କରୋନା ଭାଇରସ୍‌

ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)। ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ…

କରୋନା ସଂକ୍ରମଣ: ଦେଶରେ ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୭।୭: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି। ଏହି ମାହାମାରୀକୁ ରୋକିବାକୁ ଏବେ ସାରା ଦେଶରେ ପାଖାପାଖି ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗୀରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ…

କରୋନା କବଳରେ ଦେଶର ୯୮ ପ୍ରତିଶତ ଅଞ୍ଚଳ: ରିପୋର୍ଟ

ଲଣ୍ଡନ/ଓ୍ବାଶିଂଟନ,୧୭।୭: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି। ସେହିପରି ଦେଶରେ କରୋନା ସଂକ୍ରମଣରେ ମୃତକଙ୍କ ସଂଖ୍ୟା ମଧ୍ୟ ୨୫ ହଜାର ପାର କରି…

ଜିହ୍ବାର ଲାଳସା ସମ୍ବରଣ ନ କରିବାରୁ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା

ଇନ୍ଦୋର,୧୭।୭: ଦେଶର କରୋନା ସଂକ୍ରମଣରୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ଜିଲା ମଧ୍ୟରେ ମଧ୍ୟପ୍ରଦେଶର ଇନ୍ଦୋର ସାମିଲ ରହିଛି। ଏହି ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ଔଷଧ, ଫଳ, ପନିପରିବା, ସ୍ନାକ୍ସ, ଚାଟ ଓ ଖାଦ୍ୟସାମଗ୍ରୀ…

ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ମୁଖ୍ୟ ପ୍ରବେଶ ପଥ ସିଲ୍‌

ଗଞ୍ଜାମ,୧୭।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର l କରୋନା ନିଜର କାୟା ବିସ୍ତାର କରି ଚାଲିଛି l ବିଶେଷକରି ଗଞ୍ଜାମ ଜିଲାରେ ଦିନକୁ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି l ତେଣୁ ଏହାକୁ ନେଇ ଜିଲା ପ୍ରଶାସନ ଏବେ…

ଡ୍ୟୁଟିରେ ଥାଇ ଜୀବନ ଗଲେ ମିଳିବ ଭତ୍ତା

ଭୁବନେଶ୍ୱର,୧୭।୭(ବ୍ୟୁରୋ): କୋଭିଡ ଯୋଦ୍ଧା ଅଙ୍ଗନଓ୍ବାଡି ଓ ଆଶା କର୍ମଙ୍କ ପରିବାର ପାଇଁ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ଡ୍ୟୁଟିରେ ଥାଇ ଅଙ୍ଗନଓ୍ବାଡି, ଆଶା କର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ଭତ୍ତା ମିଳିବ। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୬୦ ବର୍ଷ ହେବା…

ଦେଶୀ କରୋନା ଟିକାର ହେଲା ପରୀକ୍ଷଣ: ନାହିଁ କୌଣସି ପାର୍ଶ୍ୱ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୭: ଦେଶୀ କରୋନା ଭ୍ୟାକ୍ସିନ କୋଭାକ୍ସିନ(Covaxin)କୁ ନେଇ ଆସିଛି ଖୁସି ଖବର। ଏବେ ଏହା ମାନବ ଶରୀରରେ ପରୀକ୍ଷଣ କରାଯାଇଛି। ହରିୟାଣାର ରୋହତକରେ ପିଜିଆଇରେ ଭଲ୍ୟୁଣ୍ଟିୟର୍ସଙ୍କ ପ୍ରଥମ ଗ୍ରୁପକୁ କୋଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯାଇଛି। ହରିୟାଣାର ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କହିଛନ୍ତି…

ଆଜି ରାତି ୯ରୁ ଲକ୍‌ଡାଉନ୍‌: ବାହାର ଲୋକ ଭୁବନେଶ୍ୱର ଆସିବା ମନା; ଉଠାଇ ନିଆଯିବ ବାଇକ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍‌ଡ଼ାଉନ୍‌ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍‌…

କରୋନା ଆଁରେ ରାଜଧାନୀ: ଆଜି ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ; ମୋଟ ସଂଖ୍ୟା ୧ହଜାର ଟପିଲା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୧୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୫୨ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୪୩ ଟପିଛି। ଯାହା ମଧ୍ୟରୁ ୫୭୪ ଆକ୍ଟିଭ୍‌…

ଏଠାରେ ଭଗବାନଙ୍କୁ ପ୍ରସାଦ ରୂପେ ଅର୍ପଣ କରାଯାଉଛି ମାସ୍କ

ବାରାଣସୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ପ୍ରତ୍ୟେକ ଜିନିଷ ଉପରେ ପ୍ରତିବନ୍ଧକ ଲଗାଯାଇଛି। କରୋନା କାଳରେ ସବୁ…

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆରମ୍ଭ ହେଲା ସ୍ବାବ୍‌ ଟେଷ୍ଟ

ପୁରୁଷୋତ୍ତମପୁର, ୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। ଏହି କ୍ରମରେ ପୁରୁଷୋତ୍ତମପୁର ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଏନ୍‌ଏସିର ବିଭିନ୍ନ ୱାର୍ଡରୁ ୨୫ଜଣ ପଜିଟିଭ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri