ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା: ସ୍ତ୍ରୀ-ଝିଅ ପଜିଟିଭ୍
ବେଙ୍ଗାଲୁର, ୨୩।୬: କର୍ନାଟକର ମେଡ଼ିକାଲ ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା ସଂକ୍ରମଣ ଘଟିଛି। ମନ୍ତ୍ରୀ କେ. ସୁଧାକରଙ୍କ ସ୍ତ୍ରୀ ଏବଂ ଝିଅଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା କୁହାଯାଉଛି। ଏନେଇ ମଙ୍ଗଳବାର ଟୁଇଟ୍ କରି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅପରପକ୍ଷରେ…
CORONAVIRUS UPDATE: ଆଉ ୨ ମୁଣ୍ଡ ନେଲା କରୋନା; ଉଭୟ କଟକ ଜିଲାର
କଟକ ଅଫିସ/ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଉଭୟ କଟକ ଜିଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣେ ୭୧ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି…
CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ
ପୁରୀ ଅଫିସ୍,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ…
ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫
ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୩ ଆକ୍ରାନ୍ତ; ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୩ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ସୁସ୍ଥ…
ହୋମ୍ କ୍ୱାରାଣ୍ଟାଇନ୍ରେ ସଲମାନଙ୍କ ଭଉଣୀ!
ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର ମଣ୍ଡିକୁ ଗସ୍ତ କରିଛନ୍ତି। ମଣ୍ଡି ପହଞ୍ଚିବା ପରେ ଅର୍ପିତା ଓ ତାଙ୍କ ପରିବାରକୁ ହୋମ୍…
ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ ଖୁସିର କଥା ହେଉଛି ଦେଶରେ ବେଳକୁ ବେଳ ସୁସ୍ଥତା ହାରରେ ବୃଦ୍ଧି ପରିଲକ୍ଷିତ ହେଉଛି।…
ତ୍ରିପୁରାରେ ମୋବାଇଲ୍ ଜରିଆରେ ହେବ ଅନ୍ଲାଇନ ପାଠପଢ଼ା
ଅଗରତାଲା,୨୨।୬: କରୋନା ଲକ୍ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ ନୂଆ…
CORONAVIRUS UPDATE: ଭୁବନେଶ୍ୱରରେ ଆଉ ୧୧ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଲା
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ଭୁବନେଶ୍ୱରରେ ପୁଣି ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ବୟସ ଯଥାକ୍ରମେ ୨୧,୨୨, ୩୦, ୩୩, ୪୦ ଏବଂ ୫୫।…
ଉତ୍ତରପ୍ରଦେଶରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ: ଶହେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କରାଗଲା ପରୀକ୍ଷା
ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର କିଙ୍ଗ୍ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍ୟୁ)ରେ ଏଣିକି କରୋନାର ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ ହୋଇଯାଇଛି। କେଜିଏମ୍ୟୁ ହେଉଛି ରାଜ୍ୟର ଏକମାତ୍ର ହସ୍ପିଟାଲ ଯେଉଁଠାରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ କରାଯାଇଛି। ସୋମବାର ପ୍ରଥମ ପର୍ଯ୍ୟାୟରେ ଶହେ ଜଣ ସ୍ବାସ୍ଥ୍ୟକର୍ମୀ ଓ ପ୍ଲାଜମା…
ଚାଇନା ବିରୋଧରେ ଭାରତ ଲଢୁଛି ଦୁଇଟି ଯୁଦ୍ଧ: କେଜରିଓ୍ବାଲ
ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ସେ ଚାଇନାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଜି ଭାରତ ଚାଇନା ବିରୋଧର ୨ ପ୍ରକାର ଯୁଦ୍ଧ ଲଢୁଛି। ଗୋଟିଏ…
Archives


