କରୋନା ଭାଇରସ୍‌

ପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକା

ଓ୍ବାଶିଂଟନ୍‌,୬।୭: କରୋନା ଭାଇରସ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ସମୟରେ ଚାଇନାକୁ ଟାର୍ଗେଟ କରିଥାନ୍ତି। ସୋମବାର ପୁଣି ଥରେ ଟ୍ରମ୍ପ ଚାଇନାକୁ ଭର୍ତ୍ସନା କରି କରୋନା ଭାଇରସ୍‌କୁ ‘ଚାଇନିଜ୍‌ ଭାଇରସ୍‌’ ବୋଲି କହିଛନ୍ତି। ଏଥିସହ ଟ୍ରମ୍ପ କହିଛନ୍ତି ଆମେରିକାରେ…

ଚିନ୍ତା ବଢାଉଛି କରୋନା: ପ୍ରତି ଶହେ ଜଣରେ ୧୩ଜଣ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୬।୭: ଚିନ୍ତା ବଢାଇ ଚାଲିଛି କରୋନା। କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଦେଶରେ ୭ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଅନ୍ୟପଟେ ମୃତ୍ୟୁସଂଖ୍ୟା ବଢି ଚାଲିଥିବାରୁ ଏବେ ୧୯…

ରାୟଗଡ଼ାରେ ୧୩ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୩ ମହିଳା, ୧୦ ପୁରୁଷ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲାରୁ ସୋମବାର ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ୧୦ ପୁରୁଷ ରହିଛନ୍ତି। ୫ଜଣ ଗୁଣୁପୁର ବ୍ଲକ ଶିରିଝୋଲା ପଞ୍ଚାୟତ ବିଜୟପୁର ଗ୍ରାମର ହୋଇଥିବା ବେଳେ ରାୟଗଡ଼ା…

କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ…

ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ଟା ପର୍ଯ୍ୟନ୍ତ ନଖରା ପଞ୍ଚାୟତ ଶଟ୍‌ଡାଉନ

ଚୌଦର,୬।୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତରୁ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ସରପଞ୍ଚ ପବିତ୍ର ଉପାଧ୍ୟାୟ ଉକ୍ତ ପଞ୍ଚାୟତକୁ ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଶର୍ଟଡାଉନ…

ଗୋଟିଏ ଗାଁରୁ ୩୩ କରୋନା ପଜିଟିଭ୍‌ ଚିହ୍ନଟ: ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଲା

ବରଗଡ଼ ଅଫିସ,୬ା୭: ବରଗଡ଼ ଜିଲାରେ ସୋମବାର ପୁଣି ୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ୫୨୦୫…

କରୋନା ନେଲା ଆଉ ଦୁଇ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଏବଂ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ କରୋନା ଆକ୍ରାନ୍ତଙ୍କ…

କରୋନା ରୋଗୀଙ୍କୁ ଚିକିତ୍ସା କରିବାକୁ ଏଠି ନାହାନ୍ତି ଡାକ୍ତର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ ଏବେ ମହାମାରୀର ରୂପ ନେଇଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ସ୍ତରରେ ସମସ୍ତ ଚେଷ୍ଟା ଜାରି ରହିଛି। ଏହାପରେ ବି କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ରୋଗୀଙ୍କ ପାଇଁ…

CORONAVIRUS UPDATE: ରାଜ୍ୟରେ ୨୪ ଜିଲାରୁ ୪୫୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ପୁଣି ଘନେଇଲା ବିପଦ: ବାୟୁରେ ବି ବ୍ୟାପି ପାରେ କରୋନା

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ୩୨ ଦେଶର ୨୩୯ ବୈଜ୍ଞାନିକ ଦାବି କରିଛନ୍ତି ଯେ, କରୋନା ଭୂତାଣୁ ବାୟୁ ଦ୍ୱାରା ବି ବ୍ୟାପିପାରେ। ଏନେଇ ଶୀଘ୍ର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଆବଶ୍ୟକ ମାର୍ଗଦର୍ଶିକା ଜାରି କରୁ…

ରୁଷିଆକୁ ଟପିଲା ଭାରତ

ନୂଆଦିଲ୍ଲୀ,୬ା୭(ପି.ଟି.): ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବେକାବୁ ହେଲାଣି। ଗୋଟିଏ ଦିନରେ ସର୍ବାଧିକ ୨୪,୮୫୦ ଜଣ କରୋନା ଆକ୍ରାନ୍ତ ହୋଇଥିବାବେଳେ ୬୧୩ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରବିବାର ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬.୯୦,୩୯୬ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୯,୨୬୮କୁ…

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri