କରୋନା ଭାଇରସ୍‌

CORONAVIRUS UPDATE: ରାଜ୍ୟରେ ପୁଣି ୧୭୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୫୦ଜଣ ଚିହ୍ନଟ ହୋଇଥିବା ବେଳେ ୨୩…

୭ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି, ତରବରିଆ ଭାବେ ନିଆଯାଇଛି ଅନ୍‌ଲକ୍‌-୧ ନିଷ୍ପତ୍ତି: ବିଶେଷଜ୍ଞ

ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି। ଅନ୍‌ଲକ୍‌-୧ ନିଷ୍ପତ୍ତି ସରକାର ତରବରିଆ ଭାବେ ନେଇଥିବାରୁ ଏଭଳି ହୋଇଥିବା ବିଶେଷଜ୍ଞ…

‘ଏଚ୍‌ସିକ୍ୟୁ ଅସୁରକ୍ଷିତ’ ଦାବିରୁୁ ଓହରିଲେ ଅଧ୍ୟୟନକାରୀ

ଓ୍ବାଶିଂଟନ,୬ା୬: କରୋନା ରୋଗୀଙ୍କୁ ଦିଆଯାଉଥିବା ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ବିରୋଧରେ ଏକପ୍ରକାର ଷଡ଼ଯନ୍ତ୍ର କରାଯାଇଥିବା ମନେହେଉଛି। କାରଣ ଏହି ଔଷଧ କରୋନା ରୋଗୀଙ୍କ ପାଇଁ ନିରାପଦ ନୁହେଁ ବୋଲି ମେଡିକାଲ ଜର୍ନାଲ ‘ଦ ଲାନ୍‌ସେଟ୍‌’ ପକ୍ଷରୁ ଏକ ଅଧ୍ୟୟନ…

ଅଦାଲତରେ ଅଚଳାବସ୍ଥା

ନୂଆଦିଲ୍ଲୀ,୬ା୬: ମେ ୨୫ ତାରିଖରେ ଭାରତରେ ଇଦ୍‌-ଉଲ୍‌-ଫିତର ପାଳନ କରାଯାଉଥିବାବେଳେ ୧୨ ବର୍ଷୀୟା ତଲ୍‌ହା ଓ ୫ ବର୍ଷୀୟା ମରିଅମ୍‌ ରାତିରେ ସେମାନଙ୍କ ମା’ଙ୍କ ମୋବାଇଲ୍‌ ଫୋନ୍‌ ସହ ଶୋଇଥିଲେ। କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ମାର୍ଚ୍ଚ ୨୫ରୁ ଦେଶବ୍ୟାପୀ…

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ ଏହାର…

ପିପିଇ କିଟ୍‌ ଠକେଇର ଶିକାର ଅଶ୍ୱିନୀ ହସ୍ପିଟାଲ

ଭୁବନେଶ୍ୱର,୬ା୬ (ବ୍ୟୁରୋ): ସଂକ୍ରମଣ ରୋକିବା କ୍ଷେତ୍ରରେ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ୍‌ (ପିପିଇ)ର ଜରୁରୀ ଆବଶ୍ୟକତା ରହିଛି। କରୋନା ମହାମାରୀ ପାଇଁ ଏବେ ଏସବୁ କିଟ୍‌ର ଚାହିଦା ବଢ଼ିଯାଇଛି। ଏପରିସ୍ଥଳେ କୋଭିଡ୍‌ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଅନୁମୋଦିତ ଅଶ୍ୱିନୀ ହସ୍ପିଟାଲ ପିପିଇ…

ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ

ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରାଜ୍ୟ ସରକାର, ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ କମିଶନରେଟ ପୋଲିସର…

ଟୁଇଟ୍‌ରେ ପୁରୀବାସୀଙ୍କୁ ଧନ୍ୟବାଦ ଦେଲେ ଡିଜିପି

କଟକ ଅଫିସ,୬ା୬: କରୋନା ପାଇଁ ଶୁକ୍ରବାର ପୁରୀରେ ଭକ୍ତଙ୍କ ବିନା ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତଙ୍କ ଉପସ୍ଥିତି ଉପରେ କଟକଣା ସହ ୧୪୪ ଧାରା ଜାରି କରାଯାଇଥିଲା। ଏହାପରେ ଶାନ୍ତି ଶୃଙ୍ଖଳାର ସହ ସ୍ନାନଯାତ୍ରା ସରିଛି। ପୁରୀବାସୀ ଏଥିରେ ସହଯୋଗ କରିଥିବାରୁ…

ସମ୍ବର୍ଦ୍ଧନା ପରେ ସଙ୍ଗରୋଧ

କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ…

ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍‌

କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍‌ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା…

ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରେ ୧୩୯ମୁଣ୍ଡ ନେଲାଣି କରୋନା

ମୁମ୍ବାଇ,୫।୬: ଦେଶବ୍ୟାପି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ ଯୋଗୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଗତ ୨୪ ଘଣ୍ଟାରେ ମହାରାଷ୍ଟରେ ୨୪୩୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା…

ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ

ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ ପ୍ରଣୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?