କରୋନା ଭାଇରସ୍‌

ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ କରୋନା…

ସମସ୍ୟା ନେଇ ଗଞ୍ଜାମ ଜିଲାପାଳଙ୍କ ମୋବାଇଲକୁ କରିପାରିବେ ମେସେଜ

ଗଞ୍ଜାମ, ୮।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ମହାମାରୀ କରୋନା ଧୀରେ ଧୀରେ କାୟା ବିସ୍ତାର କରିବା ଆରମ୍ଭ କରିଛି। ଗତ ଶନିବାରଠାରୁ ଆରମ୍ଭ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଦିନରେ ୭କୁ ବୃଦ୍ଧି ହୋଇଛି l ଏ ନେଇ ବୁଧବାର…

ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭ ଛୁଇଁଛି। ଗତ…

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରୋନା ବାୟୁରେ ବ୍ୟାପୁଥିବା ପ୍ରମାଣିକ ତଥ୍ୟକୁ ସ୍ବୀକାର କରାଯାଇଛି। ଫଳରେ ସାରା ପୃଥିବୀରେ…

ସଙ୍କଟରେ ସମନ୍ବୟ ଜରୁରୀ

ନୂଆଦିଲ୍ଲୀ,୮ା୭: ମହାମାରୀ କରୋନା ଭାରତକୁ ଅନେକ ଯନ୍ତ୍ରଣାଦାୟକ ଶିକ୍ଷା ଦେଇଛି। ପ୍ରଥମଟି ହେଲା ଆମେ ପ୍ରକୃତିର ନିର୍ମମ ଶୋଷଣ ଜାରି ରଖିପାରିବା ନାହିଁ। ସେହିପରି ଜଳବାୟୁ ସଙ୍କଟ, ଅନିଶ୍ଚିତ ପାଣିପାଗ, ବାୟୁ, ସ୍ଥଳ ଓ ସମୁଦ୍ରର ପ୍ରଦୂଷଣ ଭାରତ ତଥା ବିଶ୍ୱକୁ…

ବ୍ରାଜିଲ ରାଷ୍ଟ୍ରପତିଙ୍କୁ କରୋନା

ସାଓ ପାଉଲୋ,୭।୭: ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ କରୋନା ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ପରୀକ୍ଷା ରିପୋର୍ଟରେ ତାଙ୍କର ପଜିଟିଭ୍‌ ଆସିଛି। ରବିବାର ତାଙ୍କୁ ସାମାନ୍ୟ ଜ୍ୱର ଆସିବା ପରେ ସେ କରୋନା ପରୀକ୍ଷା କରିଥିଲେ। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି।…

ଭୁବନେଶ୍ୱର ଆର୍‌ଟିଓ-୧ର ୩ ଜଣଙ୍କୁ କରୋନା

କଟକ ଅଫିସ: ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ-୧ର ତିନି ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ସୂଚନା ଦେଇଛି। ଏହି ୩ଜଣଙ୍କ ମଧ୍ୟରୁ ଦୁଇଜଣ ଅଧିକାରୀ ଏବଂ ଜଣେ ଡ୍ରାଇଭର୍‌ ଥିବା ବିଶେଷ ସୂତ୍ରରୁ…

କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା

ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୨ ବର୍ଷ ଯାଏ ନୂଆ ପଦବୀ ସୃଷ୍ଟି…

ପୁଣି ଜଣେ କରୋନା ରୋଗୀଙ୍କ ମୃତଦେହ ସହ ଅସମ୍ମାନ

ଭୋପାଲ,୭।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ରୋଗୀଙ୍କ ମୃତଦେହକୁ ଅତି ଦୟନୀୟ ଅବସ୍ଥାରେ ହସ୍ପିଟାଲ କର୍ମଚାରୀ ଅଳିଆ ଗଦାରେ ଫୋପାଡି ଦେଇଥିବା ଜଣାପଡ଼ିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ…

CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri