କରୋନା ଭାଇରସ୍‌

ବେପରୁଆ ଭାବେ କରୋନା ରୋଗୀଙ୍କ ମୃତଦେହକୁ ଅଟୋରିକ୍ସାରେ ବୁହାଗଲା

ନିଜାମାବାଦ,୧୨।୭: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ହସ୍ପିଟାଲ କର୍ମଚାରୀଙ୍କ ଏକ ବେପରୁଆ ମନୋଭାବ ସାମ୍ନାକୁ ଆସିଛି। ତେଲେଙ୍ଗାନାର ନିଜାମାବାଦ ସ୍ଥିତ ସରକାରୀ ହସ୍ପିଟାଲରେ କରୋନାରେ…

ସୁସ୍ଥ ଅଛନ୍ତି ଶାଶୁ, ବୋହୂ

ମୁମ୍ବାଇ, ୧୨।୭: ବଚ୍ଚନ ପରିବାରରେ କରୋନାର ଉପସ୍ଥିତି ଏକ ପ୍ରକାର ସମସ୍ତଙ୍କୁ ବିଚଳିତ କରି ଦେଇଛି। ଶନିବାର ରାତିରେ ଅମିତାଭ ବଚ୍ଚନ ଓ ପୁଅ ଅଭିଷେକ ବଚ୍ଚନ କରୋନାରେ ସଂକ୍ରମିତ ଥିବା ଖବର ମିଳିଥିଲା। ଏହାପରେ ଜୟା ବଚ୍ଚନ, ଐଶୋର୍ଯ୍ୟା ରାୟ…

ଚିକିତ୍ସା କରିବାକୁ ମନା କଲେ ୩ ହସ୍ପିଟାଲ: କରୋନା ଆକ୍ରାନ୍ତ ଦ୍ୱାଦଶ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୋଲକାତା, ୧୨।୭: କରୋନା ମହାମାରୀ ସଂକ୍ରମଣ ଠାରୁ ଲୋକଙ୍କ ମଧ୍ୟରେ ଅଧିକ ଆତଙ୍କ ସୃଷ୍ଟି କରୁଛି ଏହା ପ୍ରତି ଥିବା ଭୟ। ଫଳରେ କେତେକ ରୋଗୀଙ୍କୁ ଠିକ୍‌ ସମୟରେ ଚିକିତ୍ସା ନ ମିଳିପାରିବାରୁ ସେମାନଙ୍କର ମୃତ୍ୟୁ ଘଟୁଛି। ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ…

ଚେତନ ଚୌହାନ୍‌ କରୋନା ପଜିଟିଭ

ନୂଆଦିଲ୍ଲୀ,୧୨।୭(ପି.ଟି.): ଭାରତୀୟ ପୂର୍ବତନ ଓପନର ତଥା ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ଚେତନ ଚୌହାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା, ଆର.ପି. ସିଂ ତାଙ୍କ ଆଶୁ ଆରୋଗ୍ୟ କାମନା କରି ଟୁଇଟ୍‌ କରିବା…

ଭଦ୍ରକରେ ୧୧ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଲା

ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।

ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା

କୋରୁକୋଣ୍ଡା,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।…

ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ କରୋନା ସଂକ୍ରମଣ ହେବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ…

ବରଗଡ଼ରେ କରୋନା ଯୋଦ୍ଧା ସମେତ ୩ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୧୨ା୭: ବରଗଡ଼ ଜିଲାରେ ରବିବାର ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ଜଣେ ସ୍ଥାନୀୟ କରୋନା ଯୋଦ୍ଧା ରହିଥିବା ବେଳେ ଅମ୍ବାଭୋନା ବ୍ଲକ ରୁଚିଦା ଏବଂ ଝାରବନ୍ଧ ବ୍ଲକ ଡୁଙ୍ଗୁରିପାଲି ସଙ୍ଗରୋଧ କେନ୍ଦ୍ରର…

ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିଜକୁ ଆଇସୋଲେଟ କରି ରଖିଥିବା ସୂଚନା ମିଳିଛି। ବୃହାନମୁମ୍ବାଇ ମହାନଗର…

୨୪୫୧ ବେଡ୍‌ ବିଏମ୍‌ସିକୁ ନିଅଣ୍ଟ: ଘରେ ଚିକିତ୍ସିତ ହେବେ ଲକ୍ଷଣ ନ ଥିବା ରୋଗୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ଘରେ ରହି କରୋନା ଆକ୍ରାନ୍ତ ଚିକିତ୍ସିତ ହେବେ ବୋଲି ବିଏମ୍‌ସି ନୂଆ ନିର୍ଦ୍ଦେଶନାମା ଜାରି କରିଛି। ଲକ୍ଷଣ ନ ଥିବା କିମ୍ବା ଅଳ୍ପ ଲକ୍ଷଣ ଥିବା କୋଭିଡ୍‌ ଆକ୍ରାନ୍ତ ଗୃହ…

ବଲିଉଡ୍‌ ଅଭିନେତା ଅନୁପମ ଖେରଙ୍କ ମା’ଙ୍କ ସମେତ ୪ ସଦସ୍ୟ କରୋନା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ଓ ତାଙ୍କ ପୁଅ ଅଭିଷେକ ଶନିବାର କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ବଲିଉଡ୍‌ କଳାକାରଙ୍କ ଘରେ କରୋନା ପ୍ରବେଶ କରିଥିବା ଆଲୋଚନା ହେଉଛି। ରବିବାର ଅଭିନେତା ଅନୁପମ ଖେରଙ୍କ ମା’,…

ଜୟା, ଐଶ୍ୱର୍ଯ୍ୟାଙ୍କ ଆଣ୍ଟିଜେନ୍‌ ଟେଷ୍ଟ ଆସିଲା ନେଗେଟିଭ, ସ୍ବାବ ଟେଷ୍ଟ ରିପୋର୍ଟକୁ ଅପେକ୍ଷା

ମୁମ୍ବାଇ,୧୨।୭: କରୋନା ମହାମାରୀ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନ କରୋନାରେ ପୀଡ଼ିତ ହେବା ଏବେ ଆହୁରି ଚିନ୍ତା ବଢାଇ ଦେଇଛି। ଦେଶବାସୀଙ୍କୁ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri