କରୋନା ଭାଇରସ୍‌

ସଂକ୍ରମିତଙ୍କୁ ଶୋଷୁଛି ଘରୋଇ ହସ୍ପିଟାଲ

ନୂଆଦିଲ୍ଲୀ,୩୧।୫: ମହାମାରୀ କରୋନା ଲୋକଙ୍କ ନିଦ ହଜାଇ ଦେଇଛି। ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପର୍ଯ୍ୟାପ୍ତ ସରକାରୀ ସୁବିଧା ନ ଥିବାବେଳେ ରୋଗୀମାନେ ବିଭିନ୍ନ ଘରୋଇ ହସ୍ପିଟାଲରେ ଚିକିତ୍ସା ହେବାକୁ ବାଧ୍ୟ ହେଉଛନ୍ତି।…

ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର ଘୋଷଣା କରିଛନ୍ତି। ରାଜ୍ୟରେ ଅର୍ଥନେତିକ କାର୍ଯ୍ୟକଳାପ ପୁନଃ କାର୍ଯ୍ୟକାରୀ କରିବା ସମ୍ଭବ ନୁହେଁ ବୋଲି…

୨୮% ସଂକ୍ରମିତଙ୍କଠାରେ ଲକ୍ଷଣ ନାହିଁ

ନୂଆଦିଲ୍ଲୀ,୩୧ା୫(ପି.ଟି.): ଭାରତରେ ଏପ୍ରିଲ ୩୦ ସୁଦ୍ଧା ୪୦,୧୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୮ ପ୍ରତିଶତଙ୍କଠାରେ କୋଭିଡ୍‌-୧୯ର କୌଣସି ଲକ୍ଷଣ ନ ଥିଲା ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ସାମାନ୍ୟ କିମ୍ବା ଆଦୌ ଲକ୍ଷଣ ଦେଖାଉ ନ…

ତାଲା ଖୋଲିଦେଲା ଅନ୍‌ଲକ୍‌ ୧

ନୂଆଦିଲ୍ଲୀ,୩୧ା୫(ପି.ଟି.): ସାରା ଦେଶରେ ଲାଗୁ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ରବିବାର ଶେଷ ହେଉଥିବାବେଳେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ କେବଳ ନିଷିଦ୍ଧାଞ୍ଚଳରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କେନ୍ଦ୍ର ସରକାର ଶନିବାର ଘୋଷଣା କରିଛନ୍ତି। ଏହି ଜୋନ୍‌ ବାହାରେ…

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ ଜଣାଇଛନ୍ତି…

ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ। କଣ୍ଟେନମେଣ୍ଟ…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮ ଜଣ…

ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ କିଛି…

କରୋନା ସଂକ୍ରମଣରେ ଏଠି ହୋଇନାହିଁ ଜଣଙ୍କର ବି ମୃତ୍ୟୁ

ଇନୋଇ,୩୦।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଆମେରିକା ଭଳି ବିକାଶଶୀଳ ଦେଶରେ ବି ପ୍ରତିଦିନ ହଜାର ହଜାର ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହଶହ ଲୋକଙ୍କ ମୃତ୍ୟୁ ହେଉଛି। ହେଲେ ଚାଇନା ସୀମାକୁ ଲାଗି…

ଟ୍ରେନ୍‌ ଚେନ୍‌ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍‌ ଯୋଗେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଲା ପ୍ରଶାସନ

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍‌ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ, ପୋଲିସ,…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ସୁସ୍ଥମାନଙ୍କ ମଧ୍ୟରେ ବୌଦ୍ଧରୁ ୨୮, ପୁରୀରୁ…

କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍‌ଡାଉନକୁ ଆମେ ସବୁଦିନ ପାଇଁ ରଖିପାରିବା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?