କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!
କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର ଆର୍ଜି କର ମେଡିକାଲରେ ସନ୍ତାନ ପ୍ରସବ ହୋଇଥିଲା। ହେଲେ ତାଙ୍କର ସିଜରିଆନ୍ ସେକ୍ସନ ହୋଇଥିବାରୁ…
୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୯୨
ନୂଆଦିଲ୍ଲୀ,୧।୬: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୮,୩୯୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୦,୫୩୫ରେ ପହଞ୍ଚିଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦେଇଥିବା ରିପୋର୍ଟ…
CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୫୦…
୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା
ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍ଡ ମିଟର ଡାଟାବେସ୍ରୁ ଦର୍ଶାଯାଇଛିି। ସେହିପରି…
ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା
ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର ଗରିବ ପରିବାରରେ ରହୁଥିବା ପିଲାଙ୍କ ସଂଖ୍ୟା ୮.୬ କୋଟି (୧୫%) ବୃଦ୍ଧି ହୋଇ ୬୭.୨…
ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଠାବ କରାଯାଉଛି। ହେଲେ ପ୍ରତିଦିନ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬
ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର…
ନମସ୍ତେ ଟ୍ରମ୍ପ୍ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ
ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ନମସ୍ତେ ଟ୍ରମ୍ପ୍ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଥିବା ସେ ଅଭିଯୋଗ…
ସାମାଜିକ ଦୂରତା ନିୟମ ଉଲ୍ଲଂଘନ: ରୋମାନିଆ ପ୍ରଧାନମନ୍ତ୍ରୀ ଦେଲେ ୬୦୦ ଡଲାର ଜରିମାନା
ବୁକାରେଷ୍ଟ୍,୩୧।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ନିୟମ ଜାରି ହୋଇଛି। ଏହାର ଉଲ୍ଲଂଘନ କରି ରୋମାନିଆ ପ୍ରଧାନମନ୍ତ୍ରୀ ଲୁଡୋଭିକ୍ ଓର୍ବାନ୍ଙ୍କୁ ୬୦୦ ଡଲାର ଜରିମାନା ଦେବାକୁ ପଡ଼ିଛି। ସ୍ଥାନୀୟ…
କର୍ମଚାରୀଙ୍କୁ ଦରମା ଦେବାକୁ କେନ୍ଦ୍ରକୁ ୫ ହଜାର କୋଟି ମାଗିଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ସରକାରଙ୍କ ପାଖରେ କର୍ମଚାରୀଙ୍କୁ ଦରମା ଦେବାକୁ ଟଙ୍କା ନାହିଁ। ଏନେଇ ରାଜ୍ୟ ସରକାର କେନ୍ଦ୍ରକୁ ୫ ହଜାର କୋଟିର ସହାୟତା ମାଗିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ୍ କରି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ…
କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା
କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଏହି ୩ ଜଣ ତାମିଲନାଡୁରୁ ଫେରି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିଲେ। ସେମାନଙ୍କ ଘର…
ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ
ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ…
Archives


