କରୋନା ଭାଇରସ୍‌

୪୦ ଲକ୍ଷ ତଣ୍ଡ ଗଣିଲେଣି ଖିଲାପକାରୀ

କଟକ ଅଫିସ,୧୩ା୬: ପର୍ଯ୍ୟାୟକ୍ରମେ ଚାଲିଛି ଲକ୍‌ଡାଉନ୍‌। ବିଭିନ୍ନ କଟକଣା ଭିତରେ ସାମାଜିକ କାର୍ଯ୍ୟକଳାପ ଜାରି ରହିଛି। କିନ୍ତୁ ଏସବୁ କଟକଣା ସହରବାସୀଙ୍କୁ କାଟୁ କରୁନାହିଁ। ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ନ ରଖିବା ହେତୁ ପୋଲିସ ଇତି…

ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ…

ତାଲିକାରେ ଅଣସେବକଙ୍କ ନାଁ

ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ନିଷ୍ପତ୍ତି ନେଇ ପ୍ରଥମ ପର୍ଯ୍ୟାୟରେ ୫ ହଜାର…

କଟକ: ଦିନକରେ ୯୨ ପଜିଟିଭ

କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ ଚିହ୍ନଟ ହୋଇଥିବାବେଳେ କଟକ ସହରରୁ ଜଣେ, ନିଶ୍ଚିନ୍ତକୋଇଲିରୁ ୪୩, ନିଆଳିରୁ ୧୧, ସାଲେପୁରରୁ ଦୁଇ,…

ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍‌: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ ଶ୍ରୀ ଗୋବିନ୍ଦ ରାଜ ସ୍ବାମୀ ମନ୍ଦିରକୁ ୨ ଦିନ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ…

ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ାଇ ଦେଇଛି। ଶୁକ୍ରବାର…

ଅନ୍‌ଲକ୍‌-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ

ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍‌ରେ କରୋନା ସଂକ୍ରମଣକୁ ରୋକିବା ଅସମ୍ଭବ। ଇତିମଧ୍ୟରେ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଅନ୍‌ଲକ୍‌-୧ରେ ରାତ୍ରକାଳୀନ କର୍ଫ୍ୟୁକୁ…

ଶ୍ରମ ମନ୍ତ୍ରଣାଳୟର ଆଉ ୨୫ ଅଧିକାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୬: ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଆଉ ୨୫ଜଣ ଅଧିକାରୀ ଶୁକ୍ରବାର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ମନ୍ତ୍ରଣାଳୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ପାରିବାରିକ ସଦସ୍ୟଙ୍କଠାରୁ ଉକ୍ତ ଅଧିକାରୀ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ତେବେ ରିପୋର୍ଟ…

ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍‌ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତି, ‘ଯୁଦ୍ଧ ସମୟରେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କରିପାରିବ ନାହିଁ’।…

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ଦିଲ୍ଲୀର ସ୍ଥିତିକୁ ନେଇ କୋର୍ଟ ଚିନ୍ତା ବ୍ୟକ୍ତ କରିଛନ୍ତି। ଏଥିସହ ହସ୍ପିଟାଲରେ ମୃତଦେହ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ଜଣ ରହିଛନ୍ତି। ଏହାଛଡ଼ା ଖୋର୍ଦ୍ଧାର ୧୯, ବାଲେଶ୍ୱରର…

ଆପୋଲୋ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆପୋଲୋ ହସ୍ପିଟାଲ୍‌ର ଜଣେ ମହିଳା କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେ ଗାଡ଼କଣା ଅଞ୍ଚଳର ୪୬ ବର୍ଷୀୟା ମହିଳା ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ତେବେ ଭୁବନେଶ୍ୱରରୁ ଶୁକ୍ରବାର ଚିହ୍ନଟ ହୋଇଥିବା ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri