କରୋନା ଭାଇରସ୍‌

ମାସ୍କ ନ ପିନ୍ଧି ବିବାହ ଉତ୍ସବରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦେବନାଗିରି,୧୫।୬: କର୍ନାଟକର ସ୍ବାସ୍ଥମନ୍ତ୍ରୀ ବି. ଶ୍ରୀରାମମୁଲୁ ଏକ ବିବାହ ଉତ୍ସବରେ ମାସ୍କ ନ ପିନ୍ଧି ଯୋଗଦେଇଥିବା ଦେଖିବାକୁ ମିଳିଛି। ପୂର୍ବତନ ମନ୍ତ୍ରୀ ପରମେଶ୍ୱର ନାଏକଙ୍କ ପୁଅ ବାହାଘରରେ ଯୋଗଦେଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ। ଦେଶରେ କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସଚେତନତା ସୃଷ୍ଟି କରାଯାଉଥିବା…

ଜୁନ୍‌ ୧୬ରୁ ଘରକୁ ଘର ବୁଲି ସର୍ଭେ କରିବେ ଆଶା ଦିଦି

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଜୁନ୍‌ ୧୬ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା ଦିଦି ଏବଂ ଏଏନ୍‌ଏମ୍‌ କର୍ମୀ ସର୍ଭେ କରିବେ । ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ସେମାନେ ଯିବେ। କାହାର କରୋନା ଲକ୍ଷଣ…

ଦିଲ୍ଲୀର ଏଲ୍‌ଏନ୍‌ଜେପି ହସ୍ପିଟାଲ ପରିଦର୍ଶନ କଲେ ଶାହା

ନୂଆଦିଲ୍ଲୀ,୧୫।୬: ଦିଲ୍ଲୀରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧିପାଇବା ସହ ଦିନକୁ ଦିନ ପରିସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ହୋଇପଡ଼ିଛି। ଏହାକୁ ନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ସର୍ବଦଳୀୟ ବୈଠକ ଡକାଇଥିଲେ। ଦିଲ୍ଲୀରେ ସବୁ ରାଜନୈତିକ ଦଳ…

ଆଣ୍ଡାମାନ ଡିଜିପି କରୋନାରେ ଆକ୍ରାନ୍ତ

ପୋର୍ଟବ୍ଲେୟାର,୧୫।୬: ଆଣ୍ଡାମାନ ଓ ନିକୋବର ଦ୍ୱୀପର ମହାନିର୍ଦ୍ଦେଶକ(ଡିଜିପି) ଦେପେନ୍ଦ୍ର ପାଠକ ସୋମବାର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ତାଙ୍କ ସହ ଅନ୍ୟ ୨ଜଣ ଅଧିକାରୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଡିଜିପି ଦେପେନ୍ଦ୍ର ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି।…

ଦିନକରେ ଆକ୍ରାନ୍ତ ୧୪୬, ସୁସ୍ଥ ୧୪୬

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ସକାଳେ ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୧୪୬ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩,…

କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୬: ଅନ୍‌ଲକ୍‌-୧ ମଧ୍ୟରେ କରୋନା ସ୍ଥିତିକୁ ନେଇ ମଙ୍ଗଳବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲେଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏହି ମହାମାରୀକୁ ରୋକିବା ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ୨…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୬; ମୋଟ ଆରୋଗ୍ୟ ସଂଖ୍ୟା ୨୮୫୪କୁ ବୃଦ୍ଧି

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩, ଗଜପତି ୧୨, ଭଦ୍ରକ ଓ ବଲାଙ୍ଗାରରୁ ୧୧ଜଣ ଲେଖାଏ,…

କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ

ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ…

ରାୟଗଡାରୁ ୫ କରୋନା ପଜିଟିଭ ଚି଼ହ୍ନଟ

ରାୟଗଡା ଅଫିସ୍‌,୧୫।୬: ରାୟଗଡ଼ା ଜିଲାରୁ ସୋମବାର ୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି। ଚି଼ହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣ କାଶୀପୁର ବ୍ଲକର ଡ଼ଙ୍ଗା ସିଲ ଗ୍ରାମ ପଞ୍ଚାୟତର ୪ ଜଣ ଅଛନ୍ତି। ସେମାନେ ସମସ୍ତେ ଜିଲାର ପ୍ରଥମ ପଜିଟିଭଙ୍କ…

ଜୁଲାଇ ଶେଷ ସୁଦ୍ଧା ପାକିସ୍ତାନରେ କରୋନା ସଂକ୍ରମଣ ୧୨ ଲକ୍ଷ ଛୁଇଁବା ଆଶଙ୍କା

ଇସଲାମାବାଦ୍‌,୧୫।୬: ପାକିସ୍ତାନରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଏଠାରେ ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୩୯ ହଜାର ୨୩୦ ଛୁଇଁଥିବାବେଳେ ମୃତକଙ୍କ ସଂଖ୍ୟା ୨ ହଜାର ୬୩୨ରେ…

ଝାରସୁଗୁଡ଼ାରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୮

ଝାରସୁଗୁଡ଼ା ଅଫିସ,୧୫।୬: ଝାରସୁଗୁଡାରେ ସୋମବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ ଚିକତ୍କାଧୀନ ଅଛନ୍ତି।…

ନିକଟରେ ଲକ୍‌ଡାଉନ ପାଇଁ ନାହିଁ କୌଣସି ଯୋଜନା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ ଅନେକ କଥା ଶୁଣିବାକୁ ମିଳୁଛି। ଅନୁମାନ କରାଯାଉଥିଲା କି କରୋନା ସଂକ୍ରମଣକୁ ଦେଖି ସରକାର ପୁଣିଥରେ ଦିଲ୍ଲୀରେ ଲକ୍‌ଡାଉନ ଘୋଷଣା କରି ପାରନ୍ତି। ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri