ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୨।୭: ଲକ୍ଡାଉନ୍ ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଠପଢ଼ା ହେବ ନାହିଁ। କିନ୍ତୁ ଅଧ୍ୟାପିକା ଅଧ୍ୟାପକମାନେ କଲେଜରେ ଉପସ୍ଥିତ ରହିବାକୁ…
ଠିକ୍ରେ ପିପିଇ ନ ପିନ୍ଧିଲେ ସଂକ୍ରମଣ ଆଶଙ୍କା ଅଧିକ
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ହସ୍ପିଟାଲ କରୋନା ସଂକ୍ରମଣର ହଟ୍ସ୍ପଟ୍ ପାଲଟୁଛି। ଦିନକୁ ଦିନ ଡାକ୍ତର ଓ ହସ୍ପିଟାଲ କର୍ମଚାରୀ ସଂକ୍ରମଣର ଶିକାର ହେଉଥିବାରୁ ଆଗାମୀ ଦିନରେ ଜଟିଳ ସମସ୍ୟା ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି। ତେବେ ପିପିଇ ଓ ଅନ୍ୟାନ୍ୟ…
୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୨।୭ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଓ ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ବୁଧବାର ସୂଚନା ଦିଆଇଛି। ଏଥିସହ ମହିଳା ଓ ଶିଶୁ…
ଭିସୁଟ୍ର ୭୦ ଜଣଙ୍କ ସ୍ବାବ୍ ପରୀକ୍ଷା ପାଇଁ ଗଲା
ସମ୍ବଲପୁର,୨।୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ର ଜଣେ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ମଙ୍ଗଳବାର ତାଙ୍କୁ ତାଳଚେର କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକର ଏକ ଘରୋଇ ନର୍ସିଂହୋମକୁ ସ୍ଥାନାନ୍ତରିତ…
ମାଗଣାରେ ଲୋକଙ୍କୁ ମାସେ ଯାଏଁ ମିଳିବ ଭିଟାମିନ୍-ସି’ଯୁକ୍ତ ଫଳ
ଅଗରତାଲା, ୧।୭: ତ୍ରିପୁରାରେ ଲୋକଙ୍କୁ ମାଗଣାରେ ଭିଟାମିନ୍-ସି’ଯୁକ୍ତ ଫଳ ମାସେ ଯାଏଁ ଯୋଗାଇ ଦିଆଯିବ। ଏହାଦ୍ୱାରା କରୋନା ଲଢ଼େଇରେ ଲୋକଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ ବୋଲି ରାଜ୍ୟ ସରକାର କହିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬, କଟକ ୨୫, ଯାଜପୁର-ଖୋର୍ଦ୍ଧାର ୧୨, କେନ୍ଦ୍ରାପଡ଼ା-ସୁନ୍ଦରଗଡ଼ର ୩, କେନ୍ଦୁଝରର ୨ ଏବଂ ଭଦ୍ରକ-ନୟାଗଡ଼ର ଜଣେ…
ବଢ଼ୁଛି ସୁସ୍ଥଙ୍କ ସଂଖ୍ୟା, ରାଜ୍ୟରେ ସ୍ଥିତି ନିୟନ୍ତ୍ରଣାଧିନ: କେଜରିଓ୍ବାଲ
ନୂଆଦିଲ୍ଲୀ,୧।୭: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଦିଲ୍ଲୀରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣାଧିନ ରହିଛି। ଏହା ପଛରେ ଦିଲ୍ଲୀବାସୀଙ୍କ ଉଦ୍ୟମ ରହିଛି ବୋଲି ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ…
କଟକରେ ରାତି ୮.୩୦ ଯାଏ ଖୋଲା ରହିବ ଦୋକାନ ବଜାର
କଟକ ଅଫିସ,୧ା୭: କଟକ ସହରରେ ରାତି ୮.୩୦ ଯାଏ ଦୋକାନ ବଜାର ଖୋଲାରହିବ। ଏନେଇ ବୁଧବାର କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି। ରାତ୍ରି କାଳୀନ କର୍ଫ୍ୟୁ ରାତି ୯ରୁ ସକାଳ ୫ଟା ଯାଏ ଜାରି ରହିବ। କେନ୍ଦ୍ର ସରକାରଙ୍କ…
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ଥିବାବେଳେ ୮ ଲୋକାଲ୍ କେସ୍ ରହିଛି। ନୂଆ ହୋମ୍ କ୍ୱାରାଣ୍ଟାଇନ୍ ଆକ୍ରାନ୍ତଙ୍କ ମଧ୍ୟରେ…
ଗଞ୍ଜାମରେ ଆକ୍ରାନ୍ତ ହେଲେଣି ୨୯ କରୋନା ଯୋଦ୍ଧା
ଛତ୍ରପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୧୫ ଜଣ ସୁସ୍ଥ ହୋଇ ସାରିଥିବା ବୁଧବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।…
କୋରୋନିଲ୍ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ
ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍ କାର୍ଯ୍ୟରେ ଆମର ଉଦ୍ୟମକୁ ଆୟୁଷ ମନ୍ତ୍ରଣାଳୟ ପ୍ରଶଂସା କରିଛି। କରୋନା ଉପରେ ଉଭୟ କ୍ଲିନିକାଲ…
ଓକିଲ ସଂଘ କାର୍ଯ୍ୟାଳୟକୁ ମହକିଲଙ୍କୁ ମନା
କଟକ ଅଫିସ,୧।୭: କରୋନା ସଂକ୍ରମଣକୁ ରୋକିବା ପାଇଁ କଟକ ଓକିଲ ସଂଘ ପକ୍ଷରୁ କେତେକ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ସଂଘ କାର୍ଯ୍ୟାଳୟ ପରିସରକୁ ମହକିଲଙ୍କ ପ୍ରବେଶକୁ ବାରଣ କରାଯାଇଛି। ସେହିଭଳି ଆଇନଜୀବୀମାନେ ସାଙ୍ଗରେ ପାଣି ବୋତଲ ଆଣି ଆସିବେ। କୌଣସି କର୍ମଚାରୀ…
Archives


