କରୋନା ଭାଇରସ୍‌

ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ…

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା ସମ୍ଭବ। ଏଥିପାଇଁ ମୁମ୍ବାଇର ଧରାବି ଅଞ୍ଚଳରେ ଗ୍ରହଣ କରାଯାଇଥିବା ମଡ଼େଲକୁ ଡବ୍ଲ୍ୟୁଏଚ୍‌ଓ ପ୍ରଶଂସା କରିଛି।…

ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବିଡ଼ିଓ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଉକ୍ତ ବ୍ଲକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ସେଥିମଧ୍ୟରୁ ପ୍ରାୟ ୧୯ଜଣ ସୁସ୍ଥ…

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଅଛି: ତହସିଲଦାର

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l ରାଜ୍ୟର ଅନ୍ୟ ଜିଲାଠାରୁ ଗଞ୍ଜାମ ଜିଲାରେ ସବୁଠାରୁ ଅଧିକ ପ୍ରଭାବ ପକାଇଛି ଏହି ଭୟାଭୟ କରୋନା। ଏଠାରେ ଦୈନଦିନ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ବାହାରୁଥିବା ବେଳେ…

୮ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ,୧୧ା୭: ଭାରତରେ କରୋନା ସଂକ୍ରମଣ ଶୁକ୍ରବାର ୮ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୧,୭୨୪ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୦୬ ନୂଆ ମାମଲା ଚିହ୍ନଟ ହୋଇଥିବାବେଳେ ୪୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୧,୨୮୬…

ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇନଚାର୍ଜ ଡା. ବିରଜା ଶଙ୍କର ରଥଙ୍କ ନେତୃତ୍ୱରେ ଏକ ୪…

ଦଶଦିନରେ ଦୁଇଗୁଣ ସଂକ୍ରମଣ: ଭୁବନେଶ୍ୱରରେ ୬୦୦ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ମାଡ଼ି ଚାଲିଛି। ଜୁଲାଇ ଆରମ୍ଭରୁ କୋଭିଡ୍‌-୧୯ ଉଗ୍ର ହେବାରେ ଲାଗିଛି। ଶେଷ ୨୪ ଘଣ୍ଟାରେ ଆଉ ୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୫ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦ଜଣ…

ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍‌ ବୃଦ୍ଧି ଘଟିଛି। ଜୁନ୍‌ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍‌ ସନ୍ତୋଷଜନକ ଥିବାବେଳେ ଜୁଲାଇ ଆରମ୍ଭରୁ ସ୍ଥିତି ଅଧିକ ବିପଜ୍ଜନକ ହେବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ ବୃଦ୍ଧି…

ଦେଶରେ ମହିଳାଙ୍କ ତୁଳନାରେ ୨ଗୁଣା କରୋନା ସଂକ୍ରମିତ ହେଉଛନ୍ତି ପୁରୁଷ

ନୂଆଦିଲ୍ଲୀ,୧୦।୭: କରୋନା ମହାମାରୀ ଏବେ ସାରା ବିଶ୍ୱର ଚିନ୍ତାକୁ ବଢାଇ ଦେଇଥିବା ବେଳେ ଦେଶରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବାକୁ ଯାଉଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୨୬,୫୦୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ସୁଦ୍ଧା…

ରାଜ୍ୟରେ ରେକର୍ଡ: ଆଜି ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜ୍ୟରେ ରେକର୍ଡ। ଶୁକ୍ରବାର ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୮୫ ଜଣ ଥିବାବେଳେ ରାୟଗଡାରୁ ୮୫, ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡରୁ ୨୪, ସୁନ୍ଦରଗଡ଼ରୁ ୨୪,…

ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦ଟି…

କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?