ପୋଲିସ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍ ସଂଗ୍ରହ
ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ତେବେ କୋଭିଡ୍ ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ…
ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୫ ହଜାରରୁ ଅଧିକ ରହୁଛି। ସେହିପରି ପ୍ରତିଦିନ ହାରାହାରି ମୃତ୍ୟୁ ସଂଖ୍ୟା ୪…
ଝାରସୁଗୁଡାରୁ ୨୩ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ଫାର୍ମାସିଷ୍ଟ, ୨ ସ୍ବାବ୍ ସଂଗ୍ରହକାରୀ
ଝାରସୁଗୁଡା ଅଫିସ,୨୪।୬: ଝାରସୁଗୁଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ବୁଧବାର ପୁଣି ୨୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ରେ ପହଞ୍ଚିଛି। ସୂଚନା ମୁତାବକ, ଉକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ବ୍ରଜରାଜନଗରରେ ୧୬ ଜଣ…
ଚିନ୍ତା ବଢ଼ାଇଲା ଦିଲ୍ଲୀ
ନୂଆଦିଲ୍ଲୀ, ୨୪ା୬: ଭାରତରେ ମହାମାରୀ କରୋନାର ପ୍ରକୋପ ବଢ଼ି ବଢ଼ି ଚାଲିଥିବାବେଳେ ମହାରାଷ୍ଟ୍ର, ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀ ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୯୪୭ ନୂଆ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ୬୬…
CORONAVIRUS UPDATE: ରାଜ୍ୟରେ ପୁଣି ୨୮୨ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଲା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
୧୭ ଜୀବନ ନେଲାଣି କରୋନା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ମାର୍ଚ୍ଚ ୧୫ରେ ପ୍ରଥମ ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଆକ୍ରାନ୍ତଙ୍କ ସଂଖ୍ୟାକୁ ଆୟତ୍ତ କରିବା ଓ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ସବୁ ପ୍ରକାର ପଦକ୍ଷେପ…
ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା
ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ କରୋନା…
ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା
ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ କରୋନା ଯୋଗୁ ୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା…
ଶ୍ରୀମନ୍ଦିର ଇତିହାସରେ ନୂଆ ଅଧ୍ୟାୟ: ରଥ ପଥରେ, ବିନା ଭକ୍ତରେ
ପୁରୀ ଅଫିସ,୨୪ା୬: ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। ଶେଷ ମୁହୂର୍ତ୍ତରେ ଲୀଳାମୟ ଦେଖାଇଲେ ତାଙ୍କ ଅପୂର୍ବ ଲୀଳା। ବଡ଼ଦାଣ୍ଡକୁ ଓହ୍ଲାଇ ଆସିଲେ ଭାବବିନୋଦିଆ। ସେ ବିଶ୍ୱନିୟନ୍ତା, ଜଗତଠାକୁର। ତାଙ୍କୁ ବା ଅଟକାଇବ କିଏ? ଏହା…
ଆଇସୋଲେଶନ ଓ୍ବାର୍ଡରେ ପରୀକ୍ଷା ଦେଲେ ଦୁଇ କରୋନା ଆକ୍ରାନ୍ତ ନର୍ସ
ଚଣ୍ଡିଗଡ଼, ୨୩।୬- କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ମଧ୍ୟ ପଞ୍ଜାବର ଦୁଇଜଣ ନର୍ସ ଆଇସୋଲେଶନ ଓ୍ବାର୍ଡରେ ନର୍ସିଂ ପରୀକ୍ଷା ଦେବା ଏବେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଦୁଇଜଣ ନର୍ସ ମୁହଁରେ ମାସ୍କ ପରିଧାନ କରି ପରୀକ୍ଷା ଦେଉଥିବାର…
ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖିଛନ୍ତି। ଦିଲ୍ଲୀ ଛତରପୁରରେ ଥିବା…
ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !
ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି। ଏଣିକି କରୋନା ସଂକ୍ରମିତ ମତଦାତା ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ। ଦେଶବ୍ୟାପି…
Archives


