କରୋନା ଭାଇରସ୍‌

CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…

କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ  କରୋନା ସଂକ୍ରମିତ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାର ୪୨ ବର୍ଷୀୟ ବ୍ୟକ୍ତି ରହିଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱରର ୭୨ ବର୍ଷୀୟ ବୃଦ୍ଧ ଅଛନ୍ତି। । ତେବେ ଖୋର୍ଦ୍ଧା…

ଗଞ୍ଜାମରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮, ସୁସ୍ଥ ହେଲେଣି ୩୦୨

ବ୍ରହ୍ମପୁର ଅଫିସ,୨୯।୫: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଜିଲାରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି। ସେହିପରି…

ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର ପଶ୍ଚିମପଡା ଅଞ୍ଚଳର ଆୟର ମହମ୍ମଦ(୫୨)। ସେ ସାନଭାଇ ସେକ୍‌ ଆଲିଙ୍ଗିରଙ୍କ ସହ ପଶ୍ଚିମବଙ୍ଗକୁ ଫେରୁଥିଲେ।…

ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍‌: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍‌

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ ପୁରା ପରିବାର ମେ ୨୮ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଛନ୍ତି। ଏହାପରେ ସଂସଦର…

ରାଜ୍ୟରେ ୧୭ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୧୫ ଜିଲାରୁ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ କରୋନା ସଂକ୍ରମିତ ୧୫ ଜିଲାର। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୧୧, ଗଞ୍ଜାମରୁ ୪, ବାଲେଶ୍ୱର-କଟକରୁ ୩, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ସୁନ୍ଦରଗଡ଼ରୁ…

CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ ୨ଟି ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ…

ଅମୃତସରରେ ସ୍ବତନ୍ତ୍ର ଟ୍ରେନ୍‌ ବାତିଲ୍‌: ବିକ୍ଷୋଭ ପ୍ରଦର୍ଶନ କଲେ ଉତ୍ତ୍ୟକ୍ତ ପ୍ରବାସୀ

ଚଣ୍ଡିଗଡ଼,୨୯।୫: ଦେଶରେ କରୋନା ଭାଇରସ୍‌ ସଙ୍କଟ ଯୋଗୁ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ସବୁଠାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପ୍ରବାସୀ ଶ୍ରମିକମାନେ। ଦେଶବ୍ୟାପି ଲକ୍‌ଡାଉନ ହେବାର ୨ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ପ୍ରବାସୀମାନେ ନିଜ ଘରକୁ ଫେରି ପାରିନାହାନ୍ତି। ଇତିମଧ୍ୟରେ ପଞ୍ଜାବ…

ଲକ୍‌ଡାଉନ ନିୟମ ଭାଙ୍ଗି ଗୋପାଳଗଞ୍ଜ ଅଭିମୁଖେ ତେଜସ୍ବୀ

ପାଟନା,୨୯।୫: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବ ଶୁକ୍ରବାର ଲକ୍‌ଡାଉନ ନିୟମ ଭାଙ୍ଗି ବିହାର ପାଟନାରୁ ଗୋପାଳଗଞ୍ଜ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲା। ଏହା…

ବର୍ଡର ସିଲ୍‌ ହେବା ପରେ ଦିଲ୍ଲୀ-ଗୁରୁଗ୍ରାମରେ ରାସ୍ତା ଜାମ୍‌: ପାସ୍‌ଧାରୀଙ୍କୁ ବି ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୯।୫: କରୋନା ଭାଇରସ୍‌ ବଢ଼ୁଥିବା ମାମଲାକୁ ଦେଖି ହରିୟାଣା ସରକାର ଦିଲ୍ଲୀ ନିକଟସ୍ଥ ସୀମାକୁ ପୁଣି ଥରେ ସିଲ୍‌ କରିଦେଇଛନ୍ତି। ଗୁରୁବାର ରାତିରେ ଏନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଶୁକ୍ରବାର ସକାଳେ ଏହାର ପ୍ରଭାବ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଦେଖିବାକୁ ମିଳିଛି।…

ଗରମ ପ୍ରକୋପ: ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ ପିଆଇଲେ ଭକ୍ତ

ବାରାଣସୀ,୨୯।୫: ଉତ୍ତର ଭାରତରେ ଗରମର ପ୍ରକୋପ ବଢ଼ିବାରେ ଲାଗିଛି। ଗରମ ଯୋଗୁ ସାଧାରଣ ଲୋକଙ୍କ ବ୍ୟତୀତ ଭଗବାନ ବି ଏଥିରୁ ନିସ୍ତାର ପାଇପାରୁ ନାହାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ଲୋକମାନେ ନିଆରା ଢ଼ଙ୍ଗ ଆପଣାଇଛନ୍ତି। ଗରମ ଦାଉରୁ ରକ୍ଷା ପାଇବା…

ଟିକା ଆସିଲେ ବି ଯିବନି କରୋନା

ନୂଆଦିଲ୍ଲୀ,୨୯ା୫: କୋଭିଡ୍‌-୧୯ ମହାମାରୀର ପ୍ରତିକାର ଲାଗି ଟିକା ପ୍ରସ୍ତୁତିରେ ଲାଗିଛନ୍ତି ବିଭିନ୍ନ ଦେଶର ଅନେକ ସଂସ୍ଥା। ତେବେ ଟିକା ଆବିଷ୍କାର ହୋଇ ଏହାକୁ ପ୍ରୟୋଗ କରାଗଲେ ମଧ୍ୟ କରୋନା ଭୂତାଣୁ ଏତେଶୀଘ୍ର ଚାଲିଯିବାର ସମ୍ଭାବନା ନାହିଁ। ଏହା ଦୀର୍ଘ ଦଶନ୍ଧି ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri