କରୋନା ଭାଇରସ୍‌

ସିନ୍ଧିଆଙ୍କ ସହଯୋଗୀ କରୋନାରେ ପୀଡ଼ିତ

ଭୋପାଳ,୭।୭: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟସଭା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହଯୋଗୀ (ପି.ଏ.) ଅନୀଲ ମିଶ୍ରା ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଅନୀଲଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବା ପରେ ତାଙ୍କର ନମୂନା ଯାଞ୍ଚ କରାଯାଇଥିଲା। ତେବେ ମଙ୍ଗଳବାର…

ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍‌

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍‌, ୧୪ କ୍ୱାରାଣ୍ଟାଇନ୍‌ କେସ୍‌ ଏବଂ ଜଣେ ଜଣେ କୋଭିଡ୍‌ ଯୋଦ୍ଧା ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ରେ ପହଞ୍ଚିଛି। ଏ…

ଜୁଲାଇ ଆରମ୍ଭରୁ କରୋନାର କରାଳ ରୂପ: ୭ ଦିନରେ ଚିହ୍ନଟ ହେଲେଣି ୩ହଜାରରୁ ଅଧିକ ଆକ୍ରାନ୍ତ, ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ପ୍ରଥମ ସପ୍ତାହ ଅର୍ଥାତ୍‌ ୭ ଦିନ ମଧ୍ୟରେ ୩,୦୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୭ ଜଣଙ୍କର କରୋନାରେ ମୃତ୍ୟୁ…

ଟିଭି ସିରିଏଲ୍‌ର ଏହି ଅଭିନେତା କରୋନା ପଜିଟିଭ୍‌: ୩ଦିନ ଯାଏଁ ବନ୍ଦ ରହିଲା ଶୁଟିଂ

ମୁମ୍ବାଇ,୭।୭: କରୋନା ଲକ୍‌ଡାଉନ ଯୋଗୁ ୩ମାସରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। କରୋନା ସଙ୍କଟ ମଧ୍ୟରେ ତଥା ଅନ୍‌ଲକ-୨ରେ ମହାରାଷ୍ଟ୍ର ସରକାର କେତେକ କଟକଣା ଉପରେ କୋହଳ କରିଛନ୍ତି। ସେଥିମଧ୍ୟରୁ ସିରିୟଲ୍‌ ଶୁଟିଂ ଅନ୍ୟତମ। ସରକାର ଟିଭି…

ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ସହରରୁ ଚିହ୍ନଟ ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…

୨୫୦୦ରେ ମିଳୁଛି କରୋନା ନେଗେଟିଭ୍‌ ସାର୍ଟିଫିକେଟ

ମିରଠ,୭।୭: କରୋନା ଭାଇରସ୍‌ ସଂକ୍ରମଣ ଦେଶର ପ୍ରାୟ ସବୁ ସ୍ଥାନରେ ବ୍ୟାପିସାରିଛି। ଏହାର ମୁକାବିଲା ପାଇଁ ସାରା ବିଶ୍ୱ ଏକ ହୋଇଥିବା ବେଳେ ଯେଉଠିଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ସେଠାରେ କରୋନା ରିପୋର୍ଟକୁ ନେଇ…

ସୁସ୍ଥ ହେଉଥିବା କରୋନା ରୋଗୀଙ୍କୁ କୋଳାଗ୍ରତ କରି ବିଦାୟ ଦେଉଛନ୍ତି ଡାକ୍ତର !

ପଣଜୀ,୭।୭: କରୋନା ସଂକ୍ରମଣକୁ ଦେଖି ଏବେ ଏହା ଏକ ଅଛୁଆଁ ରୋଗ ବୋଲି ଆଲୋଚନା ହେଉଛି। ଏମିତିକି ରୋଗୀ ସୁସ୍ଥ ହେବାପରେ ବି କେହି ତାଙ୍କୁ ସ୍ପର୍ଶ କରିବାକୁ ଭୟ କରୁଛନ୍ତି। ହେଲେ ସମାଜରେ ଯେମିତି ଏମାନଙ୍କୁ କେହି ବାରଣ ନ…

କୋଭିଡ୍‌ ହସ୍ପିଟାଲରୁ ଫେରାର କରୋନା ଆକ୍ରାନ୍ତ ଧରାପଡ଼ିଲେ : ୨ ଦିନ ହେଲା ଫେରାର ଥିଲେ

ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଜିଲା ପୋଲିସ ଧରିବାରେ ସକ୍ଷମ ହୋଇଛି। ତାକୁ ଧରିବା ପରେ ପୁଣିଥରେ ଉକ୍ତ କୋଭିଡ…

ରାଜଧାନୀରେ ୧ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୭: ବେଳକୁ ବେଳ ଡରାଇ ଚାଲିଛି କରୋନା ମହାମାରୀ। ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସେ କହିଛନ୍ତି ଏବେସୁ୍‌ଦ୍ଧା…

୨୦ ଦିନ ମଧ୍ୟରେ ରାଜଧାନୀରେ କମିଛି ସଂକ୍ରମଣ, ବଢିଛି ସୁସ୍ଥତା ହାର

ନୂଆଦିଲ୍ଲୀ,୭।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ପାର କରିଯିବା ପରେ ଏବେ ଏହା ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟି ଯାଇଛି। ମହାରାଷ୍ଟ୍ର ଓ ତାମିଲନାଡୁ ପରେ ଏବେ ଦିଲ୍ଲୀବାସୀ ମଧ୍ୟ କରୋନା କୋପରୁ ବର୍ତ୍ତି ପାରି…

କୋଭିଡ୍‌ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ

ଛତ୍ରପୁର, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ ମାନିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ। ଯେଉଁମାନେ କରୋନା ନିୟମ ନ ମାନି ଦୋକାନ ଖୋଲିବେ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ କରୋନା ସଂକ୍ରମଣ

ପାଟନା, ୭।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବାସଭବନରେ କରୋନା ସଂକ୍ରମଣ ହୋଇଛି। ନୀତୀଶଙ୍କ ପୁତୁରାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି ପାଟନା ଏମ୍ସ୍‌ରେ ଭର୍ତ୍ତି କରାଯାଇଛି। ନୀତୀଶଙ୍କ ଘରର ସମସ୍ତ ସଦସ୍ୟଙ୍କୁ ହୋମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?