କରୋନା ଭାଇରସ୍‌

ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ ସ୍ବାସ୍ଥ୍ୟ ସହ ଅର୍ଥନୀତିକୁ ପରିଚାଳନା କରିବା ଆମପାଇଁ ଜରୁରୀ ହୋଇପଡ଼ଇଛି। ଆଗାମୀ ଦିନରେ ପ୍ରତି…

ମୋଦିଙ୍କ ଦୂରଦର୍ଶୀ ନିଷ୍ପତ୍ତିକୁ ସ୍ବାଗତ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୩୦।୬: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ପରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ସେ ଗୋଟିଏ ପରେ ଗୋଟିଏ ୪ଟି ଟୁଇଟ…

ଜୁଲାଇ ୩୧ ଯାଏ ବଢ଼ିଲା କଟକଣା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ ଯାଇପାରିବେ ନାହିଁ। ଏଥିସହ ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ଆଦି ବନ୍ଦ ରହିବ।…

ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ କାର୍ଯ୍ୟରତ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତି ଜିଲାର ସର୍ବାଧିକ ୫୯ଜଣ ଅଛନ୍ତି। ସେହିଭଳି…

କରୋନା ଟୀକା ଧାର୍ଯ୍ୟ ସମୟ ମଧ୍ୟରେ ଦିଆଯିବା ଅପରିହାର୍ଯ୍ୟ: ମୋଦି

ନୂଆଦିଲ୍ଲୀ, ୩୦।୬: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଏବଂ ଦିଆଯିବା ଯୋଜନାର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କରିଛନ୍ତି। ସେ କହିଛନ୍ତି ଯେ, ଧାର୍ଯ୍ୟ ସମୟ ମଧ୍ୟରେ କରୋନା ଟୀକା…

ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ…

ଅନୁଗୋଳ ଜିଲାରେ ପ୍ରଥମ ମୁଣ୍ଡ ନେଲା କରୋନା: ନାଲକୋ ଡିଜିଏମ୍‌ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍‌କୋ ଡିଜିଏମ୍‌ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କଣସି ସୂତ୍ରରୁ ସୂଚନା ମିଳିଛି।…

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏବେ ପୋଲିସ ଅଧିକାରୀଙ୍କ ସ୍ତ୍ରୀଙ୍କ ରିପୋର୍ଟ ପିଜିଟିଭ ଆସିଛି। ମଙ୍ଗଳବାର କଟକ…

୩୬ ଘଣ୍ଟା ଆମ୍ବୁଲାନ୍ସ୍‌ରେ ବୁଲିବୁଲି ହସ୍ପିଟାଲ ଦ୍ୱାରରେ ଜୀବନ ହାରିଲେ ୫୨ ବର୍ଷ ବୟସ୍କ ବ୍ୟକ୍ତି

ବେଙ୍ଗାଲୁର, ୩୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ବହୁ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ନ ଥିବାବେଳେ କେତେକ ହସ୍ପିଟାଲ କରୋନା ସଂକ୍ରମଣ ଭୟରେ ରୋଗୀଙ୍କୁ ଭର୍ତ୍ତି କରିବାକୁ ଭୟ କରୁଛନ୍ତି। ଏହାର ଏକ ସଦସ୍ୟତମ…

ବିବାହର ୨ ଦିନ ପରେ ବର ମୃତ: ୯୫ ଅତିଥି କରୋନା ପଜିଟିଭ

ପାଟନା,୩୦।୬: ବିହାରର ରାଜଧାନୀ ପାଟନାରେ ଥିବା ଏକ ଗାଁରେ ବିବାହ ଉତ୍ସବରେ ଯୋଗ ଦେଇଥିବା ପ୍ରାୟ ୯୫ ଜଣ ଅତିଥି କରୋନା ମହାମାରୀରେ ପୀଡ଼ିତ ହୋଇଥିବା ଜଣାପଡିଛି। ସବୁଠାରୁ ବଡ ଦୁଃଖର କଥା ହେଲା ବିବାହର ଠିକ୍‌ ୨ ଦିନ ପରେ…

CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ଉଭୟ ମହିଳା

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଉଭୟ ମହିଳା ହୋଇଥିବା ବେଳେ ଜଣେ ୪୮ ବର୍ଷୀୟା ଏବଂ ଅନ୍ୟ ଜଣେ ୩୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri