ଥମୁନି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ଛୁଇଁଲା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୮।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ୬୩୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪…
ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ
ନୂଆଦିଲ୍ଲୀ,୮ା୬: କୋଭିଡ୍-୧୯ ଜନିତ ଲକ୍ଡାଉନ ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଛି। ଫଳରେ ସାରାଦେଶର ପିଲା ଶିକ୍ଷାଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଏହା କେବେ ଖୋଲିବ ଜାଣିବା ପାଇଁ ପାଖାପାଖି ୩୩ କୋଟି ପିଲା ଅପେକ୍ଷା କରି ରହିଛନ୍ତି। ଅଗଷ୍ଟ ପରେ…
ଖୋଲିବନି କି ଜଗନ୍ନାଥ ମନ୍ଦିର
ନୂଆଦିଲ୍ଲୀ,୮ା୬: ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନରେ ଜୁନ୍ ୮ ଅର୍ଥାତ୍ ସୋମବାରଠାରୁ ଦେଶରେ ବିଭିନ୍ନ ଧାର୍ମିକ ତଥା ଉପାସନା ସ୍ଥଳ ଖୋଲିବାକୁ ଯାଉଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ରକ୍ଷଣାବେକ୍ଷଣରେ ଥିବା ୮୨୦ ସ୍ମାରକୀକୁ ଖୋଲିବା ଲାଗି ରବିବାର କେନ୍ଦ୍ର ସଂସ୍କୃତି…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର ୧୭, ନୟାଗଡ଼ର ୧୫, ଗଞ୍ଜାମର…
ମାସ୍କ ନ ପିନ୍ଧି କାନପୁର ଆଇଜି ଦେଲେ ଜରିମାନା
ଲକ୍ଷ୍ନୌ, ୭।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା, ନିୟମିତ ଅନ୍ତରରେ ହାତ ଧୋଇବା, ବାହାରେ ଛେପ ନ ପକାଇବା, ମାସ୍କ ପିନ୍ଧିବା ଆଦି…
ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଅଟକ
ନୂଆଦିଲ୍ଲୀ, ୭।୬: ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ କୁମାର ଗୁପ୍ତାଙ୍କୁ ପୋଲିସ ଅଟକ ରଖିଛି। ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ନିଷ୍ପତ୍ତି ବିରୋଧରେ ରାଜଘାଟରେ ପ୍ରଦର୍ଶନ କରୁଥିବାବେଳେ ପୋଲିସ ତାଙ୍କୁ ଗିରଫ କରିଛି। ସୋମବାରଠାରୁ ଦିଲ୍ଲୀ ସୀମା ଖୋଲାଯିବ ତେବେ…
କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମାଷ୍ଟରଟିକ୍ରାରୁ ହଟିଲା କଣ୍ଟେନ୍ମେଣ୍ଟ୍ ଜୋନ୍ କଟକଣା
ବରଗଡ଼ ଅଫିସ,୭ା୬: କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧୪ର ସୁବାସ ନଗର(ମାଷ୍ଟରଟିକ୍ରା) ଏବଂ ସ୍ଥାନୀୟ ଶ୍ରାରାମ ମନ୍ଦିରରୁ ମାଷ୍ଟରଟିକ୍ରା ଛକ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। ସେହିପରି ସୁବାସ ନଗର…
କୋଭିଡ-୧୯ ମୃତ୍ୟୁ ସମ୍ପର୍କରେ ତଥ୍ୟ ଦେବେନାହିଁ ବ୍ରାଜିଲ ସରକାର
ରିଓ ଡି ଜେନେରିଓ,୭।୬: କୋଭିଡ-୧୯ ବା କରୋନା ଭାଇରସ ଏବେ ସାରା ବିଶ୍ୱରେ ବ୍ୟାପୀ ଚାଲିଥିବା ବେଳେ ଏ କ୍ଷେତ୍ରରେ ବ୍ରାଜିଲର ସ୍ଥିତି ଉଦ୍ବେଗଜନକ ରହିଛି। ଦିନକୁ ଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ରୋଗୀ ଚିହ୍ନଟ ହେଉଥିବା ବେଳେ…
ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ…
ମହାରାଷ୍ଟ୍ରରେ ୨,୫୬୨ ପୋଲିସ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୩
ମୁମ୍ବାଇ, ୭।୬: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଆଗୁଆ ରହିଛି। ରାଜ୍ୟ ପୋଲିସ ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟ ପୋଲିସ ବିଭାଗର ୨,୫୬୨ ଜଣ କରୋନରେ ଆକ୍ରାନ୍ତ…
ଗର୍ଭବତୀଙ୍କ ଚିକିତ୍ସା କରିବାକୁ ମନାକଲେ ୮ ହସ୍ପିଟାଲ: ୧୩ ଘଣ୍ଟାପରେ ଆମ୍ବୁଲାନ୍ସ୍ରେ ଘଟିଲା ମୃତ୍ୟୁ
ନୋଏଡ଼ା, ୭।୬: ଦେଶରେ କରୋନା ସଂକ୍ରମଣ ନେଇ ଲୋକେ ଏଭଳି ଆତଙ୍କିତ ହୋଇ ପଡ଼ିଛନ୍ତି ଯେ, ସେମାନଙ୍କ ମଧ୍ୟରେ ଥିବା ସାଧାରଣ ମାନବିକତା ମଧ୍ୟ ଏବେ ହଜି ଯାଇଛି। ଏହାର ସଦ୍ୟତମ ଉଦାହରଣ ଦିଲ୍ଲୀର ନୋଏଡ଼ାରେ ଘଟିଛି। ଏଠାରେ କରୋନା ଲକ୍ଷଣ…
କରୋନା ସଂକ୍ରମଣ: ଜୁନ୍ ଶେଷ ବେଳକୁ ରାଜଧାନୀରେ ସ୍ଥିତି ହେବ ଅଣାୟତ!
ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ବେଳକୁ ବେଳ ସ୍ଥିତି ଅଣାୟତ ହେବାରେ ଲାଗିଛି। ମହାରାଷ୍ଟ୍ର ଓ ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟାରେ ବହୁ ପରିମାଣରେ ବୃଦ୍ଧି…
Archives


