ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ
ଛତ୍ରପୁର,୪ା୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଏହାକୁ କିଛି ଲୋକ ଅମାନ୍ୟ କରିଚାଲିଛନ୍ତି। ଫଳସ୍ବରୁପ ଏହି କୋଭିଡ୍ ନିୟମ…
ମଞ୍ଚ ଉପରେ କନ୍ୟାଙ୍କୁ ଲ୍ୟାପ୍ଟପ୍ରେ କାମ କରୁଥିବା ଦେଖି ଏଭଳି କହିଲେ ଅତିଥି…
ମୁମ୍ବାଇ,୪।୭: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଏବେ ସରକାରୀ ହେଉ କି ବେସରକାରୀ ସମସ୍ତ କାର୍ଯ୍ୟାଳୟରେ କମ୍ କର୍ମଚାରୀଙ୍କୁ ନେଇ କାମ କରାଯାଉଛି। ବାକି ଅନ୍ୟମାନେ ଘରେ ରହି କାର୍ଯ୍ୟ କରୁଛନ୍ତି। କରୋନା ଲକ୍ଡାଉନ ସମୟରେ ଓ୍ବାର୍କ ଫ୍ରମ୍ ହୋମ୍ ଶବ୍ଦ…
କରୋନା ସଙ୍କଟ ଯୋଗୁ ସ୍ଥଗିତ ହେଲା ଅଜୟଙ୍କ ଏହି ଫିଲ୍ମ: ଜାଣନ୍ତୁ କେବେ ହେବ ରିଲିଜ୍
ମୁମ୍ବାଇ: କରୋନା ଭାଇରସ୍ ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରିରେ ଏଭଳି ପ୍ରଭାବ ପକାଇଛି, ଯାହା ଦୀର୍ଘ ଦିନ ଧରି ଦେଖାଯିବ। କୋଟି କୋଟି ଟଙ୍କାର କ୍ଷତି ସହିଥିବା ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରି ଏବେ ପୁଣିଥରେ ନିଜ ଗୋଡ଼ରେ ଠିଆ ହେବାକୁ ଚେଷ୍ଟା କରୁଛି। ଇତିମଧ୍ୟରେ ଏକ…
ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍ ପରେ ଗଲେ ୬ ଓଏଏସ୍
ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଏହି…
କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ
କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ ମୃତ୍ୟୁ…
କଟକ ସହର ମାଳିସାହି କଣ୍ଟେନମେଣ୍ଟ ଜୋନ୍ ଘୋଷଣା
କଟକ ଅଫିସ,୪।୭: କଟକ ସହର ରାଣୀହାଟସ୍ଥିତ ମାଳିସାହି ବସ୍ତିରୁ ଶୁକ୍ରବାର ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ଉକ୍ତ ବସ୍ତିକୁ ଶନିବାର କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ମାଳିସାହି ଅଞ୍ଚଳକୁ ବାହାର…
ବରଗଡ଼ରୁ ପୁଣି ୨କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଲା
ବରଗଡ଼ ଅଫିସ,୪।୭: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହି କ୍ରମରେ ଶନିବାର ଜିଲାରେ ପୁଣି ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଅତାବିରା ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ହୋଇଥିବାବେଳେ…
କରୋନାରୁ ବର୍ତ୍ତିବା ପାଇଁ ଏଭଳି ମାସ୍କ ପିନ୍ଧିଲେ ବ୍ୟକ୍ତି
ପୁଣେ,୪।୭: ଦେଶରେ କରୋନା ଭାଇରସ୍ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଏହାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ…
CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨
ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ ହୋଇଥିବା…
୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ…
CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା
ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ବୁଗୁଡାଥାନାର ପୁଣି ୧୬ପୋଲିସ କର୍ମଚାରୀଙ୍କ ସହ କାନସୁକା ଗ୍ରାମର ସ୍ବାମୀ, ସ୍ତ୍ରୀ କରୋନା ସଂକ୍ରମିତ
ବୁଗୁଡା,୪।୭(ଡି.ଏନ୍.ଏ): ଗଞ୍ଜାମ ଜିଲା ବୁଗୁଡା ବ୍ଳକ ଅନ୍ତର୍ଗତ ଗୌଡିଆବୋରଦା ପଞ୍ଚାୟତ ଅନ୍ତର୍ଗତ କାନସୁକା ଗ୍ରାମର ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବୁଗୁଡା ଥାନାର ପୁଣି ୧୬ ପୋଲିସ କର୍ମଚାରୀ (ଓଏସ୍ଏପି) କରୋନାରେ ଆକ୍ରାନ୍ତ…
Archives


