କରୋନା ଭାଇରସ୍‌

ସ୍ଥିତି ପୁଣି ଅଣାୟତ୍ତ ମୁହାଁ…

ନୂଆଦିଲ୍ଲୀ, ୧୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

୪୧ ହଜାର ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

୨୪ ଘଣ୍ଟାରେ ୮ ହଜାର ଛୁଇଁଲା ସଂକ୍ରମଣ

ନୂଆଦିଲ୍ଲୀ,୧୧।୬: ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୨୯ ଜଣ ପଜିଟଭ୍‌ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ ନେଇଛି କରୋନା। ତେବେ କରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର…

ପଶୁଙ୍କ ପାଇଁ ଆସିଲା କୋଭିଡ୍‌ ଟିକା

ନୂଆଦିଲ୍ଳୀ,୧୧।୬: ହରିୟାଣାର ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚର ରିସର୍ଚ୍ଚ (ଆଇସିଏଆର୍‌) ଏବଂ ନ୍ୟାଶନାଲ ରିସର୍ଚ୍ଚ ସେଣ୍ଟର (ଏନ୍‌ଆର୍‌ସି) ମିଳିତ ଭାବେ ପଶୁଙ୍କ ପାଇଁ କରୋନା ଭାକ୍ସିନ ‘ଏନୋକୋଭାକ୍ସ’ ଆବିଷ୍କାର କରିଛନ୍ତି। କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଦ୍ୱାରା ଏହି ଟିକାକୁ…

ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଏବଂ ଲୋକାଲ କେସ ୯…

ବିମାନ ଯାତ୍ରୀଙ୍କ ପାଇଁ କୋଭିଡ ନିୟମରେ ପରିବର୍ତ୍ତନ କଲା ଆମେରିକା, ଆଉ ଦେବାକୁ ପଡିବ ନାହିଁ ଆର୍‌ଟିପିସିଆର ରିପୋର୍ଟ

ୱାଶିଂଟନ,୧୧ ।୬: ସାରା ବିଶ୍ୱରେ ଏବେ କରୋନାର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ କରୋନା ନିୟମରେ ବି କୋହଳ ତଥା ପରିବର୍ତ୍ତନ କରାଗଲାଣି । ବିଭିନ୍ନ ପ୍ରତିବନ୍ଧକକୁ ହଟାଇ ଦିଆଗଲାଣି ।…

ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି କରୋନା ଚିନ୍ତା ଘାରିଛି। ହଷ୍ଟେଲର ମୋଟ୍‌ ୫୭…

ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ପୁଣି କରୋନା ଆତଙ୍କ, ଦେଶର ୨୮ ଜିଲା ରେଡ୍‌ ଜୋନ୍‌…

ନୂଆଦିଲ୍ଲୀ, ୯।୬ : କରୋନା ସଂକ୍ରମଣ ନେଇ ଦେଶରେ ପୁଣି ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣ ବୃଦ୍ଧି ଯୋଗୁ ହିମାଚଳ ପ୍ରଦେଶରୁ କେରଳ ପର୍ଯ୍ୟନ୍ତ ଦେଶର ୨୮ ଟି ଜିଲାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି।…

ସୋନିଆଙ୍କ ନୂଆ ରିପୋର୍ଟ ବି କରୋନା ପଜିଟିଭ, ଇଡି ପାଖରୁ ମାଗିଲେ ୩ ସପ୍ତାହ ସମୟ

ନୂଆଦିଲ୍ଲୀ,୯ ।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଦ୍ୱିତୀୟ ରିପୋର୍ଟ ବି କରୋନା ପଜିଟିଭ ଆସିଛି । ଏହାପରେ ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ପତ୍ର ଲେଖି ପଚରାଉଚରା ପାଇଁ ୩ ସପ୍ତାହର ସମୟ ମାଗିଛନ୍ତି । ସେ ଇଡିକୁ ୩ ସପ୍ତାହ…

୫ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?