କରୋନା ଭାଇରସ୍‌

ନୟାଗଡ଼ରେ ଗୋଟିଏ ପରିବାରରୁ ୬ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୨୨ା୬: ନୟାଗଡ଼ରେ ସୋମବାର ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଜିଲା ସଦର ମହକୁମାରୁ ୯ ଓ ନୂଆଗାଁରୁ ୪ ଅଛନ୍ତି। ନୟାଗଡ଼ ଦେବୋତ୍ତର କଲୋନୀର ଜଣେ ସୁନା ବ୍ୟବସାୟୀଙ୍କ ପରିବାରରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି…

କେବଳ ଗଞ୍ଜାମରେ କରୋନା ନେଲାଣି ୮ ଜୀବନ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କରୋନା। ଫଳରେ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୋମବାର ମଧ୍ୟ ଜିଲାରେ ଆଉ ଜଣେ କରୋନା…

ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଗୁଜବ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍‌ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍‌କରି ସୂଚନା ଦେଇଛନ୍ତି। ପୂର୍ବଭଳି ସୋମବାରରୁ ଶୁକ୍ରବାର…

କରୋନା ସଂକ୍ରମଣ କ୍ଷେତ୍ରରେ ଆଗକୁ ବଢୁଛି ଭାରତ: ବିଶ୍ୱରେ ୯୦ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୨।୬: ଆମେରିକା, ବ୍ରାଜିଲ, ଭାରତ, ରୁଷିଆ ଓ ପାକିସ୍ତାନ କରୋନା ସଂକ୍ରମଣ କ୍ଷେତ୍ରରେ ଆଗୁ ବଢିବାରେ ଲାଗିଛନ୍ତି। ରବିବାର ସାରା ବିଶ୍ୱରେ ୧ଲକ୍ଷ ୩୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦ ଲକ୍ଷ…

କେନ୍ଦୁଝରରେ ୨ କରୋନା ପଜିଟିଭ୍‌ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ ହାଟଡିହିର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ କ୍ୱାରାଣ୍ଟାଇନ୍‌ରେ ଥିଲେ। ତାଙ୍କୁ କେନ୍ଦୁଝର କୋଭିଡ୍‌-୧୯ ହସ୍ପିଟାଲକୁ ଚିକିତ୍ସା…

ଗଞ୍ଜାମରୁ ପୁଣି ୩୨ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫ରେ ପହଞ୍ଚିଲା

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ୭ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୩ ଜଣ ଅନ୍ୟ ପଜିଟିଭଙ୍କ…

ଅନ୍ୟ ରୋଗରେ ଆକ୍ରାନ୍ତ ଥିବା କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଜଣେ କରୋନା ସଂକ୍ରମିତଙ୍କ ଅନ୍ୟ ରୋଗରେ ପୀଡିତ ଥିବା ଯୋଗୁ ମୃତ୍ୟୁ ଘଟିଛି। ସେ ହେଲେ ମୟୂରଭଞ୍ଜ ଜିଲାର ୬୦ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ କ୍ୟାନ୍‌ସର ରୋଗରେ ପୀଡିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ଲକ୍‌ଡାଉନ ଖୋଲିବା ପରେ ପୁଣି ଫେରିଲା କରୋନା: ଚାଇନାରେ ୧୮ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୨୨।୬: କରୋନା ମହାମାରୀ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଥିବା ବେଳେ କିଛି ଦେଶରେ ଏହା ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ଗତ ଡିସେମ୍ବରରୁ ପ୍ରଥମ କରି ଚାଇନାରେ ଦେଖାଦେଇଥିବା ଏହି ଭାଇରସ ଧୀରେ ଧୀରେ ସାରା ବିଶ୍ୱକୁ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି…

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଲା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୪୬ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫କୁ…

ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?