କରୋନା ଭାଇରସ୍‌

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…

ଆଇସୋଲେଶନ ଓ୍ବାର୍ଡରେ ମଦ ପିଇଲେ କରୋନା ଆକ୍ରାନ୍ତ

ଗୋପାଳଗଞ୍ଜ, ୧୨।୭- ଭାରତରେ କରୋନା ଭାଇରସ୍‌ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବାରୁ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଏଭଳି ଏକ ବିପର୍ଯ୍ୟୟ ସମୟରେ ଜଣେ…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା

ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ ୬…

୧୫-୩୦ ଦିନ ମଧ୍ୟରେ ଦୁଇଗୁଣା ହେବ ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୨।୭: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୧୫-୩୦ ଦିନ ମଧ୍ୟରେ କର୍ନାଟକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଗୁଣା ବୃଦ୍ଧି ପାଇପାରେ ବୋଲି କହିଛନ୍ତି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁ। ସେ କହିଛନ୍ତି ଆସନ୍ତା…

ବଡ଼ ସହରରେ କାର୍‌ ଚଳାଇବା ମନା: ସରକାର ତିଆରି କରୁଛନ୍ତି ୧୪୦୦ କିମି ସାଇକେଲ ରାସ୍ତା

ପ୍ୟାରିସ୍‌, ୧୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। କେତେକ ବଡ଼ ବଡ଼ ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କାର୍‌ ଚଳାଇବାକୁ ବାରଣ କରାଯାଇଛି। ଯିବା ଆସିବା ପାଇଁ ଲୋକଙ୍କୁ ସାଇକେଲ ଚଳାଇବା ଲାଗି…

ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ

ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କରୋନା ସଂକ୍ରମଣରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ସରକାର ଯଥା ସମ୍ଭବ ପଦକ୍ଷେପ ନେଉଛନ୍ତି…

କଟକ ସହରରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ପୁଣି ୯ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୨ା୭: ରବିବାର କଟକ ସହରରୁ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୮ ଜଣ ଇନ୍‌ଷ୍ଟିଚ୍ୟୁଶନାଲ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ ଥାଇ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ହେଲେ…

ଐଶ୍ୱର୍ଯ୍ୟା, ଝିଅ ଆରାଧ୍ୟାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ନାୟିକା ତଥା ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। କେବଳ ସେ ନୁହେଁ ତାଙ୍କ ଝିଅ ଆରାଧ୍ୟାଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ରବିବାର ସକାଳେ ମୁମ୍ବାଇ ମେୟର କିଶୋରୀ…

ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍‌’

ମୁମ୍ବାଇ, ୧୨।୭: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍‌’ର କଳାବଜାରି ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବିନା…

କଟକରୁ ହଟିବ ଶଟ୍‌ଡାଉନ୍‌

କଟକ ଅଫିସ,୧୨।୭- କଟକ ସହରରୁ ସୋମବାରଠାରୁ ଶଟ୍‌ଡାଉନ୍‌ ହଟିବ। କଟକ ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ପୂର୍ବପରି ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି ରହିବ। ଶଟ୍‌ଡାଉନ୍‌ ହଟିବା ପରେ ଏବେ ସକାଳ ୫ରୁ ସନ୍ଧ୍ୟା ୬ଟା…

ସପ୍ତାହରେ ୫ ଦିନ ଖୋଲିବ ସରକାରୀ କାର୍ଯ୍ୟାଳୟ

ଲକ୍ଷ୍ନୌ, ୧୨।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ରାଜ୍ୟରେ ସପ୍ତାହ ୫ ଦିନ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଖୋଲା ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?