କେନ୍ଦୁଝରରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା
କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ପଟଣା ବ୍ଲକରୁ ଦୁଇ ଜଣ ଚିହ୍ନଟ ହୋଇଥିବା ବେଳେ ଚମ୍ପୁଆ…
୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ: ବ୍ରିଟେନରେ ଖୋଲିଲା ପ୍ରାଇମେରୀ ସ୍କୁଲ
ଲଣ୍ଡନ,୨।୬: କରୋନା ସଂକ୍ରମଣକୁ ରୋକିବାକୁ ବିଶ୍ୱର ଅଧିକାଂଶ ଦେଶରେ ଲାଗୁ କରାଯାଇଥିବା ଲକ୍ଡାଉନ ନିୟମରେ କୋହଳ କରାଯାଇଥିବା ବେଳେ କେବଳ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପଟେ କରୋନା ସଂକ୍ରମଣ କମ୍ ହେବା ପରିବର୍ତ୍ତେ ଦିନକୁ ଦିନ ଏହା ବୃଦ୍ଧି ପାଇବାରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼,…
ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !
ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ ଏହାକୁ ଏକ ସର୍ଭେ ରିପୋର୍ଟରେ ଭୁଲ ଦର୍ଶାଯାଇଛି। ଫ୍ରାନ୍ସ୍ରେ କରୋନା ସଂକ୍ରମଣ ୨୦୨୦ ଜାନୁୟାରୀ…
କଣ୍ଟେନମେଣ୍ଟ ଉଠାଇବା ଦାବି: ଘରୁ ବାହାରି ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ
କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ସହର ନିହାଲସିଂ ଛକ ନିକଟ କିମିରିଡୋଲି ସାହିରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସେଠାରେ ପୋଲିସ ମୂତୟନ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।…
ଦିଲ୍ଲୀ ସରକାରଙ୍କ ନୂଆ ଆପ୍: ଜଣାପଡିବ କେଉଁ ହସ୍ପିଟାଲରେ ରହିଛି କେତେ ବେଡ୍
ନୂଆଦିଲ୍ଲୀ,୨।୬: ପ୍ରତିଦିନ ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ୮ହଜାରରୁ ଅଧିକ ରହୁଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଉଦ୍ବେଗଜନକ ରହିଛି। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ପୁଣିଥରେ ଦିଲ୍ଲୀବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।…
କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ ଏତେ…
ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ ୧୩ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା ମଙ୍ଗଳବାର ସକାଳେ ଜଣାପଡିବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି। ଦେଶରେ ଅନ୍ଲକ ୧.୦…
ଭାରତରେ କରୋନା ଲଢ଼େଇ: ପ୍ରତି ୧୦ ଲକ୍ଷରେ ଘଟୁଛି ୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟୁଛି। ସେହିପରି ପ୍ରତି ୧୦ ଲକ୍ଷରେ ୨,୭୮୩ ଜଣଙ୍କ ନମୁନା ପରୀକ୍ଷା…
ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି
ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର ହେବ। ଆତ୍ମନିର୍ଭର ଭାରତ ପାଇଁ ସରକାରଙ୍କ ପକ୍ଷରୁ ୫-ଆଇ ଯୋଜନା ପ୍ରସ୍ତୁତ କରାଯାଇଛି।…
CORONAVIRUS UPDATE:ରାଜ୍ୟରେ ଶତକ ଛୁଇଁଲା ୭ ଜିଲା; ସର୍ବାଧିକ ଆକ୍ରାନ୍ତ ତାଲିକା ଶୀର୍ଷରେ ଗଞ୍ଜାମ
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଛି। ସେଥିରୁ ୯୯୧ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…
୨ ଲକ୍ଷ ଛୁଇଁବାକୁ ଯାଉଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨।୬: ଦେଶରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୨୦୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।…
Archives


