ଭାରତରେ ଫୁଟିବ କରୋନା ବୋମା
ଜାତିସଂଘ, ୭ା୬: ମହାମାରୀ କରୋନା ବିଶ୍ୱକୁ କଲବଲ କରିଚାଲିଛି। ଏବେ ୬୮ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩.୯୮ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଆମେରିକା, ବ୍ରାଜିଲ, ରୁଷିଆ, ସ୍ପେନ୍, ବ୍ରିଟେନ ପରେ ଭାରତ ଷଷ୍ଠ ସ୍ଥାନରେ…
ପୁଣି ଉତ୍କଟ ହେଲା ବାୟୁ ପ୍ରଦୂଷଣ
ନୂଆଦିଲ୍ଲୀ,୭ା୬(ଆଇଏଏନ୍ଏସ୍): ଲକ୍ଡାଉନର ପ୍ରାରମ୍ଭିକ ପର୍ଯ୍ୟାୟରେ ଦେଶର ୬ଟି ପ୍ରମୁଖ ସହରରେ ବାୟୁ ପ୍ରଦୂଷଣ ଯଥେଷ୍ଟ ହ୍ରାସ ପାଇଥିଲା। ତେବେ ଧୀରେ ଧୀରେ ଲକ୍ଡାଉନ ଖୋଲିବା ସହ ପ୍ରଦୂଷଣ ପୁଣି ବଢ଼ିବା ଆରମ୍ଭ କରିଛି। ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଏହି ତଥ୍ୟ…
କୋଭିଡ୍ କିଟ୍ ବିବାଦ ପ୍ରସଙ୍ଗ: ସ୍ବାସ୍ଥ୍ୟମନ୍ତ୍ରୀ କହିଲେ କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ (ପିପିଇ), ଭେଣ୍ଟିଲେଟର, ମାସ୍କ ଆଦି ବିଭିନ୍ନ କୋଭିଡ୍ କିଟ୍ କିଣାକୁ ନେଇ ବିବାଦ ଉପୁଜିଥିବାବେଳେ ବିରୋଧୀମାନେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ମଗାଇଥିବା କିଟ୍ ନ ରଖିବା ଓ ରାତାରାତି ମାସ୍କ…
ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ
କଟକ ଅଫିସ,୬ା୬-ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…
ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ
ନିରାକାରପୁର,୬ା୬(ଡି.ଏନ୍.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତା’ର ୮ଦିନ ପରେ ତାଙ୍କ ପୁତୁରାଙ୍କ ପଜିଟିଭ୍ ବାହାରିବା ପରେ ଗାଁରେ କୋକୁଆ ଭୟ…
ଲକ୍ଡାଉନ୍ କୋହଳ ଅର୍ଥ ନୁହେଁ ‘ଅଲ୍ କ୍ଲିୟର’: ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍-ଜୁଲାଇର ସମ୍ଭାବ୍ୟ ପରିସ୍ଥିତି ମୂଳରେ ଗୋଟିଏ ଆତ୍ମସଚେତନତାର କଥା। ସେଇଟି ହେଲା ଲକ୍ଡାଉନ୍ରେ କୋହଳ ଅର୍ଥ ନୁହେଁ କରୋନାର ଶେଷ। ଏହା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାର ଅର୍ଥ ମଧ୍ୟ ନୁହେଁ ‘ଅଲ୍ କ୍ଲିୟର’। ଯୁଦ୍ଧ ସମୟରେ ଶତ୍ରୁର ଆଶଙ୍କା ଚାଲିଯିବା…
ଜୁନ୍ ୩୦ ଦିନିଆ, ୭୨୦ ଘଣ୍ଟା କରୋନାଠୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ:ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ବର୍ତ୍ତମାନ କ୍ଷେତ୍ରରେ କରୋନା ଏକ ମହାମାରୀ ବୋଲି ସମସ୍ତେ ଜାଣନ୍ତି। ଏହି ମହାମାରୀର ମୁକାବିଲା କରିବା ପାଇଁ ସମସ୍ତ ଅସ୍ତ୍ରଶସ୍ତ୍ର ସାଧାରଣ ଲୋକ ହାତରେ ରହିଛି। ପରିଷ୍କାର ପରିଚ୍ଛନ୍ନ ରହିବା, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖି ଚଳପ୍ରଚଳ ହେବା…
କ୍ୱାରାଣ୍ଟାଇନ୍ ସେଣ୍ଟରରୁ କରୋନା ଆକ୍ରାନ୍ତ ଚିହ୍ନଟଙ୍କୁ ଛାଡ଼ିଲେନି ପ୍ରବାସୀ, ସମସ୍ତଙ୍କ ସ୍ବାବ୍ ଟେଷ୍ଟ ପାଇଁ ଅଡ଼ିବସିଲେ
ଭଣ୍ଡାରିପୋଖରୀ,୬ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ମହୁରା କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀମାନେ ରହୁଥିଲେ ମଧ୍ୟ କାହାର ସ୍ବାବ୍ ଟେଷ୍ଟ କରାଯାଉ ନ ଥିବାରୁ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭଣ୍ଡାରିପୋଖରୀ ବ୍ଲକରେ ଶନିବାର ଦୁଇଜଣ କରୋନା ପଜିଟିଭ୍…
କରୋନା ସହ ଲଢ଼େଇର ଏବେ ଚତୁର୍ଥ ପର୍ଯ୍ୟାୟ: ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତି ଘରର ସଦସ୍ୟ
ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ପ୍ରଥମ ତିନୋଟି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ଥିଲେ ସରକାର ଅର୍ଥାତ ପ୍ରଶାସନ। ଏବେ ଜୁନ୍ ମାସ ଚତୁର୍ଥ ପର୍ଯ୍ୟାୟର ସମୟ। ଏହି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତିଟି ଘରର ସଦସ୍ୟ। ଏହି ପର୍ଯ୍ୟାୟର ସଫଳ…
ଜୁନ୍ ଚତୁର୍ଥ ପର୍ଯ୍ୟାୟର ସମୟ; ଜୀବିକାକୁ ରକ୍ଷା କରିବା ବେଳେ ଦେଖାଦେଇଛି ଅନୁଶାସନ କୋହଳର ଭୟ: ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲାର ପ୍ରଥମ ପର୍ଯ୍ୟାୟରେ ବିଦେଶରୁ ଫେରିଥିବା କିଛି ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତି ଏବଂ ତାଙ୍କର ସଂସ୍ପର୍ଶରେ ଆସିଥିବା ଅନ୍ୟାନ୍ୟ ବ୍ୟକ୍ତି ସଂକ୍ରମିତ ହୋଇଥିଲେ। ତୃତୀୟ ପର୍ଯ୍ୟାୟରେ ପ୍ରାୟ ୫…
ଓଡ଼ିଶା ପାଇଁ ଜୁନ୍ ନିର୍ଣ୍ଣାୟକ ମାସ, ଘାଟି ଡେଇଁଗଲେ ବିପଦ କମିଯିବ: ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୨ ଆକ୍ରାନ୍ତ, କେନ୍ଦ୍ରାପଡ଼ାର ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୨ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୧,୭୧୬ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡ଼ାର ୩୩, ବଲାଙ୍ଗୀରର…
Archives


