ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା
ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସୂଚନା…
୧୮ ଜିଲାରୁ ୧୪୧ ପଜିଟିଭ୍: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍; ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି। ସେହିପରି ଖୋର୍ଦ୍ଧରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩,…
ବୈଷ୍ଣୋଦେବୀ ଯାତ୍ରା: କଟ୍ରାରେ ୫୦ ଘୋଡ଼ା ସହିତ ଚାଳକଙ୍କ କରୋନା ପରୀକ୍ଷା
କଟ୍ରା, ୨।୬: ଜୁନ୍ ୮ରୁ ମାତା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ମନ୍ଦିର କର୍ତ୍ତୃପକ୍ଷ ବେଶ୍ ସକ୍ରିୟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ସୋମବାର କଟ୍ରାଠାରେ ୫୦ ଘୋଡ଼ା ସହିତ ସେମାନଙ୍କ ଚାଳକଙ୍କର ନମୁନା ସଂଗ୍ରହ…
CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି। ଏବେ ଭାରତରେ ୧ ଲକ୍ଷ ୯୩ ହଜାର ୪୭୩ ସଂକ୍ରମିତ ବ୍ୟକ୍ତି ଥିବାବେଳେ…
‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’
ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ ବୋଲି ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍ ହେଲ୍ଥ ସାଇନ୍ସେସ୍ର ୨୫ତମ ପ୍ରତିଷ୍ଠା ଦିବସ…
‘ଡିସ୍ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍ ପରୀକ୍ଷା’
ଯାଜପୁର ଅଫିସ୍/ରସୁଲପୁର, ୨।୬ (ଡି.ଏନ୍.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ…
ଆର୍ମେନିଆ ପ୍ରଧାନମନ୍ତ୍ରୀଙ୍କ ସମେତ ପରିବାର ସଦସ୍ୟ କରୋନା ସଂକ୍ରମିତ
ୟେରେଭାନ,୧।୬: ଆର୍ମେନିଆର ପ୍ରଧାନମନ୍ତ୍ରୀ ନିକୋଲ ପାସିନିଆନ ଓ ତାଙ୍କ ପରିବାରଣ ସମସ୍ତ ସଦସ୍ୟ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏକ ଫେସ୍ବୁକ ଷ୍ଟେଟମେଣ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସେ ଏହାର…
ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ
ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ
ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ ସୋମବାର ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ସଂଗରୋଧ କେନ୍ଦ୍ରରୁ ଜଣେ ପଜିଟିଭ ଚିହ୍ନଟ
ଚୌଦ୍ୱାର,୧।୬(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ଗାନ୍ଧିଛକ ଟାଉନହଲ ନିକଟରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତି ମୁଣ୍ଡାମାଳ ଗ୍ରାମର ହୋଇଥିବା ବେଳେ ୧୦ ଦିନତଳେ ସେ ସୁରଟରୁ ଫେରି ସଂଗରୋଧ କେନ୍ଦ୍ରରେ ରହୁଥିଲେ। ଗତ ୨୯…
ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ କରାଯିବ: ଡିଜିପି
ଭୁବନେଶ୍ୱର, ୧।୬(ବ୍ୟୁରୋ): ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଜରିମାନା ଦେବାକୁ ପଡ଼ିବ। ପ୍ରଥମ ଓ ଦ୍ୱିତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୫ଶହ ଏବଂ ତୃତୀୟ ଥର ନିୟମ ଭାଙ୍ଗିଲେ ୧ ହଜାର ଟଙ୍କା ଦେବାକୁ ପଡ଼ିବ।…
Archives


