କରୋନା ଭାଇରସ୍‌

ରାଜଧାନୀରେ ଡରାଉଛି କରୋନା: ଗତ ୨୪ଘଣ୍ଟାରେ ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୬: ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀରେ କରୋନା ମାମଲା ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ୨୪ ଘଣ୍ଟାରେ ୧,୦୬୦ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ…

ରାଜ୍ୟରେ ବଢୁଛି କରୋନା: ଆଜି ୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୪୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୮୯୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭ ଜଣ ଚିହ୍ନଟ ହୋଇଥିବା…

୮୦ ହଜାର ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୦।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୯୦ ପ୍ରତିଶତ କରୋନା ଆକ୍ରାନ୍ତ ନିଜକୁ ଅସୁରକ୍ଷିତ ମଣୁ ନାହାନ୍ତି, ଅଧିକ ମୃତ୍ୟୁ ଆଶଙ୍କା ଘନଉଛି…

ନୂଆଦିଲ୍ଲୀ, ୨୦।୬ : ଦୁଇ ବର୍ଷ ପରେ କରୋନା ସଂକ୍ରମଣ ବଢୁଥିବାରୁ ବିଶେଷଜ୍ଞମାନେ ଲୋକଙ୍କ ଅସାବଧାନତା ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟିକାକରଣ ନେଇଗଠିତ ଜାତୀୟ ବୈଷୟିକ ପରାମର୍ଶଦାତା…

ପୁଣି ରାଜ୍ୟରେ ୫୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ପୁଣି ଲାଗୁହେଲା ମହାମାରୀ ଆଇନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ପୁଣିଥରେ ମହାମାରୀ ଆଇନ ଶନିବାର ଲାଗୁ କରିଛନ୍ତି। କୋଭିଡ୍‌ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ୨୦୨୦ ମାର୍ଚ୍ଚ ୧୩ ତାରିଖରେ ଏହାକୁ…

କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି ।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦେଶରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୩ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୬: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧୨,୮୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ଦେଶରେ ୧୩,୨୧୬ ନୂଆ କରୋନା…

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୩ ଜଣ ଥିବା ବେଳେ ୧୫ ଜଣ ଲୋକାଲ କେସ୍‌…

ଆମେରିକାରେ ୫ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁଙ୍କୁ କରୋନା ଟିକା

ୱାଶିଂଟନ,୧୮ ।୬: ସାରା ବିଶ୍ୱରେ ପୁଣିଥରେ ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଏହାକୁ ଦୃଷ୍ଟିରେ ରଖି ଏବେ ଆମେରିକାରେ କରୋନା ଟିକାକରଣରେ ସାମିଲ ହୋଇଛନ୍ତି ୫ ବର୍ଷ ପର୍ଯ୍ୟନ୍ତ ବୟସର ଶିଶୁ । ଏବେ ସେଠାରେ ୫ ବର୍ଷ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?