ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍
ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍ ହସ୍ପିଟାଲ କାନ୍ଥ ଡେଇଁ ଜଣେ କରୋନା ଆକ୍ରାନ୍ତ ରବିବାର ସକାଳୁ ଫେରାର ହୋଇଯାଇଥିବା…
ଚଳନ୍ତା ବସ୍ରୁ ଯୁବତୀଙ୍କୁ କାହିଁକି ଫୋପାଡିଲେ କଣ୍ଡକ୍ଟର
ନୂଆଦିଲ୍ଲୀ,୬।୭: କରୋନା ଭାଇରସ୍ ପ୍ରକୋପ ସାରା ଦେଶରେ ଜାରି ରହିଛି। ପ୍ରତିଦିନ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଏଥିରେ କେତେକଙ୍କ ଜୀବନ ମଧ୍ୟ ଯାଉଛି। ଏହାକୁ ନେଇ ସମସ୍ତ ମନରେ ଏବେ ଏକପ୍ରକାର ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ…
ଟି୨୦ ବିଶ୍ୱକପ ବଦଳରେ ଆଇପିଏଲ ଆୟୋଜନ ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ: ଇଞ୍ଜାମାମ୍
କରାଚୀ,୬।୭(ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ଯଦି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍ ବାତିଲ ହୁଏ ଓ ଏହା ସ୍ଥାନରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ କରାଯାଏ ତା’ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ ବୋଲି ପୂର୍ବତନ ପାକିସ୍ତାନ ଅଧିନାୟକ…
କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର
କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ଚିହ୍ନଟ…
ପୁରୁଷୋତ୍ତମପୁର ଏନ୍ଏସିର ୩ ୱାଡ୍କୁ କଣ୍ଟେଟମେଣ୍ଟ ଜୋନ୍ ଘୋଷଣା, ରାସ୍ତା ସିଲ୍
ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୩ଟି ଓ୍ବାଡ୍କୁ କଣ୍ଟେଟମେଣ୍ଟ ଜୋନ୍…
ଡବ୍ଲୁଏଚ୍ଓର ଚେତାବନୀ: ଆଗକୁ ଆସୁଛି ଆହୁରି ଖରାପ ସମୟ
ନୂଆଦିଲ୍ଲୀ,୬।୭: ଆମେରିକାକୁ ପୁଣିଥରେ ଫେରୁଛି କରୋନା ସଂକ୍ରମଣ। ଅନ୍ୟପଟେ ଭାରତ ଓ ବ୍ରାଜିଲରେ ଦିନକୁ ହଜାର ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ରବିବାର ସାରା ବିଶ୍ୱରେ ୧ଲକ୍ଷ ୮୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତା ବଢାଇ ଦେଇଛି। ଏହାକୁ…
୨ ଡାକ୍ତର, ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ
ପୁରୁଷୋତ୍ତମପୁର,୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହି ୩ ଜଣଙ୍କ ସ୍ବାବ୍ ରିପୋର୍ଟରେ ପଜିଟିଭ୍ ଆସିବା…
ଅଲିମ୍ପିକ୍ସ ଆୟୋଜନ ହେବନି ବୋଲି ୭୭ ପ୍ରତିଶତ ଜାପାନୀ ଭାବୁଛନ୍ତି
ଟୋକିଓ,୬।୭: ଟୋକିଓ ଅଲିମ୍ପିକ୍ସ ଆସନ୍ତାବର୍ଷ ଆୟୋଜନ ହୋଇପାରିବ ନାହିଁ ବୋଲି ଜାପାନର ୭୭ ପ୍ରତିଶତ ବ୍ୟକ୍ତି ଭାବୁଛନ୍ତି। ଏକ ସର୍ଭେରୁ ଏହା ଜଣାପଡିଛି। ଜାପାନ ନ୍ୟୁଜ୍ ନେଟଓ୍ବର୍କ (ଜେଏନ୍ଏନ୍) ଦ୍ୱାରା ଏହି ସର୍ଭେ କରାଯାଇଥିଲା। ଟୋକିଓ ୨୦୨୦ ଅଲିମ୍ପିକ୍ସ ପ୍ରଥମେ ଚଳିତ…
କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୬।୭(ଡି.ଏନ୍.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ…
ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍
ଶେରଗଡ଼,୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା ୧୫ କରୋନା ଯୋଦ୍ଧା, ୩୦ ପ୍ରବାସୀ, ଅନ୍ୟସ୍ଥାନୀୟ ୫ଟି କେସ୍ ଥିବାବେଳେ ଦୁଇଜଣଙ୍କ ମୃତ୍ୟୁ…
କରୋନାରେ ଆକ୍ରାନ୍ତ ହେଲେ ବିଧାୟକ
ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ-୧୯…
ପ୍ଲାଜମା ଦାନ କଲେ ଭାଜପା ନେତା ସମ୍ବିତ
ଗୁରୁଗ୍ରାମ,୬।୭: କରୋନା ଭାଇରସ ସଂକ୍ରମଣକୁ ଦୂରେଇ ଦେବାକୁ ଏବେ ସମସ୍ତେ ଆଗେଇ ଆସୁଛନ୍ତି। ଏପର୍ଯ୍ୟନ୍ତ କରୋନା ଚିକିତ୍ସା ପାଇଁ କୌଣସି ଔଷଧ ବାହାରି ନ ଥିବା ବେଳେ ପ୍ଲାଜମା ଥେରାପିରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ର…
Archives


