କରୋନା ଭାଇରସ୍‌

ଗଞ୍ଜାମ ବ୍ଲକକୁ ଛୁଇଁଲା କରୋନା: ଏନ୍‌ଏସିରେ ସ୍ତ୍ରୀ ସ୍ବାମୀ, ଖଟୁଆକୁଦାରେ ଜଣେ ଗର୍ଭବତୀ ପଜିଟିଭ୍‌ ଚିହ୍ନଟ

ଗଞ୍ଜାମ,୫ା୭(ଡି.ଏନ୍‌.ଏ.): ଦୀର୍ଘ ପାଞ୍ଚମାସ ସଂଘର୍ଷ ପରେ ଶେଷରେ ଗଞ୍ଜାମ ବ୍ଲକକୁ କରୋନା ଛୁଇଁଥିବା ତହସିଲଦାର ଅବନୀ କୁମାର ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମ ଏନ୍‌ଏସି ଓ୍ବାର୍ଡ ନଂ ୫ର ସ୍ତ୍ରୀ, ସ୍ବାମୀ ଓ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଓଡିଆର୍‌ପି…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି।…

ଡରାଇ ଚାଲିଛି କରୋନା: ୨୪ ଘଣ୍ଟାରେ ୨୪ହଜାର ଅତିକ୍ରମ କରି ପୁଣି କଲା ରେକର୍ଡ

ନୂଆଦିଲ୍ଲୀ,୫।୭: ସମସ୍ତଙ୍କ ଚିନ୍ତା ବଢାଇ ଚାଲଛି କରୋନା ସଂକ୍ରମଣ। ଦେଶରେ ସଂକ୍ରମଣର ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୨୪,୮୫୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୃତକଙ୍କ ସଂଖ୍ୟା ରହିଛି…

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୫।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) କରୋନା ଭାଇରସ୍‌ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍‌ଦାର କରିଛି।…

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସିଲ୍‌ ହୋଇଛି। ସମସ୍ତ ଆକ୍ରାନ୍ତ ସେଠାରେ କାର୍ଯ୍ୟ କରୁଥିଲେ।…

କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬…

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ।…

କରୋନାର ନୂଆ ରୂପ ‘ଜି୬୧୪’: ୯ଗୁଣ ଅଧିକ ବଢ଼ାଉଛି ସଂକ୍ରମଣ

ନୂଆ ରୂପରେ ଅଧିକ ବ୍ୟାପୁଛି କରୋନା। ଏଭଳି କିଛି ଜାଣିବାକୁ ପାଇଛନ୍ତି ଅର୍ନ୍ତରାଷ୍ଟ୍ରୀୟ ଅନୁସନ୍ଧାନକାରୀଙ୍କ ଏକ ଟିମ୍‌। ଅଧିକାଂଶ ଲୋକ ଏବେ ଏହି କରୋନାରେ ସଂକ୍ରମିତ ହେଉଥିବା ମଧ୍ୟ ସେମାନେ କହିଛନ୍ତି। ସିଏନ୍‌ଏନ୍‌ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, କରୋନା ଭାଇରସ୍‌ର…

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦ ସକ୍ରିୟ…

ଚିହ୍ନଟ ହେଲା କରୋନା ଭାଇରସକୁ ରୋକିପାରୁଥିବା ଅଣୁ

କରୋନା କବଳରେ ସମଗ୍ର ବିଶ୍ୱ। ଦିନକୁ ଦିନ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ କରୋନା ଔଷଧ ତିଆରି କରିବାକୁ ସବୁ ଦେଶ ଲାଗିପଡ଼ିଛି। ବିଶେଷଜ୍ଞମାନେ ମଧ୍ୟ କରୋନା ଉପରେ ପରୀକ୍ଷା ଜାରି ରଖିଛନ୍ତି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?