କଟକ ସହରରେ ଆଜି ପୁଣି ୪ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି
କଟକ ଅଫିସ,୧୫ା୭: ବୁଧବାର କଟକ ସହରରେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି ପାଇଥିବା ସିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨ଟି ଇନ୍ଷ୍ଟିଚ୍ୟୁଶନାଲ କେସ୍ ହୋଇଥିବା…
ରେକର୍ଡ କଲା ରାଜଧାନୀ: ଆଜି ଚିହ୍ନଟ ହେଲେ ୯୦ ଆକ୍ରାନ୍ତ; ଅଛି ୨୭ ଲୋକାଲ୍ କେସ୍
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ସେଥିରୁ ୪୬୨ ଆକ୍ଟିଭ କେସ୍ ରହିଥିବା ବେଳେ ୩୮୫ଜଣ ସୁସ୍ଥ ହୋଇ…
ଅଗଷ୍ଟ ୧୫ ନିଆରା ଢ଼ଙ୍ଗରେ ହେବ ପାଳନ: ଲାଲ୍ କିଲ୍ଲାରେ ଯୋଗଦେବେ ୧୫୦୦ କରୋନା ବିଜେତା
ନୂଆଦିଲ୍ଲୀ, ୧୫।୭: ଚଳିତ ବର୍ଷ ଅଗଷ୍ଟ ୧୫ରେ ଲାଲ୍ କିଲ୍ଲାରେ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଛୋଟ ପିଲା ଯୋଗଦେବେ ନାହିଁ। ସେମାନଙ୍କ ବଦଳରେ ୧୫୦୦ କରୋନ ବିଜେତା ଉତ୍ସବରେ ଉପସ୍ଥିତ ରହିବେ। କରୋନାକୁ ପରାଜିତ କରି ସୁସ୍ଥ ହୋଇଥିବା…
ଦେଶରେ କରୋନା ଅଣାୟତ୍ତ: ୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିବା ଆଶଙ୍କା
ନୂଆଦିଲ୍ଲୀ, ୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୪୨୯ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫୮୨ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ…
ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ୮ କରୋନା ଯୋଦ୍ଧା
ଛତ୍ରପୁର,୧୫ା୭(ଡି.ଏନ୍.ଏ.) : କରୋନାରୁ ସୁସ୍ଥ ହୋଇ ଗଞ୍ଜାମ ଜିଲାରେ ୮ କରୋନା ଯୋଦ୍ଧା ପୁଣି ନିଜ କାର୍ଯ୍ୟରେ ମଙ୍ଗଳବାର ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଡିଓ, ସହକାରୀ ଯନ୍ତ୍ରୀ, ମାର୍କେଟିଂ ଇନ୍ସପେକ୍ଟର, ପଞ୍ଚାୟତ ନିର୍ବାହୀ ଅଧିକାରୀ, ୪ ପୋଲିସ ଅଧିକାରୀ ଓ…
କର୍ମଚାରୀ କରୋନା ଅକ୍ରାନ୍ତ ଚିହ୍ନଟ ପରେ ସିଲ୍ ହେଲା ବ୍ୟାଙ୍କ
ଜି ଉଦୟଗିରି, ୧୫।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି ଉଦୟଗିରିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଜଣେ କର୍ମଚାରୀ ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା ପରେ ବୁଧବାରଠାରୁ ଉକ୍ତ ବ୍ୟାଙ୍କକୁ ସିଲ୍ କରାଯାଇଛି। ଏ ନେଇ ବିଡିଓ ତଥା…
ଗରିବଙ୍କ ପେଟକୁ ଜୁଟୁନି ଦାନା: ଖତ ଖାଇଗଲା ୧୨୬୫ କ୍ୱିଣ୍ଟାଲ ଗହମ
ଭୋପାଳ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। କାମଧନ୍ଧା ନ କରି ପାରି ଗରିବଙ୍କ ପେଟକୁ ଦାନା ଜୁଟୁନି। ଏପରିସ୍ଥଳେ ପ୍ରଶାସନର ଅବହେଳା ଯୋଗୁ ମଧ୍ୟପ୍ରଦେଶରେ ୧୨୬୫ କ୍ୱିଣ୍ଟାଲ ଗହମ ଖତ ଖାଇଯାଇଛି। ଏଭଳି ଘଟଣା କାନଓ୍ବନରେ…
ଅଣ୍ଟା ଭିଡ଼ିଲେ ଗାଁ ଲୋକେ: ୫୦ ଟ୍ରାକ୍ଟରରେ ଚାଷକଲେ ୨୫୦ ବିଘା ଜମି
ଯୋଧପୁର, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ରାଜସ୍ଥାନ ଯୋଧପୁରରେ ଗାଈଗୋରୁଙ୍କ ଖାଇବା ପାଇଁ ଘାସର ଅଭାବ ଦେଖାଦେଇଛି। ତେବେ ଏହାର ସମାଧାନ ଲାଗି ସ୍ଥାନୀୟ ରାୟମଲଓ୍ବାଡା ଗାଁର ବାସିନ୍ଦା ଅଣ୍ଟା ଭିଡ଼ିଛନ୍ତି। ସେମାନେ ଗାଁର…
ଅମିତାଭ ବଚ୍ଚନ ପରିବାର ସଦସ୍ୟଙ୍କ ଆରୋଗ୍ୟ କାମନା ପାଇଁ ପେଣ୍ଟିଂ
ମୁମ୍ବାଇ, ୧୫।୭: ବିଗ୍ ବି ଅମିତାଭ ବଚ୍ଚନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କ ପୁତ୍ର ଅଭିଷେକ ବଚ୍ଚନ, ପୁତ୍ରବଧୂ ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣି ଆରାଧ୍ୟଙ୍କଠାରେ ମଧ୍ୟ କରୋନା ଲକ୍ଷଣ ପ୍ରକାଶ ପାଇଛି।…
କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି। ୩…
ରୂପ ବଦଳାଉଛି କରୋନା ଭୂତାଣୁ
କଟକ ଅଫିସ,୧୫ା୭: ଲୁଚକାଳି ଖେଳୁଛି କରୋନା ଭୂତାଣୁ। ବାରମ୍ବାର ରୂପ ବଦଳାଉଛି। ସମାନ ମଣିଷ ଦେହରେ କେତେବେଳେ ରିପୋର୍ଟ ପଜିଟିଭ ତ ଆଉ କେତେବେଳେ ନେଗେଟିଭ ଆସୁଛି। ଗତ ୪ ତାରିଖରେ ସୁସ୍ଥ ହୋଇ ଫେରିଥିବା ଏସ୍ସିବିର ଜଣେ ଡାକ୍ତରୀ ଛାତ୍ରଙ୍କ…
‘ମର୍ଯ୍ୟାଦାରେ କୋଭିଡ୍ ମୃତଦେହକୁ ସତ୍କାର କର’
ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହକୁ ଅବହେଳା କରାଯାଉଛି। ଅନେକ ସମୟରେ ମୃତଦେହ ଦୀର୍ଘ ସମୟ ଧରି ଅବହେଳିତ ହୋଇ ପଡିରହୁଛି। ତେଣୁ କୋଭିଡ୍ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ଯେପରି ସତ୍କାର କରାଯିବ ସେ ନେଇ ସ୍ବତନ୍ତ୍ର…
Archives


