କରୋନା ଭାଇରସ୍‌

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ ପଜିଟିଭ ରହିଛନ୍ତି। ୪ ରୋଗୀ କରୋନା ପଜିଟିଭ…

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି। ଏହାକୁ ପ୍ରତିରୋଧ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ୫ ତାରିଖ…

କଟକରେ ୨ ନର୍ସ କରୋନା ପଜିଟିଭ ଚିହ୍ନଟ: ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା

କଟକ ଅଫିସ,୨୯।୬: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ସୁଦ୍ଧା ୩୭ରେ ପହଞ୍ଚିଛି। ରବିବାର ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ପ୍ରତିଷ୍ଠାନର ୨ ଜଣ ନର୍ସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୨୪ ବର୍ଷୀୟା ମହିଳା ନର୍ସ…

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ। ମହାପ୍ରଭୁ ଏବେ ଆଡ଼ପ…

କରୋନାର ୩ ନୂଆ ଲକ୍ଷଣ: ବାନ୍ତି ଲାଗିବା ବି ହୋଇପାରେ କରୋନାର ଲକ୍ଷଣ !

ନୂଆଦିଲ୍ଲୀ,୨୯।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ହେଲେ ଏପର୍ଯ୍ୟନ୍ତ ବି କରୋନା ଲକ୍ଷଣକୁ ନେଇ ଅନେକ ଲୋକ ଅନ୍ଧାର ମଧ୍ୟରେ ରହିଛନ୍ତି। ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ…

ସିଏ ଛାତ୍ରଙ୍କ ପାଇଁ ବଡ଼ ଘୋଷଣା: ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନିକଟରେ ଛାତ୍ରମାନେ ‘ଅପ୍ଟ ଆଉଟ୍‌’ ସମ୍ବନ୍ଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ତେବେ ଏହି ଆବେଦନର ଶୁଣାଣି କରି ସୋମବାର ସୁପ୍ରିମକୋର୍ଟ…

ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): କରୋନା ମୁକାବିଲା ନେଇ ଜୁଲାଇ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯିବ। ଏଥିସହ କଟକ ବଡମ୍ବା-ନରସିଂହପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ମଧ୍ୟ ସର୍ଭେ ହେବ। ଗତ ଶନିବାରଠାରୁ ପୁରୀରେ ଏହି ସର୍ଭେ ଆରମ୍ଭ ହୋଇଛି। ଏ ନେଇ ସୋମବାର…

ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ମହାମାରୀ କରୋନା ଭିତରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍‌। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି। ଉକ୍ତ ଔଷଧ…

CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ମୃତକ ଦ୍ୱୟ ଗଞ୍ଜାମ ଜିଲାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ଏ…

ନ୍ୟୁୟର୍କରୁ ଆସିଲା ଖୁସି ଖବର: କମିଲା କରୋନା ସଂକ୍ରମଣ

ନ୍ୟୁୟର୍କ,୨୯।୬: କରୋନା ଭାଇରସ ସଂକ୍ରମଣ ଯୋଗୁ ଅଣନିଶ୍ୱାସି ହୋଇ ପଡିଥିବା ଆମେରିକା ଏବେ ଧୀରେ ଧୀରେ ନିଶ୍ୱାସ ମାରିବାକୁ ପ୍ରସ୍ତୁତ ହେଉଛି। ଆମେରିକାର ନ୍ୟୁୟର୍କ ସହର ସବୁଠାରୁ ଅଧିକ ପ୍ରଭାବିତ ସହର ହୋଇଥିବା ବେଳେ ଏବେ ସେଠାରୁ ଆସିଛି ଏକ ଖୁସି…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୧୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ…

କରୋନା ପଜିଟିଭ୍‌ ଡାକ୍ତରଙ୍କ ସଂସ୍ପର୍ଶରେ ୬ ପରିବାର: ସଙ୍ଗରୋଧରେ ରହିଲେ ୪୦

ରସୁଲପୁର,୨୯ା୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଜଣେ ଦାନ୍ତ ଡାକ୍ତର ଗତ ୨୩ ତାରିଖରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସମ୍ପୃକ୍ତ ଡାକ୍ତର କଟକରେ ରହୁଥିଲେ ହେଁ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri