ହୋମ୍ କ୍ୱାରାଣ୍ଟାଇନ୍ ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ
ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ ସେ ବିଷୟରେ କହିବା ସହିତ ହୋମ୍ କ୍ୱାରାଣ୍ଟାଇନ ବା ଗୃହ ସଙ୍ଗରୋଧ ନିୟମ…
ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଆସିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ…
ପଶ୍ଚିମବଙ୍ଗରେ ବଢ଼ିଲା ଲକ୍ଡାଉନ
କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍ଡାଉନ। ଜୁଲାଇ ୩୧ ଯାଏଁ ଲକ୍ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ବୁଧବାର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା…
କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍ୟୁଭି କାର୍ ବିକ୍ରି କଲେ ଯୁବକ
ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନା ପ୍ରକୋପରୁ…
CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍ ମୋଟ୍ ଆରୋଗ୍ୟ ହେଲେଣି ୪,୧୨୩
ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଗଞ୍ଜାମରୁ ୪୯…
ହୋମ୍ କ୍ୱାରାଣ୍ଟାଇନ୍ର ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ: ବାଗ୍ଚୀ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ସରକାର ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିମାନଙ୍କ ପାଇଁ ଗ୍ରାମାଞ୍ଚଳରେ ସଂଗରୋଧର ବ୍ୟବସ୍ଥା କରିଥିଲେ। ହେଲେ ସହରାଞ୍ଚଳରେ ସେଭଳି ବ୍ୟବସ୍ଥା କରିବା ସମ୍ଭବ ନୁହେଁ। ଏହାଛଡ଼ା ଅନେକ ବ୍ୟକ୍ତିଙ୍କର ନିଜ ଘରେ ଅଲଗା ଘରେ ରହିବାର ସ୍ଥାନ ରହିଛି। ସାମର୍ଥ ମଧ୍ୟ…
ସଂକ୍ରମଣ ହେଲେ ବଞ୍ଚାଇବା କଷ୍ଟକର, କରୋନା କାଳରେ ବୟସ୍କଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହୁଅନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କରୋନା ସଂକ୍ରମଣ ତାଲିକାରେ ଭାରତ ୪ର୍ଥ ସଂକ୍ରମିତ ରାଷ୍ଟ୍ର ପାଲଟିଲାଣି। ଏଭଳି ସ୍ଥିତି ଲାଗି ରହିଲେ ଆଗାମୀ ଏକ ସପ୍ତାହ ମଧ୍ୟରେ ଭାରତ ୩ୟ ସ୍ଥାନକୁ ପହଞ୍ଚିଯିବ। ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାରରୁ ଅଧିକ। ଜୁଲାଇ ଶେଷ…
ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ
ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ ‘ଦିବ୍ୟ କରୋନିଲ ଟାବଲେଟ’ ନାମକ ଏକ ଔଷଧ ଲଞ୍ଚ ମଧ୍ୟ କରିଥିଲା। ଏବେ ଏହାକୁ…
ରାଜଧାନୀରୁ ପୁଣି ଚିହ୍ନଟ ହେଲେ ୨୨ କରୋନା ପଜିଟିଭ୍: ଅଛନ୍ତି ୧୬ ବେସରକାରୀ ହସ୍ପିଟାଲ୍ କର୍ମଚାରୀ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୦କୁ ବୃଦ୍ଧି ପାଇଛି। ସେଥିରୁ ୧୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୩ ଆକ୍ଟିଭ୍ କେସ୍ ରହିଛି। ସେହିଭଳି…
ଭୁବନେଶ୍ୱରର ବ୍ଳୁ ହୁଇଲ୍ ହସ୍ପିଟାଲ୍ ସିଲ୍
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍ ହସ୍ପିଟାଲକୁ ବୁଧବାର ସିଲ୍ କରିଦିଆଯାଇଛି। କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍ସି ପକ୍ଷରୁ ସିଲ୍ କରିଦିଆଯାଇଛି। ଏଥିସହ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବା ବିଏମ୍ସି…
କରୋନାରେ ଟିଏମ୍ସି ବିଧାୟକ ତାମୋନାସ୍ ଘୋଷଙ୍କ ପରଲୋକ
କୋଲକାତା,୨୪।୬: କରୋନା ସଂକ୍ରମଣରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ବିଧାୟକ ତାମୋନାସ୍ ଘୋଷଙ୍କ ପରଲୋକ ଘଟିଛି। ବୁଧବାର ସକାଳେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଥିବା କୁହାଯାଉଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍…
ଗୋଟିଏ ଦିନରେ ଚିହ୍ନଟ ହେଉଛନ୍ତି ୧୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ: କ’ଣ ଏହାର କାରଣ
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାକୁ ନେଇ ଚିନ୍ତା ବି ବଢି ଯାଇଛି। ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୫,୯୬୮ ନୂଆ…
Archives


