କରୋନା ଭାଇରସ୍‌

କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସା

ଓ୍ବାଶିଂଟନ,୭।୭: ସାରା ବିଶ୍ୱରେ ୨୦୧୯ ଶେଷ ବେଳକୁ ପାଖାପାଖି ୩ କୋଟି ୮୦ ଲକ୍ଷ ଲୋକ ଏଚ୍‌ଆଇଭି(ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) ଦ୍ୱାରା ସଂକ୍ରମିତ ହୋଇଥିଲେ। ସୋମବାର ଜାତିସଂଘ ପକ୍ଷରୁ ଜାରି କରାଯାଇଥିବା ଏକ ବାର୍ଷିକ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ ଏହା…

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି ଓ…

୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ

ଓ୍ବାଶିଂଟନ, ୭।୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆମେରିକା ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇତିମଧ୍ୟରେ ଆମେରିକା ଛାଡ଼ିବାକୁ ୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍‌ଲାଇନ୍‌ରେ କ୍ଲାସ୍‌ କରୁଥିବା ଛାତ୍ରୀଛାତ୍ର ଆମେରିକାରେ ନ…

ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି

ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

CORONAVIRUS UPDATE: ୧୦ ହଜାର ଛୁଇଁଲା ରାଜ୍ୟରେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପୁଣି ୫୭୧ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

କରୋନା ଛଡ଼ାଉଛି ଆଘ୍ରାଣ କ୍ଷମତା

ପ୍ୟାରିସ,୭ା୭: ମହାମାରୀ କରୋନା ଯୋଗୁ ସାରା ବିଶ୍ୱବାସୀ ଦୁର୍ଦ୍ଦଶାରେ ଜିଉଁଛନ୍ତି। ଅଦ୍ୟାବଧି ୧.୧୬ କୋଟିରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବାବେଳେ ପ୍ରାୟ ୫ ଲକ୍ଷ ୪୦ ହଜାର ଲୋକଙ୍କ ଜୀବନଗଲାଣି। ହେଲେ ଯେଉଁମାନେ କରୋନାରୁ ଆରୋଗ୍ୟ ହେଉଛନ୍ତି ସେମାନଙ୍କ ମଧ୍ୟରୁ କେତେଜଣ…

ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୭ା୭(ପି.ଟି.): ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଡ. ଜାଫର ମିର୍ଜା କରୋନା ଆକ୍ରାନ୍ତ ଥିବା ସୋମବାର ପରୀକ୍ଷାରୁ ଜଣାପଡିଛି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ ଆଇସୋଲେଶନରେ ରହିଥିଲେ। ଗତ ଶୁକ୍ରବାର ପାକ୍‌ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶିଙ୍କଠାରେ…

‘ଅଗଷ୍ଟ ୧୫ ସୁଦ୍ଧା ଟିକା ସମ୍ଭବ ନୁହେଁ’

କାନପୁର/ଲକ୍ଷ୍ନୌ,୭ା୭(ପି.ଟି.): ଅଗଷ୍ଟ ୧୫ ସୁଦ୍ଧା କୋଭିଡ୍‌ ଟିକା ଶୁଭାରମ୍ଭ କରିବା ପାଇଁ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ଲକ୍ଷ୍ୟ ଧାର୍ଯ୍ୟ କରିଥିବାବେଳେ ଏହା ଅବାସ୍ତବ ଓ ସମ୍ଭବ ନୁହେଁ ବୋଲି ଇଣ୍ଡିଆନ୍‌ ଏକାଡେମୀ ଅଫ୍‌ ସାଇନ୍ସ (ଆଇଏଏସ୍‌ସି) ପକ୍ଷରୁ କୁହାଯାଇଛି।…

୭ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ,୭ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୪,୨୪୮ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ୪୨୫ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ…

ମାସ୍କ ନ ପିନ୍ଧିଲେ ଅଜବ ଦଣ୍ଡ; ହସ୍ପିଟାଲରେ କରିବାକୁ ପଡ଼ିବ ସ୍ବେଚ୍ଛାସେବୀ କାମ

ଗ୍ବାଲିଅର, ୬।୭- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚତ୍ବା ଲାଗି ଜନସାଧାରଣଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନି ଚଳିବାକୁ ସରକାର ପରାମର୍ଶ ଦେଇଛନ୍ତି। କିନ୍ତୁ କେତେକ ଲୋକ ସରକାରୀ ନିୟମକୁ ଉଲ୍ଲଘଂନ କରି ବିନା ମାସ୍କରେ ବୁଲୁଥିବାର ଦେଖିବାକୁ ମିଳିଛି।…

ନୀଳଗିରି ବିଧାୟକଙ୍କୁ କରୋନା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ବିଧାୟକ ନାୟକ ଗତ ୧ତାରିଖରେ କୌଣସି କାର୍ଯ୍ୟରେ…

ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୭୩ ଜଣ ଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡାରୁ ୧୬, କଟକରୁ ୧୫, ବରଗଡରୁ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ୧୨, ପୁରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?