ସାଧାରଣ ଶୈଶବ ଟିକା କୋଭିଡ୍ ଜଟିଳତାକୁ ରୋକିପାରିବ
ଓ୍ବାଶିଂଟନ,୨୮ା୬(ପି.ଟି.): ମିଳିମିଳା ପ୍ରତିକାର ପାଇଁ ବ୍ୟବହାର ହେଉଥିବା ଟିକା କୋଭିଡ୍-୧୯ ଜନିତ ଗୁରୁତର ଫୁସ୍ଫୁସ୍ ପ୍ରଦାହକୁ ରୋକିପାରିବ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ଫଳରେ କରୋନା ମହାମାରୀର ବିପଦରୁ ମୁକୁଳିବା ଲାଗି ଏକ ନୂଆ ସୂତ୍ର ବାହାରିବାକୁ ଯାଉଛି। ଏମ୍ବାୟୋ ପତ୍ରିକାରେ…
କୋଭିଡ୍ ଚିକିତ୍ସା ଲାଗି ଡେକ୍ସାମିଥାସୋନ୍କୁ ଅନୁମତି
ନୂଆଦିଲ୍ଲୀ,୨୮ା୬(ପି.ଟି.): ବହୁଳ ଭାବେ ବ୍ୟବହୃତ ହେଉଥିବା ଅପେକ୍ଷାକୃତ ଶସ୍ତା ଔଷଧ ଷ୍ଟେରଏଡ୍ ଡେକ୍ସାମିଥାସୋନ୍କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର ଅନୁମତି ଦେଇଛି। ଅନ୍ୟାନ୍ୟ ଚିକିତ୍ସା ସହିତ ଏହାକୁ ମଧ୍ୟମରୁ ଗୁରୁତର ଅସୁସ୍ଥ…
କରୋନାକୁ ହରାଇଲେ ବେଙ୍ଗାଲୁରୁର ୯୯ ବର୍ଷୀୟା ବୃଦ୍ଧା
ବେଙ୍ଗାଲୁରୁ, ୨୭।୬- ଭାରତରେ କରୋନା ଭାଇରସସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହିଭଳି ଏକ ସମୟରେ ବେଙ୍ଗାଲୁରୁର ଜଣେ ୯୯ ବର୍ଷୀୟା ବୃଦ୍ଧା ପ୍ରାଣଘାତୀ କରୋନା ଭାଇରସ୍ ଯୁଦ୍ଧରେ ବିଜୟ ଲାଭ କରିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି।…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ୮୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଥିବା ବେଳେ ଖୋର୍ଦ୍ଧାର ୪୫, ବାଲେଶ୍ୱରର ୩୧, ଗଜପତି ୧୨, ଭଦ୍ରକର ୧୦, ଜଗତସିଂହପୁର ୬, ଝାରସୁଗୁଡ଼ାର ୬, କେନ୍ଦ୍ରାପଡ଼ା-ପୁରୀର ୫ ଲେଖାଏ, ସୁନ୍ଦରଗଡ଼ର…
ରାୟଗଡ଼ାରେ ୧୬ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଲା
ରାୟଗଡ଼ା ଅଫିସ,୨୭ା୬: ରାୟଗଡ଼ା ଜିଲାରୁ ଶନିବାର ସର୍ବାଧିକ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଫେରି ରାୟଗଡ଼ା ରାଣୀଗୁଡ଼ା ଫାର୍ମରେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ଅନ୍ୟ ଜଣେ ଯୁବକ ତାମିଲନାଡୁରୁ ଫେରି ବାରିଝୋଲାରେ ହୋମ୍…
ପୁରୁଷୋତ୍ତମପୁରରେ କରୋନା ସ୍ଥିତି ସମୀକ୍ଷା: ମୁକାବିଲା ଲାଗି ଅଧିକାରୀମାନଙ୍କୁ ଜିଲାପାଳଙ୍କ ପରାମର୍ଶ
ପୁରୁଷୋତ୍ତମପୁର,୨୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶନିବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟକୁ ଆସି କରୋନା ଭାଇରସ୍ ସଂକ୍ରମଣ ନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପରିସ୍ଥିତିର ସମୀକ୍ଷା କରିଛନ୍ତି। ସ୍ବାବ୍ ରିପୋର୍ଟ ବିଳମ୍ବରେ ଆସୁଥିବା ନେଇ ଅସନ୍ତୋଷ…
ଆଜି ଭୁବନେଶ୍ୱରରେ ପୁଣି ୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ଆଉ ୧୦
ଭୁବନେଶ୍ୱର,୨୭ା୬(ବ୍ୟୁରୋ) : ଶନିବାର ରାଜଧାନୀ ଭୁବନେଶ୍ୱରରେ ଆଉ ୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
କରୋନା ସଙ୍କଟ ମଧ୍ୟରେ ପାକିସ୍ତାନ ଖୋଲିବ କର୍ତ୍ତାରପୁର କରିଡର
ଇସ୍ଲାମାବାଦ୍,୨୭।୬: କରୋନା ଭାଇରସ୍ ସଙ୍କଟ ଯୋଗୁ ସାରା ବିଶ୍ୱରେ ଧାର୍ମିକ ସ୍ଥଳ ବନ୍ଦ ରଖାଯାଇଛି। ଲୋକଙ୍କୁ ସଂକ୍ରମଣରୁ ବଞ୍ଚାଇବା ପାଇଁ ପାକିସ୍ତାନ ମଧ୍ୟ କର୍ତ୍ତାରପୁର ସାହିବ କରିଡର ଯାତ୍ରା ବନ୍ଦ ରଖିଥିଲା। କିନ୍ତୁ ଏବେ ପୁଣି ଥରେ ଶ୍ରଦ୍ଧାଳୁଙ୍କ ଲାଗି କର୍ତ୍ତାରପୁର…
କରୋନା ଲଢ଼େଇରେ ସରେଣ୍ଡର କରିଛନ୍ତି ମୋଦି: ରାହୁଲ
ନୂଆଦିଲ୍ଲୀ, ୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮ ହଜାର ଟପିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍ କରାଯାଉଛି। ଶନିବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ…
ଗତ ୨୪ଘଣ୍ଟାରେ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପିଜିଟିଭ୍ ଚିହ୍ନଟ: ରେକର୍ଡ ଭାଙ୍ଗିଲା ଭାରତ
ନୂଆଦିଲ୍ଲୀ,୨୭।୬: ଭାରତରେ କରୋନା ଭାଇରସ୍ ସଂକ୍ରମଣ ଥମିବାରେ ନା ନେଉନି। ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଥିବା ବେଳେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ଟପିଲାଣି। ସେହିପରି ଗତ ୨୪ଘଣ୍ଟାରେ ଭାରତରେ ସର୍ବାଧିକ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍…
ଲକ୍ଡାଉନ୍: ୪ କୋଟିରୁ ଅଧିକ ମା’ ନ ଚାହିଁ ବି ହୋଇଛନ୍ତି ଗର୍ଭବତୀ
ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ବହୁ ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ୍ ଜାରି ହୋଇଛି। ଏହି ସମୟ ମଧ୍ୟରେ ପୃଥିବୀର ୪ କୋଟି ୭୦ ଲକ୍ଷରୁ ଅଧିକ ମା’ ନ…
କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା
ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୫୮ ବର୍ଷୀୟ ବୃଦ୍ଧ। ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ଚିକିତ୍ସା ପାଇଁ…
Archives


