କରୋନା ଭାଇରସ୍‌

ଏହି ରାଜ୍ୟରେ ଶୁଭାରମ୍ଭ ହେଲା ପ୍ଲାଜମା ଆପ୍‌

ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ପାଇଁ ଦିଲ୍ଲୀ ଏମ୍ସ ଡାକ୍ତର ଓ ଆଇଆଇଟି ଇଞ୍ଜିନିୟର ମିଳିତ ଭାବେ ଏକ ପ୍ଲାଜମା ଆପ୍‌ ତିଆରି କରିଛନ୍ତି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଏହି ମୋବାଇଲ୍‌ ଆପ୍‌କୁ ତିଆରି କରାଯାଇଛି। ଯାହାର ନାମ କୋପଲ-୧୯ ରଖାଯାଇଥିବା…

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏହାଛଡ଼ା ୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଅପରାହ୍ନରେ ଭୁବନେଶ୍ୱର…

ଦୂର ହେବ କରୋନା: ଦେଶର ପ୍ରଥମ ‘ପ୍ଲାଜମା ବ୍ୟାଙ୍କ’ର ଉଦ୍‌ଘାଟନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଥେରାପି ଭଲ କାମ କରୁଛି ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଦେଶର ପ୍ରଥମ ‘ପ୍ଲାଜମା ବ୍ୟାଙ୍କ’ର ଉଦ୍‌ଘାଟନ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ…

ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଲା

ବରଗଡ଼ ଅଫିସ,୨ା୭: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର ଗୋଟିଏ ଅଞ୍ଚଳରୁ ଆଉ ଗୋଟିଏ ଅଞ୍ଚଳକୁ ଏହା ବ୍ୟାପିବାରେ ଲାଗିଛି। ଗୁରୁବାର ଅତାବିରାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୫୦ ବର୍ଷୀୟା ମହିଳା ବୋଲି…

କରୋନା ଯୁଦ୍ଧରେ ହାରିଯାଇଥିବା ଯୋଦ୍ଧାଙ୍କ ପୋଟ୍ରେଟ ତିଆରି କଲା ଏହି ଦେଶ

ମେକ୍ସିକୋ,୨।୭: କରୋନା ଭାଇରସ୍‌ ମହାମାରୀ ସାରା ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ପ୍ରତିଦିନ ନୂଆ ନୂଆ ପଜିଟିଭ୍‌ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ମେକ୍ସିକୋରେ ମଧ୍ୟ କରୋନା ପ୍ରକୋପ ଜାରି ରହିଛି।…

ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନାର ୬ ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର ୫ କର୍ମଚାରୀ କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇ କୋଭିଡ୍‌…

ଜୁଲାଇ-ଅଗଷ୍ଟରେ ଅଧିକ ହେବ କରୋନା ସଂକ୍ରମଣ

ନୂଆଦିଲ୍ଲୀ, ୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଜୁଲାଇ ଏବଂ ଅଗଷ୍ଟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

କରୋନାରେ ମୃତ ବରିଷ୍ଠ ନାଗରିକଙ୍କୁ ୪୮ ଘଣ୍ଟା ଫ୍ରିଜରରେ ରଖିଲେ ପରିବାର!

କୋଲକାତା,୨।୭: କରୋନା ସଂକ୍ରମଣ ଓ ଏଥିରେ ମୃତ ବ୍ୟକ୍ତିଙ୍କ ସମ୍ପର୍କରେ ବେଳେ ବେଳେ ଏମିତି ଖବର ସାମ୍ନାକୁ ଆସୁଛି ଯାହା ମନକୁ ବିଚଳିତ କରି ଦେଉଛି। ନିକଟରେ ପଶ୍ଚିମବଙ୍ଗରେ ଜଣେ ବୃଦ୍ଧଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ…

୧୫% ଛାଡ଼ ପାଇଁ ଘରୋଇ ବିଦ୍ୟାଳୟ ସଂଘର ପ୍ରସ୍ତାବ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ଯୋଗୁ ଘରୋଇ ସ୍କୁଲଗୁଡ଼ିକ ଫି’ ଛାଡ଼ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବୁଧବାର ଘରୋଇ ବିଦ୍ୟାଳୟ ସଂଘ ପକ୍ଷ ରଖିଛି। ୧୫ ପ୍ରତିଶତ ସ୍କୁଲ ଫି’ ଛାଡ଼ ପାଇଁ ସଂଘ ତରଫରୁ ହାଇକୋର୍ଟରେ ପ୍ରସ୍ତାବ ଦାଖଲ…

ଦ୍ୱୈତନଗରୀରେ ରାତ୍ର କର୍ଫ୍ୟୁ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୨।୭ (ବ୍ୟୁରୋ): ଅନ୍‌ଲକ୍‌-୨ରେ ରାଜ୍ୟ ସରକାର କରୋନା କଟକଣାରେ କିଛିଟା ପରିବର୍ତ୍ତନ କରିଛନ୍ତି। ବିଶେଷକରି ରାତ୍ରକାଳୀନ କର୍ଫ୍ୟୁକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଥିଲେ ମଧ୍ୟ ରାତି ୭ଟା ପରିବର୍ତ୍ତେ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଲାଗୁ କରିଛନ୍ତି। ତେବେ…

ଉଦାହରଣ ସୃଷ୍ଟିକଲା ଆଇଆଇଟି ଭୁବନେଶ୍ୱର

ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଓ ବୋର୍ଡଗୁଡ଼ିକ ପକ୍ଷରୁ ପରୀକ୍ଷା ବାତିଲ କରାଯାଉଥିବାବେଳେ ଅନ୍‌ଲାଇନ୍‌ରେ ସଫଳତାର ସହ ପରୀକ୍ଷା କରି ଉଦାହରଣ ସୃଷ୍ଟି କରିଛି ଆଇଆଇଟି ଭୁବନେଶ୍ୱର। ଏହାର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ସେମିଷ୍ଟର ପରୀକ୍ଷା ଅନ୍‌ଲାଇନ୍‌ ମୋଡ୍‌ରେ…

ବିଡିଏ ଅଫିସ୍‌ ୨ଦିନ ବନ୍ଦ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସ୍‌କୁ ୨ଦିନ ପାଇଁ ବନ୍ଦ ରଖାଯାଇଛି। କିଛିଦିନ ପୂର୍ବରୁ ଜଣେ ସିକ୍ୟୁରିଟି ଗାର୍ଡ ଓ ନିକଟରେ ଇଞ୍ଜିନିୟରିଂ ବିଭାଗର ଜଣେ ପମ୍ପ ଚାଳକ କରୋନାରେ ଆକ୍ରାନ୍ତ ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ବୁଧବାର ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri