କରୋନା ଭାଇରସ୍‌

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ରାଜଧାନୀରେ କରୋନା ଟେଷ୍ଟ ଜୋରଦାର

ଭୁବନେଶ୍ୱର,୩ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ରବିବାର ଭୁବନେଶ୍ୱରରେ ୨୫ଟି ୟୁପିଏଚ୍‌ସି/ୟୁସିଏଚ୍‌ସିରେ କରୋନା ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ରୁ ୧୧ଟା ୩୦ ଓ ସନ୍ଧ୍ୟା…

‘ଦୁଇ ସପ୍ତାହରେ ପିକ୍‌ ଛୁଇଁପାରେ କରୋନା’

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ୍‌ ଛୁଇଁବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର…

ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୪…

ସ୍ଥିତି ସଙ୍କଟ ଜନକ, ବଢୁଛି ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ  ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୦,୦୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦେଶରେ ଥମୁନି ମୃତ୍ୟୁସଂଖ୍ୟା: ଡରାଇଲାଣି ୫ ରାଜ୍ୟ

ନୂଆଦିଲ୍ଲୀ,୨।୭: ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଦିନେ କମିଲେ ଦିନେ ବଢ଼ୁଛି। ଶୁକ୍ରବାର ଅପେକ୍ଷା ଶନିବାର ଏହି ସଂକ୍ରମଣରେ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ତୁଳନାରେ ଶନିବାର ଏହି…

ଉପରମୁହାଁ ହେଉଛି ସଂକ୍ରମଣ: ଚିହ୍ନଟ ହେଲେ ୨୩୧ ପଜିଟିଭ୍‌

ଭୁବନେଶ୍ବର,୨।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ…

ସ୍ଥିତି ଅଣାୟତ୍ତ, ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ରାଜ୍ୟରେ ବଢ଼ିଚାଲିଛି କରୋନା: ଆଜି ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ…

୧୧୦ ଦେଶରେ କରୋନା ସଂକ୍ରମଣରେ ବୃଦ୍ଧି, ଚେତାବନୀ ଜାରି କଲା ଡବ୍ଲୁଏଚଓ…

ଜେନେଭା, ୩୦।୬ : ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) କହିଛି ଯେ କରୋନା ଭାଇରସ ମହାମାରୀର ଭାରିଆଣ୍ଟ ବଦଳୁଛି କିନ୍ତୁ ଏହା ଶେଷ ହୋଇନାହିଁ। ପୃଥିବୀର ୧୧୦ଟି ଦେଶରେ କରୋନା ମାମଲା ବୃଦ୍ଧି ପାଉଛି ବୋଲି ଡବ୍ଲୁଏଚଓ ଚେତାବନୀ ଦେଇଛି। ଡବ୍ଲୁଏଚଓର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri