କରୋନା ଭାଇରସ୍‌

ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍‌: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍‌

ଛତ୍ରପୁର, ୧୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍‌ ତଥା ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍‌କୁ ସହଯୋଗ କରିବା ସହ ଲକ୍ଷଣଗୁଡିକୁ…

କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ବିଡିଓ: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ସେ କରୋନାକୁ ହରାଇ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସେ ଏକ ଭିଡିଓ ବାର୍ତ୍ତା ଜାରି…

କରୋନା ରୋଗୀଙ୍କ ସେବା କରୁଛି ରୋବର୍ଟ: ସମୟରେ ଦେଉଛି ଖାଦ୍ୟ, ଔଷଧ

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସେମାନଙ୍କ ଯତ୍ନ ନେବାରେ ସମସ୍ୟା ମଧ୍ୟ ହେଉଛି। ଏଭଳି ସ୍ଥିତିରେ ଗୁଜୁରାଟର ଭଦୋଦରାସ୍ଥିତ ସର୍‌ ସୟାଜିରାଓ ଗେକଓ୍ବାଡ୍‌(ଏସ୍‌ଏସ୍‌ଜି) ହସ୍ପିଟାଲ ଏକ ବିଶେଷ ପଦକ୍ଷେପ ନେଇଛି। କରୋନା ରୋଗଙ୍କ ସେବା ପାଇଁ…

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ, ଲୋକାଲ କେସ୍‌ ୨ଜଣ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୩୪କୁ…

ରାଜରାସ୍ତାରେ ଯମରାଜ-ଚିତ୍ରଗୁପ୍ତ ଯୋଡ଼ି: ଭିଡ଼ିଓ ଭାଇରାଲ

ରାୟପୁର, ୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଛତିଶଗଡ଼ରେ ଯମରାଜ ଏବଂ ଚିତ୍ରଗୁପ୍ତଙ୍କ ଯୋଡ଼ି ରାଜରାସ୍ତାରେ ବୁଲିବୁଲି ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସଚେତନ କରାଇବା ଆରମ୍ଭ କରିଛନ୍ତି। ସାମାଜିକ ଦୂରତା ଅବଲମ୍ବନ, ମାସ୍କ୍‌…

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି…

କରୋନା ବଦଳାଇଲା ନିୟମ: ବ୍ରସେଲ୍ସ ସମ୍ମିଳନୀରେ ହାତ ବଦଳରେ ପରସ୍ପରଙ୍କୁ କହୁଣୀରେ ଜଣାଇଲେ ଅଭିବାଦନ

ବ୍ରସେଲ୍ସ,୧୮।୭: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ସାରା ଦେଶରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶର ସରକାରଙ୍କ ପାଇଁ ଏବେ ଚିନ୍ତାର ବିଷୟ ହୋଇଥିବା…

ମଶା କାମୁଡ଼ିଲେ ହେବ କି କରୋନା!

ଓ୍ବାଶିଂଟନ,୧୮।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ପ୍ରାୟ ସମସ୍ତ ବିକାଶଶୀଳ ଦେଶରେ ଗବେଷଣା ଚାଲିଥିବା ବେଳେ ପ୍ରତିଦିନ କରୋନା ଭାଇରସକୁ ନେଇ କିଛି ନା କିଛି ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅନ୍ୟପଟେ…

ଝାରସୁଗୁଡାରେ ୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଝାରସୁଗୁଡା ଅଫିସ,୧୮।୭: ଝାରସୁଗୁଡା ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ସହ ଟପିଲାଣି। ଶନିବାର ପୁଣି ୫ ଜଣ ବ୍ୟକ୍ତିଙ୍କୁ କରୋନା ପଜିଟିଭ ଥିବା ଜଣାପଡିଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ…

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ପୂର୍ବାନୁମାନ କରାଯାଇଛି। ପୂର୍ବରୁ କେରଳର ଡାଟା ବିଶେଷଜ୍ଞ ଜେମ୍ସ୍‌ ଓ୍ବିଲସନ୍‌…

କରୋନା ସଂକ୍ରମଣ: ଶିଶୁଙ୍କ ସୁସ୍ଥତା ହାର ଶହେ ପ୍ରତିଶତ!

ଭୋପାଳ,୧୮।୭: କରୋନା ସଂକ୍ରମଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହା କବଳରେ ଛୋଟଠାରୁ ବଡ ସମସ୍ତେ ପଡି ଯାଉଥିବା ବେଳେ କରୋନା ଏବେ ସମସ୍ତଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ନିକଟରେ ଦେଖାଯାଇଛି ଭୋପାଳରେ ଜୁଲାଇ ମାସଠାରୁ ସଂକ୍ରମିତଙ୍କ…

ଘରୋଇ ହସ୍ପିଟାଲ, କ୍ଲିନିକ୍‌କୁ ଚେତାବନୀ: ଚିକିତ୍ସା ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅଧିକାଂଶ ସ୍ଥାନରେ ସାଧାରଣ ରୋଗୀଙ୍କୁ କରୋନା ରୋଗୀଭାବି ଚିକିତ୍ସା କରାଯାଉ ନାହିଁ। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟର ଘରୋଇ ହସ୍ପିଟାଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?