କରୋନା ଭାଇରସ୍‌

କରୋନାରେ ପୀଡ଼ିତ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯।୬: ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’ ମାଧଓ୍ବି ରାଜେ ସିନ୍ଧିଆ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଦୁହିଁଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଦିନରୁ ଜ୍ୟୋତିରାଦିତ୍ୟଙ୍କୁ ଗଳାରେ ଯନ୍ତ୍ରଣା ହେବା…

୪୩ଲକ୍ଷ ଲୋକଙ୍କୁ ୨ମାସର ମାଗଣା ରାସନ ଯୋଗାଇ ଦେବେ ରାଜସ୍ଥାନ ସରକାର

ଜୟପୁର,୯।୬: କରୋନା ଯୋଗୁ ଦେଶବ୍ୟାପି ଏବେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବେରୋଜଗାର ହୋଇଥିବା ଲୋକଙ୍କୁ ରାଜସ୍ଥାନ ସରକାର ଆଶ୍ୱସ୍ତିକର ପ୍ରଦାନ କରିଛନ୍ତି। ଆଗାମୀ ୨ମାସ ପର୍ଯ୍ୟନ୍ତ ସରକାର ସେମାନଙ୍କୁ ମାଗଣା ରାଶନ ଯୋଗାଇଦେବେ ବୋଲି ଜଣାପଡ଼ିଛି। ଏଥିସହ ସେମାନଙ୍କୁ…

ଚଳିତ ବର୍ଷ ଦିଆଯିବନି ରମଣ ମାଗାସେସ୍‌ ଆଓ୍ବାର୍ଡ: ୬୩ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ବନ୍ଦ

ମାନିଲା,୯।୬: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମଣ ମାଗାସେସ୍‌ ଆଓ୍ବାର୍ଡ ଚଳିତ ବର୍ଷ ଦିଆ ଯିବନାହିଁ। ଏହି ଫିଲିପାଇନ୍ସ୍‌ ଶାନ୍ତି ପୁରସ୍କାରକୁ କରୋନା ମହାମାରୀ ପାଇଁ ରଦ୍ଦ କରାଯାଇଛି। ପ୍ରତିବର୍ଷ ଏହାକୁ ମାନିଲାଠାରେ ଯୋଗ୍ୟ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଇଥାଏ। ୧୯୫୭ଠାରୁ ଗତ…

ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି। ସମ୍ପୃକ୍ତ ନିୟମଗୁଡ଼ିକ ହେଲା: – ଅଫିସରେ ସାମାଜିକ ଦୂରତା…

ଭୁବନେଶ୍ୱରରୁ ୪ କରୋନା ପଜିଟିଭ ଚିହ୍ନଟ: ୩ ପୁରୁଷ, ଜଣେ ମହିଳା

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୬ କରୋନା ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ୪ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩ଜଣ ଯୁବକ ଥିବାବେଳେ ଜଣେ ଯୁବତୀ ଅଛନ୍ତି। ତେବେ ସମସ୍ତ ୪ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ସେମାନଙ୍କ…

ଜୁଲାଇ ଶେଷ ସୁଦ୍ଧା ୫ଲକ୍ଷ ଛୁଇଁପାରେ କରୋନା ସଂକ୍ରମଣ, ଆବଶ୍ୟକ ୮୦ହଜାର ବେଡ୍‌: ସିସୋଡିଆ

ନୂଆଦିଲ୍ଲୀ,୯।୬: ଦିଲ୍ଲୀରେ ବେଲଗାମ୍‌ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଗୋଷ୍ଠୀ ସଂକ୍ରମଣ ଭୟକୁ ନେଇ ମଙ୍ଗଳବାର ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଧ୍ୟକ୍ଷତାରେ ଡିଡିଏମ୍‌ଏରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ…

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ସୂଚନା ଦେଇଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୨୯…

୯୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା ଲାଗୁଛି ଭଲ: ଅନ୍‌ଲାଇନ୍‌ ପାଠପଢ଼ାରେ ପୂରଣ ହେଉନି ଆବଶ୍ୟକତା

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯାଉଛି। ତେବେ ଏଭଳି ବ୍ୟବସ୍ଥାରେ ପାଠପଢ଼ାର ବହୁ ଆବଶ୍ୟକତା ପୂରଣ ହେଉ ନାହିଁ। ୯୦.୬ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା…

କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଲା କେଜରିଓ୍ବାଲଙ୍କ ନମୁନା

ନୂଆଦିଲ୍ଲୀ,୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଗଳାରେ ଦରଜ ଅନୁଭବ କରିବା ସହ ଜ୍ୱର ଲାଗିବାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ। କରୋନା ଭଳି ଲକ୍ଷଣ ପ୍ରକାଶ ପାଇବାରୁ ମଙ୍ଗଳବାର ତାଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

ସାହାରପଡ଼ା ବ୍ଲକର ଦ୍ୱିତୀୟ କରୋନା ପଜିଟିଭ ଚିହ୍ନଟ

ପାଟଣା,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତର ଜଣେ ୫୫ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ସାହାରପଡ଼ା…

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯,୯୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଦେଶରେ…

ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ

କଟକ ଅଫିସ,୯।୬: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?