ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍ ଟେଷ୍ଟ
ଛତ୍ରପୁର,୨୧ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି ଏହି ପରିପ୍ରେକ୍ଷୀରେ ରବିବାରଠାରୁ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲରେ ଗଞ୍ଜାମ ଜିଲାର ଖବରଦାତାମାନଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ…
ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି
ଜଗତସିଂହପୁର ଅଫିସ,୨୧ା୬: ଜଗତ୍ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ ରହିଛନ୍ତି।…
CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…
କଂଗ୍ରେସ ନେତା ହନୁମନ୍ଥ ରାଓ କରୋନା ସଂକ୍ରମିତ
ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ ଗଣମାଧ୍ୟମକୁ ସେ ନିଜେ ଏହି ଖବର ଦେଇଛନ୍ତି। ୭୨ ବର୍ଷୀୟ ନେତା ରାଓ କହିଛନ୍ତି…
କରୋନା ଭିନ୍ନ ଅନ୍ୟ ରୋଗରେ ୨ କୋଭିଡ-୧୯ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୨ କୋଭିଡ-୧୯ ସଂକ୍ରମିତଙ୍କ ମୃତ୍ୟୁ କରୋନା ଭିନ୍ନ ଅନ୍ୟ ରୋଗରେ ପୀଡ଼ିତ ଥିବା ଯୋଗୁ ହୋଇଛି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲାର ଜଣେ ନାବାଳକ ଏବଂ ପୁରୀ ଜିଲାର ଜଣେ ବ୍ୟକ୍ତି ଅଛନ୍ତି। ନବରଙ୍ଗପୁର ଜିଲାର ୧୭ ବର୍ଷୀୟ…
ଦେଶରେ ୪ଲକ୍ଷ ୧୦ ହଜାର ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ନୂଆ ରୋଗୀ
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଉଦ୍ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୧୧,୭୭୩ରେ। ଏମାନଙ୍କ ମଧ୍ୟରୁ ୨,୨୮,୩୦୭…
ନୂଆ ୩୦୪ ଆକ୍ରାନ୍ତ ୨୧ ଜିଲାର: ଅଛନ୍ତି ପଶ୍ଚିମବଙ୍ଗରୁ ଫେରିଥିବା ୪୨ ଯବାନ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ନୂତନ ୩୦୪ ଆକ୍ରାନ୍ତ ୨୧ ଜିଲାର। ଏଥିରେ ଅମ୍ଫନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨୨ଜଣ ଅଗ୍ନିଶମ ଏବଂ ଏନ୍ଡିଆର୍ଏଫ୍ ଯବାନ ମଧ୍ୟ ଅଛନ୍ତି। ତେବେ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାର ୫, ମାଲକାନଗିରିର ୨, କଟକର…
୧୧ ଦିନରେ ଲକ୍ଷେ ୩୪ ହଜାର
ନୂଆଦିଲ୍ଲୀ, ୨୧।୬:ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଲଗାତାର ୧୧ ଦିନ ଧରି ଦେଶରେ ହାରାହାରି ୧୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଜୁନ୍ ୧୦ଠାରୁ ଜୁନ୍ ୨୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା…
CORONAVIRUS UPDATE: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ; ଆଜି ସର୍ବାଧିକ ୩୦୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୩୨ ଲୋକାଲ୍ କଣ୍ଟାକ୍ଟ କେସ୍ ଥିବା ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି।…
ଦେଶର ପ୍ରଥମ କୋଭିଡ କେୟାର ଆଶ୍ରମ: ଯୋଗ, ଧ୍ୟାନ, ଆଧ୍ୟାତ୍ମିକ ଉପାୟରେ କରାଯିବ ଚିକିତ୍ସା
ମୁମ୍ବାଇ,୨୧।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଙ୍ଘାତିକ ହେବାରେ ଲାଗିଛି। ତେବେ କରୋନାର ଚିକିତ୍ସା କରିବାକୁ ମହାରାଷ୍ଟ୍ର ସରକାର ୧ ହଜାର ଶଯ୍ୟା ବିଶିଷ୍ଟ ଏକ ନୂଆ ହସ୍ପିଟାଲ ପ୍ରସ୍ତୁତ କରୁଛନ୍ତି। ଅନ୍ୟପଟେ ରୋଗୀଙ୍କ ଚିକିତ୍ସା କରିବାକୁ ଏବେ ଯୋଗ…
୨୪ ଘଣ୍ଟାରେ ୩୦୬ ମୁଣ୍ଡ ନେଲା କରୋନା
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗିଲାଣି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣରେ ୩୦୬ ଜଣଙ୍କ ମୃତ୍ୟୁ ହେବା ସହ ରେକର୍ଡ ଭାଙ୍ଗିଛି ସଂକ୍ରମିତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…
Archives


