କରୋନା ଭାଇରସ୍‌

ଆଖି ବୁଜିଲେ କରୋନା ଆକ୍ରାନ୍ତ ଶିଶୁ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): କରୋନାରେ ଆକ୍ରାନ୍ତ ସୁନ୍ଦରଗଡ଼ର ଜଣେ ଶିଶୁ ଆଖିବୁଜିଛନ୍ତି। ତାଙ୍କୁ ଏକବର୍ଷ ୩ ମାସ ହୋଇଥିଲା। ତେବେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ ମଧ୍ୟ ଜିଏମ୍‌୧ ଗାଙ୍ଗଲିଓସିଡୋସିସ୍‌ ରୋଗରେ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର…

ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହି ଫାଷ୍ଟଫୁଡ୍‌ ବିକିଲେ

ସାଲେପୁର,୧୫।୭(ଡି.ଏନ୍‌.ଏ.): ସାଲେପୁର ବ୍ଲକ ମିର୍ଜାପୁର ପଞ୍ଚାୟତର ଜଣେ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନ୍‌ ନିୟମ ନ ମାନି ଫାଷ୍ଟଫୁଡ୍‌ ବିକୁଥିଲେ। ରିପୋର୍ଟ ପଜିଟିଭ ଆସିବା ପରେ ଉକ୍ତ ପଞ୍ଚାୟତକୁ ସରପଞ୍ଚ ହରପ୍ରସନ୍ନ ବେହେରା ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା…

ଗଞ୍ଜାମ ଯିବେ ୫ ଓଏଏସ୍‌, ୪୭ ଓଆର୍‌ଏସ୍‌ ଅଫିସର

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଗଞ୍ଜାମ ଜିଲାର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ସେଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି। ଜିଲାରେ କରୋନା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ସେନେଇ ସରକାର ଅନ୍ୟ ଜିଲାର ଅଧିକାରୀମାନଙ୍କୁ ଗଞ୍ଜାମ ପଠାଇବା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ…

ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା

ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌…

ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ମହାନିର୍ଦ୍ଦେଶକ ବଳରାମ…

କରୋନା ସନ୍ଦେହରେ ଯୁବତୀଙ୍କୁ ବସରୁ ଓହ୍ଲାଇଦେଲେ କଣ୍ଡକ୍ଟର

ମଥୁରା, ୧୪।୭- ଉତ୍ତର ପ୍ରଦେଶର ମଥୁରାରୁ ଚକିତ କଲାଭଳି ଏକ ଖବର ଆସିଛି। ଦିଲ୍ଲୀରୁ ଫିରୋଜାବାଦ ଯାଉଥିବା ଜଣେ ଅସୁସ୍ଥ ଯୁବତୀଙ୍କୁ କରୋନା ସନ୍ଦେହରେ କଣ୍ଡକ୍ଟର ବସ୍‌ରୁ ଓହ୍ଲାଇ ଦେଇଥିଲେ। ବସ୍‌ରୁ ଓହ୍ଲାଇବା ପରେ ଯୁବତୀଙ୍କ ମୃତ୍ୟୁ ହୋଇଯାଇଥିଲା। ଏହି ଘଟଣାରେ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୬୮ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୩୫,…

ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି…

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ ଜିଲାକୁ ଅଧିକ ଫୋକସ୍‌

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫ ଜିଲାକୁ ଅଧିକ ଫୋକସ କରାଯାଇଛି। ଫୋକସ ଜିଲାର ତଦାରଖ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ…

ବ୍ରହ୍ମପୁରରେ ଖୋଲିଲା ୮ ସରକାରୀ ଜ୍ୱର କ୍ଲିନିକ: କରୋନା ଲକ୍ଷଣ ଉପରେ ମିଳିବ ପରାମର୍ଶ

ଛତ୍ରପୁର, ୧୪।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ତେଣୁ ବ୍ରହ୍ମପୁର ସହରରେ ୮ଟି ସରକାରୀ ସ୍ବତନ୍ତ୍ର ଜ୍ୱର କ୍ଲିନିକ୍‌ ଖୋଲାଯାଇଛି। ଉକ୍ତ କ୍ଲିନିକକୁ…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୁଦ୍ଧରେ ଲଢି ଚର୍ଚ୍ଚାକୁ ଆସିଥିବା ଅଧିକାରୀ

କୋଲକାତା,୧୪।୭: ପଶ୍ଚିମବଙ୍ଗରେ କରୋନା ବିରୋଧରେ ଲଢେଇକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଧିକାରୀ ଦେବଦତ୍ତା ରାୟ ଶେଷରେ କରୋନା ନିକଟରେ ହାର ମାନିଛନ୍ତି। ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଏହି ୩୮ ବର୍ଷୀୟା ସରକାରୀ ଅଧିକାରୀ ଜଣଙ୍କ। ଆଉ ପଛରେ ଛାଡି ଯାଇଛନ୍ତି…

କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪ ଏବଂ ଲୋକାଲ କେସ୍‌ ୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?