ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ
ଗଞ୍ଜାମ,୨୭।୬(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ କନ୍ଫରେନ୍ସ ହଲ୍ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଅହେତୁକ ବୃଦ୍ଧି ପାଉଥିବାରୁ…
ଓ୍ବାର୍କ ଫ୍ରମ୍ ହୋମ୍ରୁ ବଢ଼ୁଛି ପରୋକ୍ଷ ଯୌନ ଉତ୍ପୀଡ଼ନ
ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁ ଲକ୍ଡାଉନ୍ ଲାଗୁହେବା ପରେ ବିଭିନ୍ନ କର୍ପୋରେଟ ସେକ୍ଟରରେ କର୍ମଚାରୀମାନେ ଘରେ ରହି କାମ କରିବା(ଓ୍ବାର୍କ ଫ୍ରମ୍ ହୋମ୍)କୁ ବାଧ୍ୟ ହୋଇଛନ୍ତି। ଏବେ କର୍ପୋରେଟ ଲାଇଫ୍ର ଏହା ଏକ ଅଙ୍ଗ ପାଲଟିଗଲାଣି। ହେଲେ ଅନେକ କ୍ଷେତ୍ରରେ ଓ୍ବାର୍କ…
ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ
ଛତ୍ରପୁର, ୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ ସୁରଟ ଫେରନ୍ତା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରୁ ପଜିଟିଭ…
ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୫୮ ପ୍ରତିଶତ ଛୁଇଁଲା
ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଭାରତରେ ଥମିବାର ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୫୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୩୮୪ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ମୋଟ…
ପୂର୍ବଭଳି ଚାଲିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ନିୟମିତ ଯାତ୍ରୀବାହୀ ଟ୍ରେନ୍ ଚଳାଚଳକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବନ୍ଦ ରଖିଛି। ହେଲେ ସ୍ପେଶାଲ ଟ୍ରେନ୍ଗୁଡ଼ିକ ପୂର୍ବଭଳି ଚଳାଚଳ କରିବ ଓ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି…
କରୋନା ବିଫଳତା ନେଇ ୧୩ ଦଳର ପ୍ରତିବାଦ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ଶୁକ୍ରବାର କଂଗ୍ରେସ ସମେତ ରାଜ୍ୟର ୧୩ ରାଜନୈତିକ ଦଳ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଲାବନ୍ଦ ଯୋଗୁ ରାଜ୍ୟ ତଥା ଦେଶର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ଏହାସହ…
୩.୬ ଲକ୍ଷ ଭାରତୀୟ ଫେରିଲେଣି
ନୂଆଦିଲ୍ଲୀ,୨୭ା୬(ପି.ଟି.): ଲକ୍ଡାଉନ ଯୋଗୁ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ଲାଗି ଗତ ମେ’ ୭ରେ ବନ୍ଦେ ଭାରତ ମିଶନ ଆରମ୍ଭ ହୋଇଥିଲା। ଏହି ମିଶନରେ ଇତିମଧ୍ୟରେ ବିଭିନ୍ନ ଦେଶରୁ ୩.୬ ଲକ୍ଷରୁ ଅଧିକ ଭାରତୀୟ ଦେଶକୁ ଫେରିଲେଣି।…
୨କରୋନା ଯୋଦ୍ଧା ପଜିଟିଭ: ଟ୍ରାଫିକ ଫାଣ୍ଡି ସିଲ୍
ପୁରୀ ଅଫିସ,୨୭ା୬: କରୋନା ଯୋଦ୍ଧାଙ୍କୁ କରୋନା। ପୁରୀ ଜିଲାର ୨ ଜଣ କରୋନା ଯୋଦ୍ଧାଙ୍କଠାରେ ପଜିଟିଭ ଚିହ୍ନଟ ହୋଇଛି। ଜଣେ ଟ୍ରାଫିକ କନଷ୍ଟେବଳ ଏବଂ ଅନ୍ୟଜଣେ ସିଆର୍ପିଏଫ୍ ଯବାନ। ସିଆରପିଏଫ୍ ଯବାନ ଜଣଙ୍କ ଜମ୍ମୁ କଶ୍ମୀରରେ କାର୍ଯ୍ୟରତ ଥିବାବେଳେ ଭଉଣୀ ବାହାଘର…
ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ଟପିଲା
ନୂଆଦିଲ୍ଲୀ, ୨୭ା୬: ମହାମାରୀ କରୋନା ସ୍ଥିତି ଦେଶରେ ଅସମ୍ଭାଳ ହେଲାଣି। ଶୁକ୍ରବାର ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ଟପିଥିବା ବେଳେ ୧୫, ୪୮୭ ଜୀବନ ଗଲାଣି। ବିଶ୍ୱର ଚତୁର୍ଥ ସର୍ବାଧିକ ଭୂିତାଣୁ ଆକ୍ରାନ୍ତ ଦେଶ ତାଲିକାରେ ଭାରତ ରହିଥିବା ବେଳେ…
ଆଉ ଏକ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି
ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ରାଜ୍ୟରେ ଶନିବାରେ କରୋନା ଆକ୍ରାନ୍ତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୬୮ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନସନ୍ ଏବଂ ଡାଇବେଟିସ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନା…
୧୮ ମାସର ଶିଶୁକୁ କରୋନା
ନିମାପଡ଼ା,୨୭ା୬(ଡି.ଏନ୍.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ ପଜିଟିଭ…
ଭୁବନେଶ୍ୱର ପାଇଁ ଆଗକୁ ବଢ଼ିପାରେ ବିପଦ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତ ଓ ବସ୍ତି ସଂକ୍ରମଣ ଚିନ୍ତା ବଢ଼ାଇଲାଣି। ଦିନକୁ ଦିନ ଭୁବନେଶ୍ୱରରେ ସଂକ୍ରମଣ ମାଡ଼ୁଥିବାବେଳେ ବର୍ତ୍ତମାନର ସ୍ଥିତିରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଲାଣି। ପଜିଟିଭ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ତାହା ଆଗାମୀ ଦିନରେ…
Archives


