କ୍ୱାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ମୃତ୍ୟୁ
ପଟ୍ଟାଙ୍ଗି,୧।୭(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ କଲେଜ ପରିସରରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ଜଣେ ମହିଳାଙ୍କର ଅଚାନକ ମୃତ୍ୟୁ ଘଟିଛି। ଖବର ପାଇ ସଦର ପଞ୍ଚାୟତ ସରପଞ୍ଚ ଭଗବାନ ଖରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋନାଲିସା…
କଟକ କର୍କଟ ହସ୍ପିଟାଲରୁ ଆଉ ୧୦ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୧।୭: କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ବୁଧବାର ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ କଟକ ସହରର ବାସିନ୍ଦା ହୋଇଥିବା ବେଳେ ୪ ଜଣ ଅନ୍ୟ ଜିଲାର।…
କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ
ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି ବ୍ୟକ୍ତି ଗାତରେ ଫୋପାଡିଦେଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ…
ଅନ୍ୟ ରୋଗରେ କରୋନା ପଜିଟିଭ୍ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର
ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ ସେ ଫୁସ୍ଫୁସ୍ କର୍କଟରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
ଚଳିତ ଥର ଲାଲବାଗରେ ଶୁଭିବନି ଗଣପତି ବାପା ମୋରୈୟା
ମୁମ୍ବାଇ,୧।୭: ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀର ପ୍ରଭାବ ସାଧାରଣ ଜୀବନଯାପନଠାରୁ ଆରମ୍ଭ କରି ବ୍ୟବସାୟ, ଅର୍ଥନୀତି ଓ ପର୍ବପର୍ବାଣିରେ ମଧ୍ୟ ପଡ଼ିଛି। ଦେଶର ରାଜ୍ୟ ମାନଙ୍କ ମଧ୍ୟରୁ ସର୍ବାଧିକ କରୋନା ସଂକ୍ରମଣ…
CORONAVIRUS UPDATE: ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
କରୋନା ମୃତ୍ୟୁସଂଖ୍ୟା ୨୫ ଛୁଇଁଲା
ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ମୃତକ ଦୁଇ ଜଣ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ପୂର୍ବରୁ କରୋନାରେ ଗଞ୍ଜାମ ଜିଲାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମଙ୍ଗଳବାର ଦୁଇ ଜଣଙ୍କର ମୃତ୍ୟୁ ହେବା ପରେ…
କରୋନା ଆକ୍ରାନ୍ତ ଶବକୁ ଗାତରେ ଫିଙ୍ଗିଲେ ମେଡିକାଲ କର୍ତ୍ତୃପକ୍ଷ
ବଲ୍ଲାରି, ୩୦।୯- କର୍ନାଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ବଲ୍ଲାରି ଜିଲାରେ ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ନିଦ ହଜାଇ…
କରୋନାରେ ମୃତ ଯୁବକଙ୍କ ପରିବାରକୁ ୧୪ ଲକ୍ଷ ଟଙ୍କାର ମେଡିକାଲ ବିଲ୍
ନୋଏଡା, ୩୦।୬- କରୋନାରେ ମୃତ୍ୟୁବରଣ କରିଥିବା ଜଣେ ଯୁବକଙ୍କ ପରିବାରକୁ ମେଡିକାଲ ପକ୍ଷରୁ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୪ ଲକ୍ଷ ଟଙ୍କା ବିଲ୍ ଦିଆଯାଇଛି। ନୋଏଡାର ଗୌତମ ବୁଦ୍ଧ ନଗର ଅଞ୍ଚଳରେ ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି। କରୋନାରେ…
୫୦% କର୍ମଚାରୀରେ ଚାଲିବ ରାଜ୍ୟର ସମସ୍ତ ସରକାରୀ ଅଫିସ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି। ଏହି କ୍ରମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ୫୦% କର୍ମଚାରୀରେ କାମ କରିବେ ବୋଲି କୁହାଯାଇଛି। ଜୁଲାଇ ମାସରେ ୫୦% କର୍ମଚାରୀଙ୍କୁ ନେଇ ଅଫିସ ଚାଲିବ। କେଉଁ କର୍ମଚାରୀ ଅଫିସ…
ଜୁଲାଇରେ ଜୋରଦାର ଧରପଗଡ଼
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏଣିକି ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ କରାଯିବ। ମାସ୍କ ନ ପିନ୍ଧିଲେ ପୂର୍ବଭଳି ଜରିମାନା ଆଦାୟ କରାଯିବ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜୁଲାଇ ମାସରେ ଧରପଗଡ଼ ଜୋରଦାର ହେବ, କଡ଼ା…
ଜୋନ୍-୧ରେ ରାଜ୍ୟର ଏହି ୧୦ ଜିଲା
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୫୦ରୁ ଅଧିକ ସକ୍ରିୟ କେସ୍ ରହିଥିବା ୧୦ ଜିଲାକୁ ମଙ୍ଗଳବାର ଜୋନ୍-୧ ଭାବେ ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା ଆଦି ଜିଲା ଏଥିରେ ରହିଛି। ଏସବୁ ଜିଲାରେ…
Archives


