡାଉନ୍
ଭଦ୍ରକ ଅଫିସ,୧୯।୭ – ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍ଡାଉନ୍ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଲକ୍ଡାଉନ କଟକଣା ଲାଗୁ ହେବ । ପୂର୍ବପରି…
ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୯୧କୁ ବୃଦ୍ଧି
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରବିବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମର ୩ ଜଣ…
Archives


