କରୋନା ଭାଇରସ୍‌

ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ ଶେରଗଡ଼ ବ୍ଲକରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ଲକର ସମସ୍ତ ଗ୍ରାମପଞ୍ଚାୟତରେ କୋଭିଡ୍‌…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଯିବାକୁ ନିଷ୍ପତ୍ତି…

ଅବଶିଷ୍ଟ ବୋର୍ଡ ପରୀକ୍ଷା ବାତିଲ ପାଇଁ କେନ୍ଦ୍ର, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.): କରୋନା ମହାମାରୀ ଯୋଗୁ ବାକି ରହିଥିବା ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀର ବକେୟା ପରୀକ୍ଷା…

୬ ଦିନରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଟପୁଛି ଲକ୍ଷେ: ସପ୍ତାହେ ମଧ୍ୟରେ ସଂକ୍ରମଣର ତୃତୀୟ ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୭ହଜାରରୁ ଅଧିକ ରହୁଛି। ଫଳରେ ଏବେ ପ୍ରତି ୬ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ପଣଜୀ,୨୭।୬: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୋଆରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଗଲାଣି ବୋଲି ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ…

ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଜୁଲାଇ ୧୫ ଯାଏଁ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬।୬: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ରେଲଓ୍ବେ ପରେ ଏବେ ଅନ୍ତର୍ଜାତୀୟ ଉଡାଣ ଉପରେ ରୋକୋ ଲଗାଯାଇଛି। ଅନ୍ତର୍ଜାତୀୟ ଉଡାଣ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ କେନ୍ଦ୍ର ସରକାର ପୁଣି ବୃଦ୍ଧି କରିଛନ୍ତି। ଜୁଲାଇ ୧୫ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ପ୍ରତିବନ୍ଧକ…

ସୁସ୍ଥ ହେଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଶୁକ୍ରବାର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ…

୨୮ଜୁନରୁ ଏହି ରାଜ୍ୟରେ ଖୋଲିବ ସେଲୁନ

ମୁମ୍ବାଇ,୨୬।୬: ମହାରାଷ୍ଟ୍ରରେ କରୋନା ସଙ୍କଟ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। କରୋନା ଲକ୍‌ଡାଉନ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଅନଲକ୍‌-୧ରେ ସରକାର କେତେକ କଟକଣା କୋହଳ କରିବା ପରେ ସାଧାରଣ ଜୀବନ ଧିରେ ଧିରେ ପୂର୍ବାବସ୍ଥାକୁ ଫେରୁଛି।…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧, କନ୍ଧମାଳ ୧୨, ଜଗତ୍‌ସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ା ୫, ବାଲେଶ୍ୱର ଓ…

ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌ ଦେଲେ…

କୋଭିଡ୍‌ ଟିକା ନ ବାହାରିବା ପର୍ଯ୍ୟନ୍ତ ମାସ୍କ ପିନ୍ଧନ୍ତୁ: ମୋଦି

ନୂଆଦିଲ୍ଲୀ,୨୬ା୬: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଥିବା ବେଳେ ଶୁକ୍ରବାର ୧୭,୨୯୬ଟି ନୂଆ କେସ୍‌ ରହିଛି। ଅନ୍ୟପକ୍ଷରେ ୧୫ ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିସାରିଛି। ଦେଶରେ କରୋନା ସ୍ଥିତିକୁ ଲକ୍ଷ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri