CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ ରୋଗରେ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି
ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ବାସ୍ଥ୍ୟ ଉପରେ ନଜର ରଖାଯିବ।…
କରୋନା ଭାଙ୍ଗିଲା ରେକର୍ଡ: ଗୋଟିଏ ଦିନରେ ୫୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ
ବ୍ରାସିଲିଆ, ୨୦।୬: କରୋନା ମହାମାରୀ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ଆତଙ୍କ ଦେଖାଦେଇଛି। ବ୍ରାଜିଲ୍ରେ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ଏଠାରେ ୫୪ ହଜାର ୭୭୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…
ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଏହି ମହାମାରୀ କେବେ କମିବ ତାକୁ ସମସ୍ତଙ୍କର ଅପେକ୍ଷା। ଏପଟେ ଦେଶରେ ଗୋଟିଏ ଦିନରେ…
ଭଦ୍ରକରେ ୧୮୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୨୦।୬: ଭଦ୍ରକ ଜିଲାରେ ଶନିବାର ପୁଣି ୫ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ଏହାକୁୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମାତ୍ର ୧୮ଜଣ ଚିକିତ୍ସାଧିନ…
ପଶ୍ଚିମବଙ୍ଗରୁ ଫେରିଥିବା ୧୮ ଯବାନ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ୧୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୮ଜଣ ଯବାନ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
CORONAVIRUS UPDATE: ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଲା
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଶଟ୍ଡାଉନ୍ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର
ଗଞ୍ଜାମ,୨୦।୬(ଡି.ଏନ୍.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ଦୁଇ ଦିନ ଧରି ରାଜ୍ୟରେ ଶଟ୍ଡାଉନ୍…
୭୮ଘଣ୍ଟା କୋଟସାହି ପଞ୍ଚାୟତ ଶଟ୍ଡାଉନ
ଟାଙ୍ଗୀ(କଟକ)୨୦ା୬(ଡି.ଏନ୍.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକର ୪ର୍ଥ କରୋନା ପଜିଟିଭ ଆକ୍ରାନ୍ତ କୋଟସାହି ପଞ୍ଚାୟତ ଟାଙ୍ଗୀ ଗ୍ରାମରେ ଶୁକ୍ରବାର ଚିହ୍ନଟ ହୋଇଛି। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ହୋଇଥିବାବେଳେ ଘର କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ନୂଆପଡ଼ା ଅଞ୍ଚଳର। ତେବେ ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…
ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର
କଟକ ଅଫିସ୍,୨୦ା୬: ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍ଡାଉନ୍ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ କରି…
ପୁଣି ସୁସ୍ଥ ହେଲେ ଏନ୍ଡିଆରଏଫ୍ର ୩୬ ଯବାନ
ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍ଡିଆରଏଫ୍ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଶୁକ୍ରବାର ପୁଣି ୩୬ ଯବାନ ସୁସ୍ଥ ହୋଇ ଫେରିଛନ୍ତି। ଯବାନମାନେ ଭୁବନେଶ୍ୱରସ୍ଥିତି କୋଭିଡ ହସ୍ପିଟାଲରେ…
ସବୁ କୋଭିଡ୍ ହସ୍ପିଟାଲରେ ସିସିଟିଭି ଲଗାଅ
ନୂଆଦିଲ୍ଲୀ,୨୦ା୬(ଆଇଏଏନ୍ଏସ୍): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାରାୟଣ (ଏଲ୍ଏନ୍ଜେପି) ହସ୍ପିଟାଲ ଏହାର ସମସ୍ତ ଓ୍ବାର୍ଡରେ ସିସିଟିଭି ଲଗାଇଥିବାରୁ…
Archives


