କରୋନା ଭାଇରସ୍‌

ଲକ୍‌ଡାଉନ୍‌ରେ ଟପ୍‌-୧୦ ଆୟକାରୀ ଆଥ୍‌ଲେଟ ତାଲିକାରେ କୋହଲି

ଲଣ୍ଡନ,୫।୬(ପି.ଟି.): କୋଭିଡ୍‌-୧୯ କାରଣରୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ୍‌ ସମୟରେ ଜଣାଶୁଣା ସୋସିଆଲ ମିଡିଆ ‘ଇନ୍‌ଷ୍ଟାଗ୍ରାମ୍‌’ରେ ପୋଷ୍ଟ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଘରେ ବସି କୋଟି କୋଟି ଟଙ୍କା ଆୟ କରିଛନ୍ତି। ଏ ଦୃଷ୍ଟିକୋଣରୁ…

ଟି୨୦ ବିଶ୍ୱକପ୍‌ ଉଚିତ ସମୟରେ ଆୟୋଜନ ହେବା ଆବଶ୍ୟକ: ଆକ୍ରମ

କରାଚୀ, ୫।୬(ପି.ଟି.): ସାରା ବିଶ୍ୱରେ କୋଭିଡ୍‌- ୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ଓ୍ବାସିମ ଆକ୍ରମ ନିଜ ମତ ପ୍ରକାଶ କରିଛନ୍ତି। ଉଚିତ ସମୟରେ ଏହି ମେଗା ଇଭେଣ୍ଟ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ୩୫,…

ଅଣ୍ଡରଓ୍ବାଲର୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ କରୋନା ପଜିଟିଭ୍‌

କରାଚି‌,୫।୬: ପାକିସ୍ତାନ କରାଚିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନରେ ଲୁଚି ରହିଥିବା ଅଣ୍ଡରଓ୍ବାଲର୍ଡ ଡନ୍‌ ତଥା ଭାରତର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ ଇବ୍ରାହିମ୍‌ କରୋନା ପଜିଟିଭ୍‌। ଦାଉଦଙ୍କ ପତ୍ନୀ ମହଜବିନ ମଧ୍ୟ କରୋନାରେ ଆକ୍ରାନ୍ତ…

କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍‌ଡାଉନ୍‌ରେ ଯାଇପାରିବେ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏହି ସମୟରେ କେଉଁମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ…

ଶଟ୍‌ଡାଉନ୍‌କୁ ନେଇ ଏସ୍‌ଆର୍‌ସିଙ୍କ ଗାଇଡ୍‌ଲାଇନ୍‌: ଜାଣନ୍ତୁ କାହାକୁ ମିଳିବ ଯାତାୟାତ ପାଇଁ ଅନୁମତି

ଭୁବନେଶ୍ୱର, ୫।୬(ବ୍ୟୁରୋ): ଜୁନ୍‌ ୩୦ ତାରିଖ ଯାଏ ପ୍ରତି ସପ୍ତାହର ୨ ଦିନ ଶନିବାର ଓ ରବିବାର ୧୧ ଜିଲା ଶଟ୍‌ଡାଉନ୍‌ ରହିବ। ଏନେଇ  ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି)ଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶଟ୍‌ଡାଉନ୍‌ ସମୟରେ ମେଡିକାଲ ଭଳି ଜରୁରୀ…

ଭୁବନେଶ୍ୱରରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ହୋମ କ୍ୱାରାଣ୍ଟାଇନ୍‌ର ୭, ଲୋକାଲ କେସ୍‌ ୬

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶୁକ୍ରବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୬ ଲୋକାଲ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ କରି…

ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍‌ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ…

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ…

କରୋନା ସଂକ୍ରମଣରେ ଆଗକୁ ବଢୁଛି ବ୍ରାଜିଲ-ଭାରତ

ଓ୍ବାଶିଂଟନ,୫।୬: ୟୁରୋପୀୟ ଦେଶକୁ ବାଦ୍‌ ଦେଲେ ଏବେ ଆମେରିକା ସମେତ ଏସିଆ ଓ ଆଫ୍ରିକାରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ସୁଦ୍ଧା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬,୯୨,୬୦୦ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ୩,୯୨,୨୦୦…

ଏହି ବ୍ଲଡ ଗ୍ରୁପର ଲୋକଙ୍କୁ କରୋନା ଭୟ ଅଧିକ: ନିଶ୍ୱାସ ନେବାରେ ହୋଇଥାଏ ଅସୁବିଧା !

ନୂଆଦିଲ୍ଲୀ,୫।୬: କରୋନା ମହାମାରୀ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ବିଶ୍ୱରେ ୬୬ ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇ ସାରିଲେଣି। ଆଉ ଏହି ମହାମାରୀରେ ଏବେସୁଦ୍ଧା ସାରା ବିଶ୍ୱରେ ୩ ଲକ୍ଷ ୮୯ହଜାରରୁ…

ଦିଲ୍ଲୀ ମେଟ୍ରୋର ୨୦ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୬: ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେଶନ(ଡିଏମ୍‌ଆର୍‌ସି)ର ପାଖାପାଖି ୨୦ ଜଣ କର୍ମଚାରୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏମାନଙ୍କ ପାଖରେ ସେମିତି କିଛି ଲକ୍ଷଣ ନ ଥିଲେ ମଧ୍ୟ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଏବେ ଅନ୍ୟ କର୍ମଚାରୀଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri