କରୋନା ଭାଇରସ୍‌

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ ଚିହ୍ନଟ ହୋଇଥିବା ୧୬ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ।…

ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗାଁର ୩ଜଣ ଓ…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି

ଭୁବନେଶ୍ୱର,୧୮।୬(ବ୍ୟୁରୋ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦୦କୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା…

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର ଆଖପାଖ…

କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ…

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଠାଇ…

ପ୍ରତି ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍‌‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍‌‌ କେୟାର ହୋମ୍‌ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି…

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ  କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ କରୋନାରେ ପୀଡ଼ିତ

ପାଟନା,୧୭।୬: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଏବେ ଭାରତରେ ଦିନକୁ ଦିନ ଜଟିଳ ହେବାରେ ଲାଗିିଛି। ଏହାର ମୁକାବିଲା ପାଇଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଏହା କବଳରୁ କେହି ବର୍ତ୍ତିପାରୁ ନାହାନ୍ତି।…

ବିଏମ୍‌ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବୁଧବାର…

ଏଏପି ବିଧାୟିକା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀରେ କରୋନା ସଂକ୍ରମଣ ସଙ୍କଟ ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ଏଥିରୁ କରୋନା ଯୋଦ୍ଧା କି ନେତା ମନ୍ତ୍ରୀ ମଧ୍ୟ ବର୍ତ୍ତି ପାରୁନାହାନ୍ତି। ଇତିମଧ୍ୟରେ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟିକା ଅତିଶି ବୁଧବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ନ୍ୟୁଜିଲାଣ୍ଡରେ କରୋନା ମୁକାବିଲା କରିବ ସେନା

ଓ୍ବେଲିଂଟନ୍‌,୧୭।୬: ନ୍ୟୁଜିଲାଣ୍ଡ ଜୁନ ୮ରେ କରୋନା ମୁକ୍ତ ଦେଶ ବୋଲି ଘୋଷଣା କରିଥିଲା। କିନ୍ତୁ ଗୋଟିଏ ସପ୍ତାହ ପରେ ଦେଶରେ ପୁଣି ୨ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ନ୍ୟୁଜିଲାଣ୍ଡ ଏବେ କଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri