ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପିଙ୍କୁ କରୋନା
ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍ମ୍ୟାନ ପ୍ରଥମେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ…
ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା
ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ…
ବଢୁଛି ମୋଦି ମାସ୍କର ଚାହିଦା
ଭୋପାଳ,୧୬।୬: କରୋନା ମହାମାରୀକୁ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ପୂର୍ବରୁ ମେଡିସିନ ଷ୍ଟୋରରେ ଏହି ମାସ୍କ ଉପଲବ୍ଧ ହେଉଥିବା ବେଳେ ଏବେ ଏହା ରାସ୍ତା କଡରେ ବି ମିଳି ଯାଉଛି। ଆଉ ଗ୍ରାହକ ମାସ୍କ ଖୋଜିବାକୁ ଏଣେତେଣେ…
କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନେଇ ପୁଣେରେ ରାଜନୀତି ଆରମ୍ଭ
ପୁଣେ, ୧୬।୬: କରୋନା ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଦେଶରେ ସମସ୍ତ ରାଜ୍ୟ ମଧ୍ୟରେ ଶୀର୍ଷରେ ରହିଛି। କରୋନା ମୃତକଙ୍କୁ ବହୁ କ୍ଷେତ୍ରରେ ପରିବାର ସଦସ୍ୟ ଛାଡ଼ି ଚାଲିଯାଉଥିବାରୁ ପୁଣେ ନଗର ନିଗମ ପକ୍ଷରୁ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। କରୋନା ମୃତକଙ୍କ…
ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦
ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ କୋଭିଡ୍…
ପଶ୍ଚିମବଙ୍ଗରୁ ଫେରିଥିବା୧୬ ଅଗ୍ନିଶମ କର୍ମଚାରୀଙ୍କୁ କରୋନା
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୬ଜଣ ଅଗ୍ନିଶମ କର୍ମଚାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୯୦୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୮୦…
୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ
ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା ବେତନ ଯଥେଷ୍ଟ ହ୍ରାସ ଘଟିଛି। ହେଲ୍ପଏଜ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକ ସର୍ଭେରୁ ଏହା…
କରୋନା ସଂକ୍ରମଣରୁୁ ନିଜ ଶିଶୁକୁ ବଞ୍ଚାଇବାକୁ ଯଶୋଦା ପାଲଟିଲେ ୨ମା’
ଗାଙ୍ଗଟକ୍,୧୫।୬: ଭଗବାନ କୃଷ୍ଣଙ୍କୁ ମା’ ଦେବକୀ ଜନ୍ମ ଦେଇଥିଲେ କିନ୍ତୁ ତାଙ୍କୁ ମାତୃତ୍ୱର ସ୍ନେହ ଯଶୋଦାଙ୍କଠାରୁ ମିଳିଥିଲା। ତେବେ ବିଶ୍ୱ ମହାମାରୀରେ କିଛି ଏଭଳି କାହାଣୀ ଦେଖିବାକୁ ମିଳିଛି। ଯେଉଁଠାରେ କରୋନା ସଂକ୍ରମଣରୁ ନିଜ ଶିଶୁକୁ ବଞ୍ଚାଇବା ପାଇଁ ୨ ମା’…
ଓଡ଼ିଶା ସାରା ଦେଶରେ ମଡେଲ
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା ମାତ୍ର ୦.୦୩ ପ୍ରତିଶତ ରହିଛି। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ…
ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ କରୋନା ସାମ୍ପଲ ଟେଷ୍ଟ ୨ ଲକ୍ଷ ଟପିଛି। ଏ ନେଇ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏନ୍ଏଚ୍ଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ୫୦ ହଜାର ଟେଷ୍ଟିଂ ପାଇଁ ଆମକୁ ୨…
Archives


