ସୁଧୁରିପାରେ ଜଳବାୟୁ ପରିବର୍ତ୍ତନ ସଙ୍କଟ
ଓ୍ବାଶିଂଟନ,୧୪ା୬: କରୋନା ମହାମାରୀ ସଂକ୍ରମଣକୁ ହ୍ରାସ କରିବା ଲାଗି ବିଶ୍ୱବ୍ୟାପୀ ଲକ୍ଡାଉନ ବେଳେ ଏହାର ସୁଫଳ ପରିବେଶ ଉପରେ ପଡ଼ିଥିଲା। ଆମର କାର୍ଯ୍ୟ ହିଁ ଆଗାମୀ ପିଢ଼ି ପାଇଁ ଭଲ ପରିବେଶ ଦେବାକୁ ସକ୍ଷମ, ତାହାର ସମ୍ଭାବନା ଏଥିରୁ ସ୍ପଷ୍ଟ ହୋଇଥିଲା।…
ସୁବର୍ଣ୍ଣପୁର ଜିଲା ହେଲା କରୋନା ମୁକ୍ତ: ସମସ୍ତ ୨୯ ସଂକ୍ରମିତ ସୁସ୍ଥ
ସୋନପୁର,୧୩।୬(ନି.ପ୍ର.)-ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ଖୁସି ଖବର । ଏହି ଜିଲା କରୋନା ମୁକ୍ତ ହୋଇଥିବା ଜିଲାପାଳ ମୋନିଷା ବାନାର୍ଜୀ କହିଛନ୍ତି । ଆଇଟିଆଇସ୍ଥିତ ଜିଲା ଅସ୍ଥାୟୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ…
ଏଆଇଏଡିଏମ୍କେ ବିଧାୟକ କରୋନା ଆକ୍ରାନ୍ତ
ଚେନ୍ନାଇ, ୧୩ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍କେର ଚେପକ ବିଧାୟକ ଜେ. ଆନ୍ବାଝଗନ୍…
ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ
ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ…
କରୋନା ପାଇଁ ଔଷଧ ଆଣିଲା ପତଞ୍ଜଳି!
ନୂଆଦିଲ୍ଲୀ,୧୩।୬: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗର ଉପଶମ ଲାଗି ଯୋଗଗୁରୁ ବାବା ରାମଦେବଙ୍କ ଯୋଗପୀଠ ପତଞ୍ଜଳି ଏଥିପାଇଁ ଔଷଧ ବାହାର କରିଥିବା ଦାବି କରିଛି। ପତଞ୍ଜଳିର ସିଇଓ ଆଚାର୍ଯ୍ୟ ବାଲକ୍ରିଷ୍ଣ କହିଛନ୍ତି କରୋନା ମହାମାରୀକୁ…
ମହାରାଷ୍ଟ୍ରରେ କମିଲା କରୋନା ଟେଷ୍ଟର ଦାମ
ମୁମ୍ବାଇ,୧୩।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କରିଥିବା ବେଳେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ତେବେ ମହାରାଷ୍ଟ୍ରରେ କରୋନା ଟେଷ୍ଟର ଦାମ୍ କମ୍ ହୋଇଯାଇଛି।…
CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩,…
ସୁସ୍ଥ ହେଲେ ଜଣେ କରୋନା ଆକ୍ରାନ୍ତ, ଅନ୍ୟ ଜଣଙ୍କୁ ମିଳିଲା ହସ୍ପିଟାଲରୁ ଛୁଟି
ଗୁଆହାଟୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବ୍ୟସ୍ଥତା ମଧ୍ୟରେ ବେଳେବେଳେ ହସ୍ପିଟାଲ ପକ୍ଷରୁ କେତେକ ଭୁଲ ଭଟକା ମଧ୍ୟ ହୋଇ ଯାଉଛି। ଏଭଳି ଏକ ଘଟଣା ଆସାମରେ ଘଟିଛି। ଏଠାରେ ଜଣେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା…
ସାଇକେଲ ରୋକିବ କରୋନା ସଂକ୍ରମଣ: ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପରାମର୍ଶ
ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ ସାଇକେଲ ସହିତ ଅନ୍ୟ ବିନା ମୋଟର ଚାଳିତ ଯାନର ବ୍ୟବହାର ଉପରେ ଗୁରୁତ୍ୱ ଦେବାକୁ…
ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ କରୋନା ପଜିଟିଭ୍ ଚିହ୍ନଟ: ଅଞ୍ଚଳରେ ଭୟର ବାତାବରଣ, ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ
ନିଶ୍ଚିନ୍ତକୋଇଲି,୧୩।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ସରକାରୀ ସଂଗରୋଧ କେନ୍ଦ୍ର ଓ ୪ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିଲେ। ବଡ଼ଖିର ପଞ୍ଚାୟତ ଗୋପପୁର ଗ୍ରାମର ୨ଜଣ, କଳମିଶ୍ରୀ ପଞ୍ଚାୟତର ୨ଜଣ ଅଛନ୍ତି।…
ଗଞ୍ଜାମରେ ନୂଆ ପଜିଟିଭ୍ ମଧ୍ୟରେ ୧୧ କରୋନା ଯୋଦ୍ଧା, ଟୁଇଟ୍ କରି ସୂଚନା ଦେଲେ ଜିଲାପାଳ
ଛତ୍ରପୁର, ୧୩।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ସେଥିରେ ୧୧ ଜଣ କରୋନା ଯୋଦ୍ଧା ମଧ୍ୟ ଅଛନ୍ତି। ସେମାନେ କରୋନା ପଜିଟିଭ୍ମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଶନିବାର ଅପରାହ୍ନ…
ପ୍ରତି ଲକ୍ଡାଉନ ପରେ ବଢ଼ିଛି ଆକ୍ରାନ୍ତଙ୍କ ସଂଖ୍ୟା, ସରକାର ଗୋଟିଏ ପ୍ରକାର ଭୁଲ କରି ନୂଆ ପରିଣାମର ରଖୁଛନ୍ତି ଆଶା: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୧୩।୬: ଦେଶରେ ଜାରି ହୋଇଥିବା ଲକ୍ଡାଉନ ନେଇ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଶନିବାର ରାହୁଲ ଗାନ୍ଧୀ ଲକ୍ଡାଉନ ପରେ କିଭଳି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି ତାହାର ୪ଟି ଗ୍ରାଫ୍…
Archives


