କରୋନା ଭାଇରସ୍‌

ଗଞ୍ଜାମରେ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୩.୫ ଲକ୍ଷ ପରିବାରଙ୍କ ପାଖରେ ପହଞ୍ଚିବ ଟିମ୍‌

ଛତ୍ରପୁର, ୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂ ଫେଜ୍‌ -୨ ଆରମ୍ଭ ହୋଇଛି। ଜିଲାରେ ଥିବା ସାଢ଼େ ୩ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରର ସମସ୍ତ ସଦସ୍ୟଙ୍କ କରୋନା ଲକ୍ଷଣ ଅଛି କି ନାହିଁ ତାହାର ଥର୍ମାଲ ସ୍କ୍ରିନିଂ ଚାଲିଥିବା…

ଥିଏଟରରେ ରିଲିଜ୍‌ ହେବ ଜୟାଙ୍କ ବାୟୋପିକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କ ଅଭୀନିତ ଫିଲ୍ମ ତଲାଓ୍ବି ରିଲିଜ୍‌କୁ ନେଇ ବହୁ କଳ୍ପନା ଜଳ୍ପନା ଲାଗି ରହିଥିଲା। ପୂର୍ବରୁ କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ଅନ୍ୟ ପିଲ୍ମଗୁଡ଼ିକ ଫିଲ୍ମ ଭଳି ଏହା ମଧ୍ୟ ଡିଜିଟାଲ ପ୍ଲାଟଫର୍ମ (ଓଟିଟି)ରେ ରିଲିଜ୍‌…

ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ…

କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ ନମୁନା…

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା। ଏହାପୂର୍ବରୁ କେନ୍ଦ୍ରଶାସିତ ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ କୌଣସି ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇ…

ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା

ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ ସଂକ୍ରମିତଙ୍କୁ ନେଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୩୧ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ…

ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଦେଶ କରୋନା ମୁକ୍ତ ହୋଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଘୋଷଣା…

ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍‌ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ…

ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍‌ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୨୫…

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ…

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର ୮୪୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri